publive-imageମେଷ: ଜୀବନସାଥୀଙ୍କ ଠାରୁ ଖୁସି ଖବର ଶୁଣିବେ। କାରବାରରେ ଲାଗି ରହିଥିବା ସମସ୍ୟା ବାପା ଦୂର କରିବେ। ଜମିରେ ନିବେଶ ଲାଗି ଦିନଟି ଭଲ। ଘରକୁ କୌଣସି ବନ୍ଧୁ ଆସିବେ।

Advertisment

publive-imageବୃଷ: ଜ୍ଞାନବର୍ଦ୍ଧକ କଥା ଶୁଣିବାକୁ ପାଇବେ। ନୂଆ କାମରେ ଆଗ୍ରହ ବଢ଼ିବ। ବିରୋଧୀ ପକ୍ଷ କ୍ଷତି କରିବାକୁ ଚେଷ୍ଟା କରିବେ। ପ୍ରେମୀଯୁଗଳ ନିଜ ସାଥୀର ଭାବନାକୁ ବୁଝିବେ।

publive-imageମିଥୁନ: ନବ ବିବାହିତ ନିଜର ସାଥୀଙ୍କୁ ଉପହାର ଦେବେ। ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭଲ ଉଦ୍ୟୋଗରୁ ଡାକରା ଆସିବ। ଛାତ୍ରମାନେ ଫଳ କଥା ଚିନ୍ତା ନକରି ପରିଶ୍ରମ କରନ୍ତୁ।

publive-imageକର୍କଟ: ସାମାଜିକ ଉତ୍ସବରେ ସହଯୋଗ କରିବେ। ଗୃହିଣୀମାନଙ୍କ ମନ ଧର୍ମକାର୍ଯ୍ୟରେ ଲାଗି ରହିବ। ବ୍ୟବସାୟରେ କିଛି ନୂଆ ପ୍ରୟୋଗ କରିବେ। ଅଫିସରେ ସତର୍କ ରହନ୍ତୁ।

publive-imageସିଂହ: ଆପଣଙ୍କ ଶକ୍ତିର ସ୍ତର ଭଲ ରହିବ। ବେପାରରେ ଉନ୍ନତି ହେବ। ସାମାଜିକ କାର୍ଯ୍ୟରେ ସହଯୋଗ କଲେ ସମ୍ମାନ ବଢ଼ିବ। ଅଫିସରେ ଆପଣଙ୍କର ପ୍ରଦର୍ଶନ ପ୍ରଶଂସନୀୟ ହେବ।

publive-imageକନ୍ୟା: କାରବାରରେ ଏକ ଲୟ ତିଆରି କରି କାମ କରନ୍ତୁ, ଲାଭ ହେବ। ଭାଇ ଭଉଣୀଙ୍କ ସହିତ ସମ୍ବନ୍ଧ ଭଲ ହେବ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଆନନ୍ଦମୟ।

publive-imageତୁଳା: କ୍ୟାରିୟରରେ ସଫଳତା ପାଇବେ। ଘରକୁ ବନ୍ଧୁଙ୍କ ଆଗମନ ହେବ। ଛାତ୍ର ସଫଳତାର ଖୁବ୍ ନିକଟବର୍ତ୍ତୀ ହୋଇପାରିବେ। ଯାନ ସାବଧାନତାର ସହ ଚଳାନ୍ତୁ।

publive-imageବିଛା: ମନରେ କିଛି ନୂଆ କରିବାର ଆଗ୍ରହ ବଢ଼ିବ। ଆମଦାନିର ନୂଆ ଉତ୍ସ ପାଇବେ। ଲୋକମାନେ ଆପଣଙ୍କ ବ୍ୟକ୍ତିତ୍ବରେ ପ୍ରସନ୍ନ ରହିବେ। ବୈବାହିକ ଜୀବନ ସୁଖକର ହେବ।

publive-imageଧନୁ: ଭାଗ୍ୟ ବଦଳାଇବା ପାଇଁ ସୁଯୋଗ ପାଇବେ। ବଡ଼ ଉଦ୍ୟୋଗ ସହ ଡିଲ୍ ପକ୍କା ହେବ। ପ୍ରିୟଜନଙ୍କ ଠାରୁ ଉପହାର ପାଇବେ। ସଂଚାର କ୍ଷେତ୍ରରେ ଥିବା ଲୋକଙ୍କୁ ଲାଭ ମିଳିବ।

publive-imageମକର: ଦୀର୍ଘ ଦିନରୁ ଲାଗି ରହିଥିବା ଘରୋଇ ସମସ୍ୟାର ସମାଧାନ ବାହାରିବ। ଶିକ୍ଷାର୍ଥୀଙ୍କ ପାଇଁ ଦିନଟି ଭଲ। ବ୍ୟବସାୟୀଙ୍କ ମନରେ ଘୂରିବୁଲୁଥିବା ଯୋଜନା ସଫଳ ହେବ।

publive-image

କୁମ୍ଭ: ଚିଡ଼ିଚିଡ଼ାପଣ ଦୂର କରିବାକୁ ଚେଷ୍ଟା କରନ୍ତୁ। ବିବାହିତଙ୍କୁ ପରିବାର ସ୍ଥିତି ସମ୍ବନ୍ଧରେ ଭାବିବାକୁ ପଡ଼ିବ। ଚାକିରିଆଙ୍କ ଲାଗି ଭଲ ଦିନଟିଏ। ଛାତ୍ରଛାତ୍ରୀ ଲେଖାପଢ଼ାରେ ଧ୍ୟାନ ଦିଅନ୍ତୁ।

publive-imageମୀନ: ନୂଆ କାମର ଯୋଜନା ପ୍ରସ୍ତୁତ କରିବେ। ଧାର ଦେଇଥିବା ପଇସା ପାଇବେ। ଅଧ୍ୟାପକଙ୍କ ଲାଗି ଦିନଟି ଶୁଭ। ପରିବାରରେ ସମସ୍ତଙ୍କର ଇଚ୍ଛା ପୂରଣ କରିବାରେ ସଫଳ ହେବେ।