/sambad/media/post_attachments/wp-content/uploads/2017/11/ms-1.jpg) ମେଷ: ଉଦ୍ୟମରେ ସଫଳତା ପାଇବେ। ଅଫିସ କାମରେ ବଡ଼ ସହରକୁ ଯିବାର ସୁଯୋଗ ଅଛି। ଛାତ୍ରୀମାନେ ଅଧୢୟନ ଶୈଳୀରେ ପରିବର୍ତ୍ତନ କରିବେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୪।
ମେଷ: ଉଦ୍ୟମରେ ସଫଳତା ପାଇବେ। ଅଫିସ କାମରେ ବଡ଼ ସହରକୁ ଯିବାର ସୁଯୋଗ ଅଛି। ଛାତ୍ରୀମାନେ ଅଧୢୟନ ଶୈଳୀରେ ପରିବର୍ତ୍ତନ କରିବେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୪।
/sambad/media/post_attachments/wp-content/uploads/2017/11/brus-290x300.jpg) ବୃଷ: ବ୍ୟବସାୟ ଉପରେ ବିରୋଧୀଙ୍କ ନଜର ରହିବ। ଘରର ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ। ପ୍ରିୟ ବନ୍ଧୁଙ୍କ ସହିତ ମିଶିବା ପାଇଁ ଉତ୍ସାହିତ ହେବେ। ଶୁଭରଙ୍ଗ: ଲାଲ। ଶୁଭସ˚ଖ୍ୟା: ୩।
ବୃଷ: ବ୍ୟବସାୟ ଉପରେ ବିରୋଧୀଙ୍କ ନଜର ରହିବ। ଘରର ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ। ପ୍ରିୟ ବନ୍ଧୁଙ୍କ ସହିତ ମିଶିବା ପାଇଁ ଉତ୍ସାହିତ ହେବେ। ଶୁଭରଙ୍ଗ: ଲାଲ। ଶୁଭସ˚ଖ୍ୟା: ୩।
/sambad/media/post_attachments/wp-content/uploads/2017/11/mithun.jpg) ମିଥୁନ: ସବୁ କାମ ସ˚ପୂର୍ଣ୍ଣ ହେବାର ସମ୍ଭାବନା। ବିରୋଧୀ ଆପଣଙ୍କ ସାମନାରେ ନତମସ୍ତକ ହେବେ। ପ୍ରିୟଜନ ମିଳନ। ଘରର ବାତାବରଣ ଭଲ ରହିବ। ଶୁଭରଙ୍ଗ: କ୍ରୀମ୍। ଶୁଭସ˚ଖ୍ୟା: ୨।
ମିଥୁନ: ସବୁ କାମ ସ˚ପୂର୍ଣ୍ଣ ହେବାର ସମ୍ଭାବନା। ବିରୋଧୀ ଆପଣଙ୍କ ସାମନାରେ ନତମସ୍ତକ ହେବେ। ପ୍ରିୟଜନ ମିଳନ। ଘରର ବାତାବରଣ ଭଲ ରହିବ। ଶୁଭରଙ୍ଗ: କ୍ରୀମ୍। ଶୁଭସ˚ଖ୍ୟା: ୨।
/sambad/media/post_attachments/wp-content/uploads/2017/11/karkat.jpg) କର୍କଟ: ନୂଆ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ। ଅଫିସରେ ପରିବେଶ ବଢ଼ିଆ ରହିବ। ଦାମ୍ପତ୍ୟ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୬।
କର୍କଟ: ନୂଆ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ। ଅଫିସରେ ପରିବେଶ ବଢ଼ିଆ ରହିବ। ଦାମ୍ପତ୍ୟ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୬।
