publive-imageମେଷ: ପରିଶ୍ରମ କରିବା ପାଇଁ ପ୍ରସ୍ତୁତ ରୁହନ୍ତୁ। ଭାଗ୍ୟ ଆପଣଙ୍କୁ ସାଥ ଦେବ। ସ୍ଥଗିତ କାମ ପୂରା ହୋଇଯିବ। ଘରକୁ କୌଣସି ବନ୍ଧୁ ଆସିପାରନ୍ତି।

Advertisment

publive-imageବୃଷ: ବନ୍ଧୁମାନଙ୍କ ସହ ଏକମତ ହୋଇ କାମ କରନ୍ତୁ, ଆପଣଙ୍କୁ ଲାଭ ହେବ। ସୁସମ୍ବାଦ ପାଇବେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧରେ ନୂତନତା ଆସିବ।

publive-imageମିଥୁନ: ଲୁହା ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ। ଅଫିସରେ ନୂଆ କାମର ଦାୟିତ୍ବ ପାଇବେ। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।

publive-imageକର୍କଟ: ସାରା ଦିନ ଆପଣ ଶକ୍ତିବାନ ରହିବେ। ସମାଜରେ ଆପଣଙ୍କର ପ୍ରସିଦ୍ଧି ବଢ଼ିବ। ସରକାରୀ ଚାକିରିଆଙ୍କୁ ଧନଲାଭ ହୋଇପାରେ।

publive-imageସି˚ହ: ଆତ୍ମବିଶ୍ବାସର ସ୍ତର ଉଚ୍ଚା ରହିବ। ବ୍ୟବସାୟ ଯୋଜନା ପ୍ରସ୍ତୁତ କରିବାରେ ବ୍ୟସ୍ତ ରହିବେ। ନୂଆ ଲୋକଙ୍କ ସହିତ ସ˚ପର୍କ ହେବ। ସ୍ବାସ୍ଥ୍ୟରେ ଉନ୍ନତି ହେବ।

publive-imageକନ୍ୟା: ବେପାର ବୃତ୍ତିରେ ମନପ୍ରାଣ ଢାଳି କାମ କରିବେ। ଓକିଲଙ୍କୁ ବଡ଼ ମକଦ୍ଦମାରେ ବିଜୟ ହାସଲ ହେବ। ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ।

publive-imageତୁଳା: କାରବାରୀଙ୍କ ଲାଗି ଦିନଟି ଲାଭପ୍ରଦ। ଆୟ ଲାଗି ନୂଆ ସୁଯୋଗ ପାଇବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହ ମୋବାଇଲରେ ଲମ୍ବା ସମୟ ଧରି କଥାବାର୍ତ୍ତା ହେବେ।

publive-imageବିଛା: ଆଧୢାତ୍ମିକ ଭାବନାରେ ସମୟ ବିତିବ। ଗୁରୁଜନଙ୍କ ପ୍ରତି ମନରେ ପ୍ରେମଭାବ ରହିବ। ବ୍ୟବସାୟରେ ଆଶାଠୁଁ ଅଧିକ ଲାଭ ପାଇବେ। ପ୍ରେମରେ ସଫଳତା ମିଳିବ।

publive-imageଧନୁ: କିଛି ନୂଆ ଅନୁଭବ ପ୍ରାପ୍ତି ହେବ। ଅଧିକାରୀଙ୍କ ସହିତ ମହତ୍ତ୍ବପୂର୍ଣ୍ଣ ବିଷୟରେ ଆଲୋଚନା ହେବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।

publive-imageମକର: କାମରେ ଚ୍ୟାଲେଞ୍ଜ ସୃଷ୍ଟି ହୋଇପାରେ। ଅଧିକାରୀମାନଙ୍କ ସହିତ ବ୍ୟବହାରରେ ସ˚ଯମ ରଖନ୍ତୁ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଭଲ ରହିବ।

publive-image

କୁମ୍ଭ: ସଫଳତାର ନୂଆ ପାହାଚରେ ପାଦ ରଖିବେ। ଉଚ୍ଚ ଅଧିକାରୀ ଆପଣଙ୍କ ଉପରେ ପ୍ରସନ୍ନ ରହିବେ। ବେପାରରେ ଉନ୍ନତି ହେବ। ରାଜନୀତିରେ ଆର୍ଥିକ ଲାଭ ହେବ।

publive-imageମୀନ: ଆପଣଙ୍କ ସ୍ବଭାବ ଶାନ୍ତ ଓ ବ୍ୟବହାର ମିଷ୍ଟ ରହିବ। ନୂଆ କୌଶଳ ଶିଖିବାକୁ ଚେଷ୍ଟା କରିପାରନ୍ତି। ଲାଗି ରହିଥିବା ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ।