/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ଜୀବନରେ ନୂଆ ଖୁସିର ସଂକେତ ମିଳିପାରେ। ଇଂଜିନିୟରଙ୍କୁ ଶୀଘ୍ର ଲାଭ ମିଳିବ। ଅଧ୍ୟାପକଙ୍କ ଲାଗି ଦିନଟି ଭଲ। ଜୀବନସାଥୀ ସହ ନାଟକ ଦେଖିବାର ଯୋଜନା କରିବେ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ଅଫିସ କାମରେ ବାଧା ଆସିପାରେ। ଭାଗୀଦାରିରେ କରୁଥିବା କାମରୁ ଲାଭ ମିଳିବ। ଆପଣଙ୍କର ବିଶେଷତ୍ବ ଲୋକଙ୍କ ସମ୍ମୁଖକୁ ଆସିବ। ପ୍ରେମ ଜୀବନ ଭଲ ରହିବ।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: ଚେଷ୍ଟାର ସକାରାତ୍ମକ ଫଳ ମିଳିବ। ବ୍ୟବସାୟ କାମରେ ଦୂର ସ୍ଥାନକୁ ଯିବେ। ପ୍ରେମୀଯୁଗଳ ଏକାଠି ସମୟ ଅତିବାହିତ କାଟିବେ। ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ବିଶେଷ କାମ ପ୍ରଥମେ ସଂପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ବିରୋଧୀ ଆପଣଙ୍କ ଠାରୁ ଦୂରତ୍ବ ବଜାୟ ରଖିବେ। ଜୀବନସାଥୀ ଆପଣଙ୍କ ଭାବନାକୁ ବୁଝିବାକୁ ଚେଷ୍ଟା କରିବେ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ଆପଣ ଜରୁରୀ କାମରେ ସଫଳତା ପାଇବେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ଅନ୍ତରଙ୍ଗ ବନ୍ଧୁ ସହ ସିନେମା ଦେଖିବାର ଯୋଜନା କରିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: ଆପଣଙ୍କ ସମ୍ମୁଖକୁ ଭଲ ଅବସର ଆସିବ। ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କୁ ଲାଭ ହେବ। ନୂଆ ପ୍ରକଳ୍ପର ଯୋଜନା ପ୍ରସ୍ତୁତ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: ଜରୁରୀ କାମ ସଂପୂର୍ଣ୍ଣ କରିବାରେ ସଫଳ ହେବେ। ଜୀବନସାଥୀ ସହ ସମ୍ବନ୍ଧ ଭଲ ରହିବ। ନିଜର ମାନ ମର୍ଯ୍ୟାଦା ଉପରେ ଧ୍ୟାନ ରଖନ୍ତୁ। କାରବାରରେ ସ୍ଥିରତା ବଜାୟ ରହିବ।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: ଧୈର୍ଯ୍ୟ ଧରି କାମ କରିବେ। କୌଣସି ଭଲ ଖବର ଶୁଣିବେ। ବନ୍ଧୁ ସହ ବାହାରକୁ ବୁଲି ଯିବାର ଯୋଜନା କରିବେ। ଛାତ୍ର ଭବିଷ୍ୟତ ଲାଗି ଯୋଜନା ତିଆରି କରି ପଢ଼ନ୍ତୁ।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: ଜୀବନକୁ ସୁନ୍ଦର କରିବା ଲାଗି କିଛି ରଚନାତ୍ମକ କରିବେ। ସକାରାତ୍ମକ ଭାବନା ସଫଳତା ପାଇବା ଦିଗରେ ସହାୟକ ହେବ। ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ବଢ଼ିବ।
/sambad/media/post_attachments/wp-content/uploads/2017/11/makar.jpg)
ମକର: ଆପଣଙ୍କର ସବୁ କଷ୍ଟ ଦୂର ହେବ। ବ୍ୟାଙ୍କରେ ଋଣ ସମ୍ବନ୍ଧୀୟ କୌଣସି କାମ ସଂପୂର୍ଣ୍ଣ ହୋଇଯିବ। ବିବାହିତ ନିଜର ସାଥୀ ସହ ଭଲ ସମୟ କାଟିବେ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ଘରେ କୌଣସି ମାମଲାକୁ ନେଇ ବିବାଦ ହୋଇପାରେ। ସମାଜରେ ମାନ ସମ୍ମାନ ବଜାୟ ରଖିବା ଲାଗି ସଂଘର୍ଷ କରିବାକୁ ହେବ। ଲେଖକ ଓ ସାହିତ୍ୟିକଙ୍କ ଲାଗି ଭଲ ଦିନଟିଏ।
ମୀନ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ସମାଜରେ ପ୍ରସିଦ୍ଧି ବଢ଼ିବ। ବ୍ୟବସାୟୀ ଅନ୍ୟମାନଙ୍କୁ ନିଜ ମତରେ ସହମତ କରାଇନେବେ। ପାରିବାରିକ ଜୀବନ ସୁଖକର ହେବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/07/today-rasifal-8.jpg)