ଜାଣନ୍ତୁ ଆଜିର ରାଶିଫଳ

ମେଷ: ଦିନଟି ଶୁଭପ୍ରଦ ହେବ। ଅନ୍ୟ ଲୋକଙ୍କ ସାହାଯ୍ୟରେ କାମ ସ˚ପୂର୍ଣ୍ଣ ହେବ। ସମାଜରେ ମାନସମ୍ମାନ ପାଇବେ। ଶୁଭରଙ୍ଗ: ଘିଅ ରଙ୍ଗ। ଶୁଭସ˚ଖ୍ୟା: ୨।

ବୃଷ: ଭବିଷ୍ୟକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ନେବେ। ପୁରୁଣା ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ। ବୈବାହିକ ଜୀବନ ଖୁସିଭରା ରହିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୩।

ମିଥୁନ: ଦିନଟି ଆପଣଙ୍କ ଲାଗି ଅନୁକୂଳ। ବେପାରରେ ଉଚିତ ଲାଭ ମିଳିବ। ପ୍ରେମ ପ୍ରସଙ୍ଗରେ ସବୁ ଭଲ ରହିବ। ଶୁଭରଙ୍ଗ: ସବୁଜ। ଶୁଭସ˚ଖ୍ୟା: ୭।

କର୍କଟ: ଦିନଟି ବ୍ୟସ୍ତତାରେ କଟିବ। କାମରେ ଅଧିକ ପରିଶ୍ରମ କରିବାକୁ ପଡ଼ିବ। କଳା ସାହିତ୍ୟ କ୍ଷେତ୍ରରେ ଆପଣଙ୍କର ସମ୍ମାନ ବଢ଼ିବ। ଶୁଭରଙ୍ଗ: ଲାଲ। ଶୁଭସ˚ଖ୍ୟା: ୫।

ସି˚ହ: ବ୍ୟକ୍ତିତ୍ବକୁ ବିକଶିତ କରିବା ଲାଗି ଦିନଟି ଭଲ। ବିରୋଧୀ ଆପଣଙ୍କ ସମ୍ମୁଖରେ ନତମସ୍ତକ ରହିବେ। ସୁସମ୍ବାଦ ପାଇବେ। ଶୁଭରଙ୍ଗ: କ୍ରୀମ୍‌। ଶୁଭସ˚ଖ୍ୟା: ୩।

କନ୍ୟା: ପେସାରେ ନୂଆ କୀର୍ତ୍ତିମାନ ସ୍ଥାପନ କରିବେ। ଆମଦାନିର ନୂଆ ସ୍ରୋତ ସାମନାକୁ ଆସିବ। ପରିବାରରେ ମତଭେଦ ଦୂର ହେବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୪।

ତୁଳା: ଦିନ ସାରା ଉତ୍ସାହିତ ରହିବେ। ନୂଆ କିଛି ଶିଖିବାର ଅବସର ମିଳିବ। ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବେ। ଶୁଭରଙ୍ଗ: ନୀଳ। ଶୁଭସ˚ଖ୍ୟା: ୨।

ବିଛା: ନିଜ ବିଷୟରେ ବରିଷ୍ଠଙ୍କ ସହ କଥାବାର୍ତ୍ତା ହେବେ। ବେପାରିଙ୍କୁ ଆୟର ନୂଆ ସ୍ରୋତ ମିଳିବ। ଆପଣଙ୍କୁ ସାମାଜିକ କାର୍ଯ୍ୟ କରିବାର ଅବସର ମିଳିବ। ଶୁଭରଙ୍ଗ: ଲାଲ। ଶୁଭସ˚ଖ୍ୟା: ୮।

ଧନୁ: କାର୍ଯ୍ୟ କ୍ଷେତ୍ରରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇପାରେ। ବନ୍ଧୁଙ୍କ ସହ ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୪।

ମକର: କୌଣସି ବଡ଼ କାମ କରିବାରୁ ନିବୃତ୍ତ ରହନ୍ତୁ। ସନ୍ତାନଙ୍କ ସହିତ ବିବାଦ ହୋଇପାରେ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରିବାକୁ ଚେଷ୍ଟା କରନ୍ତୁ। ଶୁଭରଙ୍ଗ: ଲାଲ। ଶୁଭସ˚ଖ୍ୟା: ୫।

କୁମ୍ଭ: ରାଜନୀତିରେ ସମ୍ମାନ ମିଳିପାରେ। କୌଣସି ଅନ୍ୟ ସୂତ୍ରରୁ ଧନଲାଭର ଯୋଗ ରହିଛି। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୪।

ମୀନ: ଆର୍ଥିକ ମାମଲାରେ ଲାଭ ମିଳିବ। ବୈଦେଶିକ ବେପାରରେ ବଡ଼ ସଉଦା କରିବେ। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: ଧୂସର। ଶୁଭସ˚ଖ୍ୟା: ୮।

ସମ୍ବନ୍ଧିତ ଖବର