ଜାଣନ୍ତୁ ଆଜିର ରାଶିଫଳ

ମେଷ: ଅନ୍ୟମାନଙ୍କ ପରାମର୍ଶ ଆପଣଙ୍କ ଲାଗି ଲାଭପ୍ରଦ ହେବ। ରାଜନୀତିରେ ଆର୍ଥିକ ଲାଭ ହେବ। ବ୍ୟବସାୟ ସମ୍ବନ୍ଧରେ ଭଲ ଖବର ପାଇବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ।

ବୃଷ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ। ସନ୍ତାନ ପକ୍ଷରୁ କୌଣସି ଶୁଭ ଖବର ପାଇବେ। ପାରିବାରିକ ଜୀବନ ସୁଖମୟ ହେବ।

ମିଥୁନ: ଆପଣଙ୍କ ଜୀବନରେ ନୂଆ ପରିବର୍ତ୍ତନର ସମ୍ଭାବନା ଅଛି। ନିଜ ଲକ୍ଷ୍ୟ ସ୍ଥଳ ଆଡ଼କୁ ଅଗ୍ରସର ହେବେ। ଅଫିସରେ କୌଣସି ପୁରସ୍କାର ବା ପ୍ରଶ˚ସା ମିଳିପାରେ।

କର୍କଟ: ଇଷ୍ଟଦେବଙ୍କ ଧୢାନରେ ମନର ସକାରାତ୍ମକ ଶକ୍ତି ସ˚ଚାର ହେବ। ମହତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହେବ। କାମରେ ଏକାଗ୍ରତାରୁ ଆପଣଙ୍କୁ ସଫଳତା ମିଳିବ।

ସି˚ହ: ଧୢାନ ଓ ଯୋଗ ମାଧୢମରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ। ଆପଣ ନିଜ ଲକ୍ଷ୍ୟ ହାସଲ ପାଇଁ ଠୋସ୍‌ ଯୋଜନା କରିବେ।

କନ୍ୟା: ବେପାର ମାମଲାରେ ମନରେ ନୂଆ ବିଚାର ଆସିବ। ଖାସ୍‌ ଲୋକଙ୍କ ସହିତ ମିଶିବା ଲାଭପ୍ରଦ ହୋଇପାରେ। ପରିବାର ଲୋକଙ୍କ ସହିତ ସୁଖଦ ସମ୍ବନ୍ଧ ସ୍ଥାପିତ ହେବ।

ତୁଳା: କୌଣସି କାମ ଆରମ୍ଭ କରିବା ଲାଗି ସମୟ ଭଲ। ମିତ୍ରଙ୍କ ସହଯୋଗ ଓ ସାହାଯ୍ୟ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ହେବ। ବାଣିଜ୍ୟ ଛାତ୍ରଙ୍କୁ ବଢ଼ିଆ ପରିଣାମ ମିଳିବ।

ବିଛା: ଉଚିତ ପରିଶ୍ରମରେ ଆପଣଙ୍କୁ ସଫଳତା ମିଳିବ। ଆର୍ଥିକ ସ୍ଥିତି ମଜଭୁତ ରହିବ। ନୂଆ ଘର ବା ଭୂସ˚ପତ୍ତି କିଣିବା ଲାଗି ଯୋଜନା କରିବେ।

ଧନୁ: ଆପଣଙ୍କୁ କିଛି ନୂଆ ଶିଖିବାର ଅବସର ମିଳିବ। ବ୍ୟବସାୟରେ ପୁରୁଣା ବିବାଦ ସମାପ୍ତ ହେବ। ବନ୍ଧୁ ଓ ଭାଇଙ୍କ ସହଯୋଗ ପାଇବେ। ଘରକୁ ବନ୍ଧୁ ଆସିପାରନ୍ତି।

ମକର: ଜରୁରୀ କାମ ମିତ୍ରଙ୍କ ସହାୟତାରେ ସ˚ପୂର୍ଣ୍ଣ ହେବ। ଷ୍ଟକ୍ ଓ ମିଚ୍ୟୁଆଲ୍‌ଫଣ୍ତରେ ନିବେଶ ଲାଭଦାୟକ ରହିବ। ରାଜନୀତିରେ ମନୋକାମନା ପୂରା ହେବ।

କୁମ୍ଭ: ଦୃଢ଼ ମନୋବଳ ଦ୍ବାରା ଜରୁରୀ କାମରେ ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ପ୍ରସିଦ୍ଧି ବଢ଼ିବ। ପରିବାର ସଦସ୍ୟଙ୍କ ସହିତ ବୁଝାମଣା ବଢ଼ିବ।

ମୀନ: ଆଜି ଆପଣ ଖୁବ୍‌ ମଜା କରିବେ ଓ ଖୁସି ରହିବେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ଉତ୍ତମ ରହିବ। ନୂଆ ବ୍ୟବସାୟ ଲାଗି ଯୋଜନା କରିବେ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ।

ସମ୍ବନ୍ଧିତ ଖବର