/sambad/media/post_attachments/wp-content/uploads/2017/11/singha.jpg) ସି˚ହ: ଉନ୍ନତିରେ ଆସିଥିବା ବାଧା ଦୂର ହେବ। ଆଇନଜୀବୀଙ୍କ ଲାଗି ଦିନଟି ଲାଭପ୍ରଦ। ସନ୍ତାନଙ୍କ ଉନ୍ନତିରେ ଗୌରବ ଅନୁଭବ କରିବେ। ବେପାରରୁ ଲାଭ ପାଇବେ। ଶୁଭରଙ୍ଗ: ଲାଲ। ଶୁଭସ˚ଖ୍ୟା: ୩।
ସି˚ହ: ଉନ୍ନତିରେ ଆସିଥିବା ବାଧା ଦୂର ହେବ। ଆଇନଜୀବୀଙ୍କ ଲାଗି ଦିନଟି ଲାଭପ୍ରଦ। ସନ୍ତାନଙ୍କ ଉନ୍ନତିରେ ଗୌରବ ଅନୁଭବ କରିବେ। ବେପାରରୁ ଲାଭ ପାଇବେ। ଶୁଭରଙ୍ଗ: ଲାଲ। ଶୁଭସ˚ଖ୍ୟା: ୩।
/sambad/media/post_attachments/wp-content/uploads/2017/11/kanya.jpg) କନ୍ୟା: ଭାଗ୍ୟ ଉପରେ ସ˚ପୂର୍ଣ୍ଣରୂପେ ଭରସା କରନ୍ତୁ ନାହିଁ। ପରିଶ୍ରମ କରନ୍ତୁ; ସୁଫଳ ମିଳିବ। ବେଶି ସମୟ ପରିବାର ଲୋକଙ୍କ ସହିତ କଟିବ। ଶୁଭରଙ୍ଗ: କଫି ରଙ୍ଗ। ଶୁଭସ˚ଖ୍ୟା: ୪।
କନ୍ୟା: ଭାଗ୍ୟ ଉପରେ ସ˚ପୂର୍ଣ୍ଣରୂପେ ଭରସା କରନ୍ତୁ ନାହିଁ। ପରିଶ୍ରମ କରନ୍ତୁ; ସୁଫଳ ମିଳିବ। ବେଶି ସମୟ ପରିବାର ଲୋକଙ୍କ ସହିତ କଟିବ। ଶୁଭରଙ୍ଗ: କଫି ରଙ୍ଗ। ଶୁଭସ˚ଖ୍ୟା: ୪।
/sambad/media/post_attachments/wp-content/uploads/2017/11/tula.jpg) ତୁଳା: ନିଜକୁ ଉତ୍ସାହିତ ଅନୁଭବ କରିବେ। ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୩।
ତୁଳା: ନିଜକୁ ଉତ୍ସାହିତ ଅନୁଭବ କରିବେ। ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୩।
/sambad/media/post_attachments/wp-content/uploads/2017/11/bicha.jpg) ବିଛା: ବ୍ୟାବସାୟିକ କାମରେ ବ୍ୟସ୍ତ ରହିବେ। ଅଚାନକ ଧନପ୍ରାପ୍ତ ହେବ। ସରକାରୀ ଚାକିରିଆଙ୍କୁ ଭଲ ଖବର ମିଳିବ। ଆପଣଙ୍କ ଜୀବନରେ ନୂଆ ପ୍ରେମ ଆରମ୍ଭ ହୋଇପାରେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୭।
ବିଛା: ବ୍ୟାବସାୟିକ କାମରେ ବ୍ୟସ୍ତ ରହିବେ। ଅଚାନକ ଧନପ୍ରାପ୍ତ ହେବ। ସରକାରୀ ଚାକିରିଆଙ୍କୁ ଭଲ ଖବର ମିଳିବ। ଆପଣଙ୍କ ଜୀବନରେ ନୂଆ ପ୍ରେମ ଆରମ୍ଭ ହୋଇପାରେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୭।
