ଜାଣନ୍ତୁ ଆଜିର ରାଶିଫଳ

ମେଷ: ସାମାଜିକ କାର୍ୟ୍ୟରେ ସମୟ ଦେବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ହେବ। ଚାକିରିଜୀବୀଙ୍କ ଲାଗି ଭଲ ସୁଯୋଗ ଆସିବ।

ବୃଷ: କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ସମାଜରେ ପ୍ରସିଦ୍ଧି ବଢ଼ିବ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। ସନ୍ତାନଙ୍କ ପକ୍ଷରୁ ଖୁସି ଖବର ପାଇବେ।

ମିଥୁନ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। ଚାକିରିରେ ସଫଳତା ପାଇବେ।

କର୍କଟ: ଅର୍ଥ ମାମଲାରେ ତରବରିଆ ନିଷ୍ପତ୍ତି ନିଅନ୍ତୁ ନାହିଁ। ଅନ୍ୟମାନଙ୍କ ସହିତ ଭଲ ବ୍ୟବହାର କରନ୍ତୁ। ଦାମ୍ପତ୍ୟ ସମ୍ବନ୍ଧରେ ସୁଖ ବୃଦ୍ଧି ହେବ।

ସି˚ହ: ପୁରୁଣା ବିବାଦର ସମାଧାନ ହୋଇଯିବ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। ପ୍ରେମ ସ˚ପର୍କିତ କୌଣସି ମନୋକାମନା ପୂରଣ ହେବ।

କନ୍ୟା: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଅଫିସରେ ସହକର୍ମୀଙ୍କ ସହିତ ଘନିଷ୍ଠତା ବଢ଼ିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ।

ତୁଳା: ଅସହାୟଙ୍କୁ ସାହାଯ୍ୟ କରିବେ। ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ଚାକିରିଜୀବୀଙ୍କୁ କାମରେ ସଫଳତା ମିଳିବ। ପାରିବାରିକ ଜୀବନ ସୁଖମୟ ହେବ।

ବିଛା: ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ। ସ˚ପର୍କୀୟ ଆପଣଙ୍କୁ ଧାର ମାଗି ପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।

ଧନୁ: ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ। ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ। ଅଫିସରେ ଅନୁକୂଳ ବାତାବରଣ ରହିବ।

ମକର: ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ଯୋଗ ରହିଛି। ପ୍ରେମ ପ୍ରସଙ୍ଗରେ ଖୁବ୍‌ ଆନନ୍ଦ ପାଇବେ।

କୁମ୍ଭ: ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ଅର୍ଡର୍ ମିଳିବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ନିବିଡ଼ ହେବ।

ମୀନ: ଅଭିଜ୍ଞଙ୍କ ପରାମର୍ଶ ନେଇ ପୁଞ୍ଜି ବଜାରରେ ନିବେଶ କରନ୍ତୁ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ। ବନ୍ଧୁଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ଉତ୍ତମ ହେବ।

ସମ୍ବନ୍ଧିତ ଖବର