/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ସାମାଜିକ କାର୍ଯ୍ୟରେ ଆପଣଙ୍କ ମନ ରହିବ। ଆର୍ଥିକ ଲାଭ ପାଇଁ ଅଧିକ ପରିଶ୍ରମ କରିବାକୁ ହେବ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ପ୍ରେମ ଜୀବନ ମଧୁର ହେବ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ଜରୁରୀ କାମରେ ଆପଣ ବନ୍ଧୁର ସାହାଯ୍ୟ ପାଇପାରିବେ। ଆର୍ଥିକ ସ୍ଥିତିରେ ସ୍ଥିରତା ବଜାୟ ରହିବ। ଶତ୍ରୁଙ୍କୁ ପରାସ୍ତ କରିବେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ପରିଣାମ ନେଇ ଆସିବ।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: ଭାବିଥିବା କାମ ଗତିଶୀଳ ହେବ। ଆଖପାଖର ଲୋକ ଆପଣଙ୍କ ବ୍ୟବହାରରେ ଖୁସି ହେବେ। ପ୍ରିୟଜନଙ୍କ ସହିତ ଦିନଟି ଭଲରେ ବିତିବ। ଅଫିସରେ ଆପଣଙ୍କ କାମ ପ୍ରଶଂସିତ ହେବ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ବ୍ୟବସାୟରେ ଆପଣଙ୍କୁ ଲାଭ ମିଳିପାରେ। କାହାରି ସହିତ ଯୁକ୍ତିତର୍କ କରନ୍ତୁ ନାହିଁ। ସନ୍ଧ୍ୟାରେ ପରିବାର ସଦସ୍ୟଙ୍କ ସହିତ ମହତ୍ତ୍ବପୂର୍ଣ୍ଣ ବିଷୟରେ ଆଲୋଚନା କରିବେ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ପାରିବାରିକ କାମ ସଂପୂର୍ଣ୍ଣ କରିବାରେ ସହଯୋଗ ପାଇବେ। କୌଣସି ସହପାଠୀ ଆପଣଙ୍କ ଠାରୁ ସାହାଯ୍ୟ ଆଶା କରିପାରନ୍ତି। ଅବିବାହିତଙ୍କ ଲାଗି ଭଲ ବିବାହ ପ୍ରସ୍ତାବ ଆସିବ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: ଗହନ ଚିନ୍ତନରେ ସମୟ ବିତିବ। ଧନଲାଭର ଯୋଗ ଅଛି। ଅଫିସରେ ଉପରିସ୍ଥ ଅଧିକାରୀ ଆପଣଙ୍କ କାମରେ ପ୍ରସନ୍ନ ହେବେ। ନୂଆ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହୋଇପାରେ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: ଅଫିସରେ ଆପଣଙ୍କ କାମର ପ୍ରଶଂସା ହେବ। କଳାତ୍ମକ କାର୍ଯ୍ୟରେ ଆପଣଙ୍କର ରୁଚି ବଢ଼ିବ। ବ୍ୟବସାୟରେ ଉନ୍ନତି ହେବ। ଆର୍ଥିକ ମାମଲାରେ କିଛି ଲୋକ ସାହାଯ୍ୟ କରିବେ।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: ଆପଣଙ୍କ ମନକୁ ନୂଆ ନୂଆ ବିଚାର ଆସିବ। କାହାରି ସହିତ ତର୍କ କରନ୍ତୁ ନାହିଁ। ଆୟ ବୃଦ୍ଧି ହେବାର ସମ୍ଭାବନା ରହିଛି। ପାରିବାରିକ ଜୀବନ ସୁଖକର ହେବ।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। ଆପଣଙ୍କ ଯୋଜନା ସଫଳ ହେବ। ନୂଆ ଲୋକଙ୍କ ଠାରୁ ଶୁଭକାମରେ ସାହାଯ୍ୟ ପାଇପାରନ୍ତି। ଅଫିସରେ ବରିଷ୍ଠଙ୍କର ସହଯୋଗ ପାଇବେ।
/sambad/media/post_attachments/wp-content/uploads/2017/11/makar.jpg)
ମକର: କ୍ୟାରିୟର ଗଠନ ଲାଗି ଦିନଟି ଅନୁକୂଳ। ପରିଶ୍ରମର ସୁଫଳ ପାଇବେ। ସାଙ୍ଗ ସହିତ ଆପଣଙ୍କ ସମ୍ବନ୍ଧ ମଜଭୁତ ହେବ। ଛାତ୍ରଙ୍କର ଲେଖାପଢ଼ାରେ ମନ ଲାଗିବ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ସବୁ କାମରେ ଆପଣ ସଫଳ ହେବେ। ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ସୁଦୃଢ଼ ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ। ଛାତ୍ରଛାତ୍ରୀଙ୍କୁ ସକାରାତ୍ମକ ପରିଣାମ ମିଳିବ।
ମୀନ: ଆପଣଙ୍କର ସବୁ କାମ ସିଦ୍ଧ ହେବ। ପତିପତ୍ନୀଙ୍କ ମଧ୍ୟରେ ସମ୍ବନ୍ଧ ମଧୁର ରହିବ। ବ୍ୟବସାୟରେ ବିଶେଷ ସଫଳତା ହାସଲ କରିବେ। ଅଫିସରେ ଆପଣଙ୍କ କାମ ପ୍ରଶଂସିତ ହେବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/07/today-rasifal-8.jpg)