publive-imageମେ‌ଷ: ଅଫିସରେ ଆପଣ ମତ ଦେବାର ସୁଯୋଗ ପାଇବେ। ଅନିୟମିତ ଦିନଚର୍ଯ୍ୟା କାରଣରୁ ଆଳସ୍ୟ ହେବେ। ଭାଇ ଭଉଣୀଙ୍କ ସହଯୋଗ ପାଇବେ। ଛାତ୍ରଛାତ୍ରୀ ଲେଖାପଢ଼ାରେ ମନୋଯୋଗ ଦିଅନ୍ତୁ। ‌

Advertisment

publive-imageବୃଷ: କୌଣସି ନୂଆ କଥା ଆପଣ ଶିଖିବେ। ଲେଖକ ଓ ସାହିତ୍ୟିକଙ୍କ ଲାଗି ଦିନଟି ଭଲ। ପରିଜନଙ୍କ ସହ ଭଲ ସଂପର୍କ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ।

publive-imageମିଥୁନ: କୌଣସି ମହତ୍ବପୂର୍ଣ୍ଣ ଖବର ପାଇବେ। ରାଜନୀତିରେ ପ୍ରତିଷ୍ଠା ବୃଦ୍ଧି ହେବ। ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ପାରିବାରିକ ଜୀବନ ଉତ୍ସବ ମୁଖର ହେବ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

publive-image

କର୍କଟ: ପୂଜାପାଠରେ ସମୟ ବିତିବ। କାମରେ ଆପଣଙ୍କୁ ସଫଳତା ମଳିବ। ବେପାର ସମ୍ବନ୍ଧିତ ବିଷୟରେ ଆପଣଙ୍କୁ ଲାଭ ହେବ। ଜୀବନସାଥୀ ସହ ଲାଗି ରହିଥିବା ମନୋମାଳିନ୍ୟ ଦୂର ହେବ।

publive-imageସିଂହ: ବିବାଦ ଠାରୁ ଦୂରରେ ରୁହନ୍ତୁ। କୌଣସି କଥାରେ ରାଗନ୍ତୁ ନାହିଁ। ପ୍ରଭାବଶାଳୀ ଲୋକଙ୍କ ସହ ସାକ୍ଷାତ ହେବ। ପୁଞି ନବେଶ ସମ୍ବନ୍ଧରେ ନୂଆ ପରାମର୍ଶ ପାଇବେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ।

publive-imageକନ୍ୟା: ଆପଣଙ୍କ ବ୍ୟକ୍ତିତ୍ବରେ ବିକଶିତ ହେବ। ଲୋକମାନଙ୍କ ଇଚ୍ଛା ଜାଣିବାକୁ ଚେଷ୍ଟା କରିବେ। ଜୀବନସାଥୀଙ୍କ ସହଯୋଗରେ କାମ ସଂପୂର୍ଣ୍ଣ ହେବ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ।

publive-imageତୁଳା: ପରିବାରରେ ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତି ହେବ। ଶିକ୍ଷଣୀୟ କାମରେ ମନ ଲାଗିବ। ବଡ଼ଭାଇ ଠାରୁ ଉପହାର ପାଇବେ। ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରହିବ।

publive-imageବିଛା: ନିଜର କାର୍ଯ୍ୟ ଭଲ କରିବା ଲାଗି ପ୍ରୟାସ କରିବେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। କାରବାରରେ ନିକଟ ସଂପର୍କିୟଙ୍କ ଠାରୁ ପରାମର୍ଶ ନିଅନ୍ତୁ। ପ୍ରେମ ସମ୍ବନ୍ଧ ନିବିଡ଼ ହେବ।

publive-image
ଧନୁ: ଭାବିଥିବା କାମ ସଂପୂର୍ଣ୍ଣ ହେବ। ‌ବନ୍ଧୁବର୍ଗର ସହଯୋଗ ପାଇବେ। ଅଚାନକ କୌଣସି ଉତ୍ସରୁ ଧନଲାଭ ହେବ। ବଡ଼ ଅଧିକାରୀଙ୍କ ସହ ସାକ୍ଷାତ ସଫଳ ରହିବ।

publive-image

ମକର: ଅଫିସରେ ଅଧିକ କାମ କରିବା ଯୋଗୁଁ ଘରେ ବିଳମ୍ବରେ ପହଞ୍ଚିବେ। ବନ୍ଧୁ ସହ ବାହାରକୁ ବୁଲି ଯିବାର ଯୋଜନା କରିବେ। ଆପଣଙ୍କୁ ଉପାର୍ଜନର ସୁଯୋଗ ମିଳିବ।

publive-image

କୁମ୍ଭ: ନିଜର ଦାୟିତ୍ବ ଭଲଭାବେ ତୁଲାଇବେ। ଖୁସିୁ ଖବର ପାଇବେ। ପେସାଦାର ବ୍ୟବସାୟୀଙ୍କ ଲାଗି ଧନଲାଭ ଯୋଗ ଅଛି। ଜୀବନସାଥୀ କୌଣସି କାମରେ ସାହାଯ୍ୟ କରିବେ।

publive-image

ମୀନ: ଅଫିସ କାମ ଦୈନନ୍ଦିନ ଅପେକ୍ଷା ଭଲଭାବେ କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ଜୀବନସାଥୀ କୌଣସି କାମ ପାଇଁ ଆପଣଙ୍କର ପ୍ରଶଂସା କରିବେ। ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।