ଜାଣନ୍ତୁ ଆଜିର ରାଶିଫଳ

ମେଷ: ମାତା-ପିତାଙ୍କ ସହ ଧର୍ମସ୍ଥାନ ଭ୍ରମଣରେ ଯିବେ। ଧନଲାଭର ସୁଯୋଗ ରହିଛି। ଲେଖାପଢ଼ା ପ୍ରତି ଛାତ୍ରଛାତ୍ରୀଙ୍କର ଆଗ୍ରହ ବଢ଼ିବ। ଶୁଭରଙ୍ଗ: ଲାଲ। ଶୁଭସ˚ଖ୍ୟା: ୪।

ବୃଷ: ନିତିଦିନିଆ କାମରେ ବାଧା ଉପୁଜିପାରେ। ବ୍ୟବସାୟ ସମ୍ବନ୍ଧରେ ବନ୍ଧୁଙ୍କ ସହ କଥାବାର୍ତ୍ତା ହେବେ। ଯାନବାହନ ସାବଧାନତାର ସହ ଚଳାନ୍ତୁ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୨।

ମିଥୁନ: ପରିବାରର ସହଯୋଗ ମିଳିବା ହେତୁ ମନ ପ୍ରସନ୍ନ ରହିବ। ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି। ରାଜନୀତିରେ ସଫଳତା ପାଇବେ। ଶୁଭରଙ୍ଗ: ଘିଅ ରଙ୍ଗ। ଶୁଭସ˚ଖ୍ୟା: ୩।

କର୍କଟ: ଭାଗ୍ୟ ଆପଣଙ୍କୁ ସହାୟକ ହେବ। ପେସାରେ ଆଗକୁ ବଢ଼ିବା ଲାଗି ନୂଆ ସୁଯୋଗ ମିଳିବ। ଜୀବନସାଥୀଙ୍କ ସହ ସଂପର୍କ ମଧୁର ହେବ। ଶୁଭରଙ୍ଗ: ନୀଳ। ଶୁଭସ˚ଖ୍ୟା: ୬।

ସି˚ହ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟରେ ଯୋଗଦେବାର ସୁଯୋଗ ମିଳିବ। ବ୍ୟବସାୟରେ ସବୁ ଭଲ ରହିବ। କଳା ସାହିତ୍ୟ କ୍ଷେତ୍ରରେ ଆପଣଙ୍କର ସମ୍ମାନ ବଢ଼ିବ। ଶୁଭରଙ୍ଗ: କ୍ରୀମ୍‌। ଶୁଭସ˚ଖ୍ୟା: ୪।

କନ୍ୟା: ଅଧୁରା କାମ ପୂରା ହେବ। ଭୂସ˚ପତ୍ତି କିଣିବାର ଯୋଗ ରହିଛି। ଦାମ୍ପତ୍ୟ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୪।

ତୁଳା: ଆପଣଙ୍କର ଆତ୍ମବିଶ୍ବାସର ସ୍ତର ଠିକ୍‌ ରହିବ। ପେସାରେ ନୂଆ କୀର୍ତ୍ତିମାନ ସ୍ଥାପନ କରିବେ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ଶୁଭରଙ୍ଗ: ଧୂସର। ଶୁଭସ˚ଖ୍ୟା: ୩।

ବିଛା: ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ସମସ୍ୟାର ସମାଧାନ ଲାଗି ତୁରନ୍ତ ରାସ୍ତା ମିଳିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ୍ ଆଲୋଚନା ହୋଇପାରେ। ଶୁଭରଙ୍ଗ: ଲାଲ। ଶୁଭସ˚ଖ୍ୟା: ୨।

ଧନୁ: ପୂଜକଙ୍କ ଲାଗି ଦିନଟି ଭଲ। ନୂଆ ଘର କିଣିବା ଲାଗି ଯୋଜନା ପ୍ରସ୍ତୁତ କରିବେ। ସାମାଜିକ ସ୍ତରରେ ଲୋକଙ୍କୁ ସାହାଯ୍ୟ କରିବେ। କାମ ପାଇଁ ବିଦେଶ ଯାଇପାରନ୍ତି। ଶୁଭରଙ୍ଗ: ଗୋଲାପୀ। ଶୁଭସ˚ଖ୍ୟା: ୧।

ମକର: ଅଧିକତର ମାମଲାରେ ଆପଣ ବ୍ୟସ୍ତ ରହିବେ। ବ୍ୟବସାୟରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଆଲୋଚନା ହେବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ। ଶୁଭରଙ୍ଗ: ସବୁଜ। ଶୁଭସ˚ଖ୍ୟା: ୫।

କୁମ୍ଭ: ବ୍ୟବସାୟରେ ଆପଣଙ୍କୁ ଭଲ ଲାଭ ମିଳିପାରେ। ଚାକିରିରେ କର୍ତ୍ତୃତ୍ବ ବଢ଼ିବ। ବନ୍ଧୁଙ୍କ ସହିତ ମଧୢାହ୍ନ ଭୋଜନ କରିପାରନ୍ତି। ଶୁଭରଙ୍ଗ: କ୍ରୀମ୍‌। ଶୁଭସ˚ଖ୍ୟା: ୩।

ମୀନ: ଜୀବନସାଥୀଙ୍କ ଠାରୁ ସହଯୋଗ ପାଇବେ। ଯିବାକୁ ଥିବା ଯାତ୍ରା ଲାଭଦାୟକ ହେବ। ବ୍ୟବସାୟ ବୃଦ୍ଧି ଲାଗି ଆପଣଙ୍କୁ ଭଲ ପରାମର୍ଶ ମିଳିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୭।

ସମ୍ବନ୍ଧିତ ଖବର