ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆପଣଙ୍କ ଦିନ ଖୁସିରେ କଟିବ। ଚାକିରି ବ୍ୟବସାୟରେ ଅଶାଜନକ ଫଳ ପାଇବେ। ଘରୋଇ କାମ ସମାପ୍ତ କରିବାରେ ସଫଳ ରହିବେ। ଶୁଭରଙ୍ଗ: କଫିରଙ୍ଗ। ଶୁଭସ˚ଖ୍ୟା: ୪।

ବୃଷ: ଆପଣଙ୍କ ଉନ୍ନତିର ନୂଆ ରାସ୍ତା ଖୋଲିବ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। ସରକାରୀ ଚାକିରିଆଙ୍କୁ କୌଣସି ଖୁସି ଖବର ମିଳିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୩।

ମିଥୁନ: ଦେବୀମାତାଙ୍କ ଧୢାନରେ ମନକୁ ଶାନ୍ତି ମିଳିବ। ନିଜ ଲକ୍ଷ୍ୟରେ ନୂଆ ଯୋଜନା ପ୍ରସ୍ତୁତ କରିପାରନ୍ତି। ଛାତ୍ରଙ୍କୁ ଶିକ୍ଷକଙ୍କ ପୂରା ସହଯୋଗ ମିଳିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୬।

କର୍କଟ: କାର୍ଯ୍ୟ ବ୍ୟସ୍ତତା ହେତୁ କ୍ଳେଶ ଅନୁଭବ କରିବେ। ପୁରୁଣା କଥାକୁ ନେଇ ଟିକେ ଚିନ୍ତିତ ହୋଇପାରନ୍ତି। କୌଣସି ମିତ୍ର ସହାୟକ ସାବ୍ୟସ୍ତ ହେବେ। ଶୁଭରଙ୍ଗ: ନୀଳ। ଶୁଭସ˚ଖ୍ୟା: ୩।

ସି˚ହ: ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଉଚ୍ଚା ରହିବ। କାରବାରରେ ଲାଭ ପାଇବେ। ସମାଜରେ ମାନ ସମ୍ମାନ ପାଇବେ। ସରକାରୀ ଚାକିରିଆଙ୍କ ଲାଗି ଦିନଟି ଉତ୍ତମ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୭।

କନ୍ୟା: କମ୍‌ ପରିଶ୍ରମରେ ଯଥେଷ୍ଟ ସୁଫଳ ପାଇବେ। ଲୋକମାନଙ୍କୁ ନିଜ ଯୋଜନାରେ ସହମତ କରାଇନେବେ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୨।

ତୁଳା: ନୂଆ ଲୋକଙ୍କ ସହିତ ପରିଚୟ ହୋଇପାରେ। କ୍ୟାରିଅର ଗଢ଼ିବା ପାଇଁ ନୂଆ ସୁଯୋଗ ମିଳିବ। ଦାଂପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ହେବ। ଶୁଭରଙ୍ଗ: ଫିକା ହଳଦିଆ। ଶୁଭସ˚ଖ୍ୟା: ୭।

ବିଛା: ଆଜି ଆପଣ ନିଜର କାର୍ଯ୍ୟ କୁଶଳତା ବୃଦ୍ଧି କରିବାର ରହିଛି। କାରବାରରେ ପଇସା ମାମଲାର କିଛି ଅସୁବିଧା ହେବ। ଛାତ୍ରଙ୍କୁ ଶିକ୍ଷକଙ୍କ ସାହାଯ୍ୟ ମିଳିବ। ଶୁଭରଙ୍ଗ: ଲାଲ। ଶୁଭସ˚ଖ୍ୟା: ୧।

ଧନୁ: କାରବାରରେ ପରିବର୍ତ୍ତନ ଆଣିବା ପାଇଁ ଚେଷ୍ଟା କରି ସଫଳ ହେବେ। ଜୀବନସାଥୀଙ୍କୁ ଦେଇଥିବା କଥା ପୂରା କରିବେ। ବିଦ୍ୟାର୍ଥୀଙ୍କୁ ଆତିଶୀଘ୍ର ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୬।

ମକର: ଆପଣଙ୍କ ମନରେ ନୂଆ ନୂଆ ବିଚାର ଆସିବ। ନିଜ କାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ। ଅଫିସରେ ବିରିଷ୍ଠଙ୍କ ସାହାଯ୍ୟ ପାଇବେ। ଶୁଭରଙ୍ଗ: ବାଦାମୀ। ଶୁଭସ˚ଖ୍ୟା: ୯।

କୁମ୍ଭ: ଆପଣ ଉର୍ଜାବାନ ଓ ସକ୍ରିୟ ରହିବେ। ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। ଅଫିସରେ ସମସ୍ତଙ୍କ ସହିତ ବଢ଼ିଆ ତାଳମେଳ ବଜାୟ ରହିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୮।

ମୀନ: ନିର୍ଦ୍ଦିଷ୍ଟ ସମୟ ଭିତରେ କାମ ସ˚ପୂର୍ଣ୍ଣ ହେବା ଯୋଗୁଁ ମନ ଶାନ୍ତ ରହିବ। ପରିବାରରେ ଖୁସିର ମାହୋଲ ରହିବ। ବିଦ୍ୟାର୍ଥୀଙ୍କୁ ପରିଶ୍ରମର ବଢ଼ିଆ ପରିଣାମ ମିଳିବ। ଶୁଭରଙ୍ଗ: ଧୂସର। ଶୁଭସ˚ଖ୍ୟା: ୨।

ସମ୍ବନ୍ଧିତ ଖବର