/sambad/media/post_attachments/wp-content/uploads/2017/10/dhanu.jpg) ଧନୁ: ଇଷ୍ଟଦେବ ଆପଣଙ୍କ ଉପରେ ପ୍ରସନ୍ନ ଅଛନ୍ତି। ବ୍ୟବହାରରେ ମନ ଜିଣିନେବ। ବ୍ୟବସାୟରେ ଲାଗିଥିବା ପୁଞ୍ଜିରୁ ଯଥେଷ୍ଟ ଲାଭ ହେବ। ଶୁଭରଙ୍ଗ: ମେରୁନ। ଶୁଭସ˚ଖ୍ୟା: ୯।
ଧନୁ: ଇଷ୍ଟଦେବ ଆପଣଙ୍କ ଉପରେ ପ୍ରସନ୍ନ ଅଛନ୍ତି। ବ୍ୟବହାରରେ ମନ ଜିଣିନେବ। ବ୍ୟବସାୟରେ ଲାଗିଥିବା ପୁଞ୍ଜିରୁ ଯଥେଷ୍ଟ ଲାଭ ହେବ। ଶୁଭରଙ୍ଗ: ମେରୁନ। ଶୁଭସ˚ଖ୍ୟା: ୯।
/sambad/media/post_attachments/wp-content/uploads/2017/11/makar.jpg) ମକର: ସମୟ ଜ୍ଞାନ ରଖନ୍ତୁ। ନୂଆ ଆହ୍ବାନର ସାମନା କରିବେ। ପାରିବାରିକ ବିବାଦଠୁଁ ଦୂରେଇ ରହନ୍ତୁ। ଆପଣଙ୍କ ଟଙ୍କାପଇସା କେଉଁଠି ଅଟକିପାରେ। ଶୁଭରଙ୍ଗ: ବାଦାମୀ। ଶୁଭସ˚ଖ୍ୟା: ୬।
ମକର: ସମୟ ଜ୍ଞାନ ରଖନ୍ତୁ। ନୂଆ ଆହ୍ବାନର ସାମନା କରିବେ। ପାରିବାରିକ ବିବାଦଠୁଁ ଦୂରେଇ ରହନ୍ତୁ। ଆପଣଙ୍କ ଟଙ୍କାପଇସା କେଉଁଠି ଅଟକିପାରେ। ଶୁଭରଙ୍ଗ: ବାଦାମୀ। ଶୁଭସ˚ଖ୍ୟା: ୬।
/sambad/media/post_attachments/wp-content/uploads/2017/11/kumbha.jpg) କୁମ୍ଭ: ଚାକିରିଜୀବୀଙ୍କ ଲାଗି ଦିନଟି ଅନୁକୂଳ। ଅତିଶୀଘ୍ର ନୂଆ ଦାୟିତ୍ବ ମିଳିପାରେ। ଆପଣଙ୍କୁ ଶୁଭ ସମାଚାର ମିଳିବାର ସମ୍ଭାବନା ରହିଛି। ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୭।
କୁମ୍ଭ: ଚାକିରିଜୀବୀଙ୍କ ଲାଗି ଦିନଟି ଅନୁକୂଳ। ଅତିଶୀଘ୍ର ନୂଆ ଦାୟିତ୍ବ ମିଳିପାରେ। ଆପଣଙ୍କୁ ଶୁଭ ସମାଚାର ମିଳିବାର ସମ୍ଭାବନା ରହିଛି। ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୭।
/sambad/media/post_attachments/wp-content/uploads/2017/11/mina.jpg) ମୀନ: ଅଧିକ ପରିଶ୍ରମ କଲେ ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ବିଦେଶ ଯିବାର ଯୋଗ ରହିଛି। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ। ଶୁଭରଙ୍ଗ: ଧୂସର। ଶୁଭସ˚ଖ୍ୟା: ୯।
ମୀନ: ଅଧିକ ପରିଶ୍ରମ କଲେ ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ବିଦେଶ ଯିବାର ଯୋଗ ରହିଛି। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ। ଶୁଭରଙ୍ଗ: ଧୂସର। ଶୁଭସ˚ଖ୍ୟା: ୯।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/07/today-rasifal-9.jpg)
