publive-imageମେଷ: ଲୋକ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିବେ। କାରବାରରେ ଉନ୍ନତି ହେବ। ଚାକିରିଜୀବୀଙ୍କର ଭଲ ଜାଗାକୁ ବଦଳି ହେବ। ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ।

Advertisment

publive-imageବୃଷ: ଆପଣଙ୍କର ସବୁ ଅଶାନ୍ତି ଦୂର ହେବ। କୌଣସି ନୂଆ ବ୍ୟବସାୟରେ ପୁଞି ଲଗାଇବା ପାଇଁ ଭାବିବେ। ବେକାରଙ୍କୁ ରୋଜଗାର ମିଳିବାର ସମ୍ଭାବନା। ଘରକୁ କୌଣସି ବନ୍ଧୁ ଆସିପାରନ୍ତି।

publive-imageମିଥୁନ: ପରିବାର ଲୋକଙ୍କ ସହିତ ଅଧିକ ସମୟ ଅତିବାହିତ କରିବେ। ବେପାରରେ ଲାଭ ପାଇବେ। ଯେଉଁମାନେ ରାଜନୀତି କରୁଛନ୍ତି ସେମାନେ ଲୋକମାନଙ୍କ ସହିତ ତାଳମେଳ ବଜାୟ ରଖିବା ଦରକାର।

publive-image

କର୍କଟ: ବେପାରକୁ ନେଇ ମନରେ ନୂଆ ନୂଆ ବିଚାର ଆସିବ। ଜୀବନରେ ସ୍ଥିରତା ବଜାୟ ରହିବ। ଜୀବନସାଥୀ ସହିତ ବାହାରକୁ ବୁଲି ଯାଇପାରନ୍ତି। ଛାତ୍ରମାନେ ଫଳ ଚିନ୍ତା ନକରି ପରିଶ୍ରମ କରନ୍ତୁ।

publive-imageସିଂହ: ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ବେପାରରେ ଅଚାନକ ଧନଲାଭର ସୁଯୋଗ ପାଇବେ। ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢ଼ିବ।

publive-imageକନ୍ୟା: ଅଫିସରେ ଅଧିକ କାମ କରିବେ। ଆୟ ଉତ୍ସରେ ସ୍ଥିରତା ରହିବ। ନୂଆ ଲୋକଙ୍କ ସହିତ ବନ୍ଧୁତା ହେବ। ଘରେ ଲାଗି ରହିଥିବା ବିବାହ ସମସ୍ୟା ସମାଧାନ ହୋଇଯିବ।

publive-imageତୁଳା: କ୍ୟାରିୟରରେ ଉନ୍ନତି ଲାଗି ନୂଆ ମାର୍ଗ ପାଇବେ। କୌଣସି ବନ୍ଧୁର ସମାରୋହରେ ଯୋଗ ଦେବା ପାଇଁ ନିମନ୍ତ୍ରଣ ଆସିପାରେ। ସାମାଜିକ ସ୍ତରରେ ଆପଣଙ୍କର ପ୍ରଭାବ ବଢ଼ିବ। ଛ‌ାତ୍ରଙ୍କ ଲାଗି ଦିନଟି ଭଲ।

publive-imageବିଛା: ଧର୍ମକାର୍ଯ୍ୟରେ ମନ ଲାଗି ରହିବ। ଯୋଜନା ପ୍ରସ୍ତୁତ କରିବା ଲାଗି ଦିନଟି ଭଲ। ବନ୍ଧୁ ସହଯୋଗରେ ସବୁ ଅଶାନ୍ତି ସମାଧାନ ହୋଇଯିବ। ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ।

publive-image
ଧନୁ: ସାମାଜିକ ସ୍ତରରେ ଲୋକଙ୍କୁ ସାହାଯ୍ୟ କରିବେ। ଆପଣଙ୍କ କଂପାନି କୌଣସି ବଡ଼ କଂପାନି ସହିତ ଡ଼ିଲ୍ କରିବ। ସୁସମ୍ବାଦ ପାଇବେ। ସାଥୀଙ୍କ ସହିତ ସିନେମା ଦେଖିବା ପାଇଁ ଯୋଜନା କରିବେ।

publive-image

ମକର: ଘର କାମରେ ସମୟ ଦେବେ। ଅତୀତ ସ୍ମୃତି ତାଜା ହେବ। ବନ୍ଧୁ ସହିତ ମିଶିବା ପାଇଁ ଯୋଜନା ପ୍ରସ୍ତୁତ କରିବେ। ଅଫିସ କାମରେ ଆପଣଙ୍କ ସମ୍ମୁଖକୁ କୌଣସି ନୂଆ ଚାଲେଞ ଆସିବ।‌

publive-image

କୁମ୍ଭ: କୌଣସି ବିଶେଷ ଖବର ପାଇବେ। କୋର୍ଟ କଚେରି ମାମଲାରେ ଜିତିବେ। ଅଫିସରେ ସହକର୍ମୀ ଆପଣଙ୍କର ପ୍ରଶଂସା କରିପାରନ୍ତି। ଆର୍ଥିକ ସ୍ଥିତିରେ ସୁଧାର ହେବ। ପାରିବାରିକ ଜୀବନ ସୁଖକର ହେବ।

publive-image

ମୀନ: ଅଫିସରେ କୌଣସି ମହତ୍ବପୂର୍ଣ୍ଣ କାମ ପାଇବେ। ଧନ ସମ୍ବନ୍ଧିତ ଚିନ୍ତା ଦୂର ହେବ। ପରିବାର ସହିତ ଆନନ୍ଦପୂର୍ବକ ସମୟ ଅତିବାହିତ କରିବେ। ଛାତ୍ରଛାତ୍ରୀ ପରୀକ୍ଷାରେ ବହୁତ ଭଲ କରିବେ।