publive-imageମେଷ: ସବୁ ସମସ୍ୟାର ସମାଧାନ ହେବ। ଜୀବନର ଆଗକୁ ବଢ଼ିବା ପାଇଁ ରାସ୍ତା ଖୋଲିବ। ଧର୍ମକାର୍ଯ୍ୟ କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ। ଛାତ୍ରଙ୍କ କ୍ୟାରିୟରରେ ନୂଆ ପରିବର୍ତ୍ତନ ହେବ।

Advertisment

publive-imageବୃଷ: ଆପଣଙ୍କର ପାଖ ଲୋକ ଆପଣଙ୍କ ଖୁସିକୁ ଦିଗୁଣା କରିଦେବେ। ବିବାହିତଙ୍କ ଲାଗି ସ୍ଥିତି ଭଲ ରହିବ। ବ୍ୟବସାୟୀଙ୍କୁ ଲାଭ ହେବ। ଆପଣଙ୍କୁ ପଢ଼ିବା କ୍ଷେତ୍ରରେ ଲାଭ ମିଳିବା ଯୋଗ ରହିଛି।

publive-imageମିଥୁନ: କାମର ବୋଝ ବଢ଼ିପାରେ। କାମରେ କିଛି ଲୋକ ସାହାଯ୍ୟ କରିବାକୁ ମନା କରିପାରନ୍ତି। ଘରର ପିଲାମାନଙ୍କ ସହିତ ଖୁସିର ମୁହୂର୍ତ୍ତ ଅତିବାହିତ କରିବେ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ।

publive-image

କର୍କଟ: ମନର କୌଣସି ବଶେ‌ଷ ଆଶା ଆପଣଙ୍କ ଜୀବନସାଥୀ ପୂରା କରିବେ। ବ୍ୟବସାୟ କାମରେ ଅନ୍ୟରାଜ୍ୟକୁ ଯାଇପାରନ୍ତି। ନୂଆ ଲୋକଙ୍କ ସହିତ ମିଶନ୍ତୁ ଜୀବନରେ ପରିବର୍ତ୍ତନ ଆସିବ।

publive-imageସିଂହ: ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କୁ ଧନଲାଭ ହେବ। ଆପଣଙ୍କର କିଛି ନୂଆ ବନ୍ଧୁ ହୋଇପାରନ୍ତି। ଆପଣଙ୍କ କାମରେ ଅଧିକାରୀ ବର୍ଗ ଖୁସି ରହିବେ। ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।

publive-imageକନ୍ୟା: ନୂଆ କାମରେ ଭାଗ୍ୟର ସଂପୂର୍ଣ୍ଣରୂପେ ସହାୟତା ପାଇବେ। ଅଧିକାରୀମାନଙ୍କର ପ୍ରଶଂସା ଆପଣଙ୍କୁ ଉତ୍ସାହ ଦେବ। ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ପ୍ରେମୀ ଯୁଗଳଙ୍କ ଲାଗି ଭଲ ଦିନଟିଏ।

publive-imageତୁଳା: କୌଣସି ନା କୌଣସି ସମସ୍ୟାର ସାମନା କରିବେ। କିଛି ଲୋକ ଆପଣଙ୍କୁ ସାହାଯ୍ୟ କରିବେ। କାରବାରରେ ଅଚାନକ ଧନଲାଭ ହେବ। ଜୀବନସାଥୀ ସହ ସମ୍ବନ୍ଧ ମଜଭୁତ ହେବ।

publive-imageବିଛା: ଆପଣ ସମସ୍ତଙ୍କ ଦୃଷ୍ଟିରେ ଭଲ ହୋଇ ରହିବେ। ଘରୋଇ ସମସ୍ୟାର ସମାଧାନ ବାହାରିବ। ଘରୋଇ ଉଦ୍ୟୋଗରେ ଚାକିରି କରୁଥିବା ଲୋକଙ୍କୁ ନୂଆ ପ୍ରୋଜେକ୍ଟ ମିଳିବ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

publive-image
ଧନୁ: ଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ। କାମ ପ୍ରତି ଆପଣଙ୍କର ଏକାଗ୍ରତା ବଜାୟ ରହିବ। ଡ଼ାକ୍ତରଙ୍କର ଖ୍ୟାତି ସୁଦୂର ପ୍ରସାରୀ ହେବ। ପ୍ରେମୀ ଯୁଗଳ ଜଣେ ଅନ୍ୟଜଣଙ୍କ ସହିତ ସମୟ ଅତିବାହିତ କରିବେ।

publive-image

ମକର: ପୁଞି ବଜାରରେ ନିବେଶ ଲାଗି ଦିନଟି ଭଲ। କୌଣସି ଜରୁରୀ ବିଷୟରେ ପରିବାର ଲୋକଙ୍କ ସହିତ କଥା ହେବେ। ଚାକିରିଜୀବୀଙ୍କୁ ଭଲ ସୁଯୋଗ ମିଳିବ। ଅଳଙ୍କାର ବବସାୟୀଙ୍କୁ ଧନଲାଭ ହେବ।

publive-image

କୁମ୍ଭ: ଯାହା ବି କାମ କରିବେ ନିର୍ଦ୍ଧାରିତ ସମୟ ପୂର୍ବରୁ ସଂପୂର୍ଣ୍ଣ କରିବେ। କୋର୍ଟ କଚେରି ମାମଲା ଠାରୁ ଦୂରରେ ରହନ୍ତୁ। ଅବିବାହିତଙ୍କର ବିବାହ ଲାଗି ଭଲ ପ୍ରସ୍ତାବ ଆସିବ। ଛାତ୍ରଙ୍କର ଲେଖାପଢ଼ାରେ ମନ ଲାଗିବ।

publive-image

ମୀନ: ଚକିରିଜୀବୀଙ୍କୁ ଉନ୍ନତିର ଅବସର ମିଳିବ। କାରବାରରେ ଲାଗି ରହିଥିବା ସମସ୍ୟାର ନିବାରଣ ହେବ। ଲେଖକଙ୍କ ଲାଗି ଭଲ ଦିନଟିଏ। ଛାତ୍ରଙ୍କୁ ଶିକ୍ଷକଙ୍କ ପୂରା ସହଯୋଗ ମିଳିବ।