/sambad/media/post_attachments/wp-content/uploads/2017/11/ms-1.jpg) ମେଷ: ଆପଣଙ୍କ ଊର୍ଜାର ସ୍ତର ବୃଦ୍ଧି ହେବ। ଆପଣଙ୍କର କୌଣସି ମିତ୍ରଙ୍କୁ ସାହାଯ୍ୟ କରିବାର ଅବସର ମିଳିବ। ଅଫିସରେ ନିଜର ଦାୟିତ୍ବକୁ ଭଲଭାବେ ନିର୍ବାହ କରିବେ। ବିଦ୍ୟାର୍ଥୀଙ୍କୁ ପରିଶ୍ରମର ସୁଫଳ ମିଳିବ। ଶୁଭରଙ୍ଗ: କଫି। ଆରାଧନା: ଶ୍ରୀଗଣେଶ।
ମେଷ: ଆପଣଙ୍କ ଊର୍ଜାର ସ୍ତର ବୃଦ୍ଧି ହେବ। ଆପଣଙ୍କର କୌଣସି ମିତ୍ରଙ୍କୁ ସାହାଯ୍ୟ କରିବାର ଅବସର ମିଳିବ। ଅଫିସରେ ନିଜର ଦାୟିତ୍ବକୁ ଭଲଭାବେ ନିର୍ବାହ କରିବେ। ବିଦ୍ୟାର୍ଥୀଙ୍କୁ ପରିଶ୍ରମର ସୁଫଳ ମିଳିବ। ଶୁଭରଙ୍ଗ: କଫି। ଆରାଧନା: ଶ୍ରୀଗଣେଶ।
/sambad/media/post_attachments/wp-content/uploads/2017/11/brus-290x300.jpg) ବୃଷ: ପୁରୁଣା କଥାକୁ ନେଇ ଆପଣ ଟିକେ ଚିନ୍ତାରେ ରହିପାରନ୍ତି। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ। ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ପ୍ରେମ ଆଳାପ ପାଇଁ ଭଲ ଦିନଟିଏ। ଶୁଭରଙ୍ଗ: ଧଳା। ଆରାଧନା: ସନ୍ତୋଷୀମାତା।
ବୃଷ: ପୁରୁଣା କଥାକୁ ନେଇ ଆପଣ ଟିକେ ଚିନ୍ତାରେ ରହିପାରନ୍ତି। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ। ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ପ୍ରେମ ଆଳାପ ପାଇଁ ଭଲ ଦିନଟିଏ। ଶୁଭରଙ୍ଗ: ଧଳା। ଆରାଧନା: ସନ୍ତୋଷୀମାତା।
/sambad/media/post_attachments/wp-content/uploads/2017/11/mithun.jpg) ମିଥୁନ: ଆପଣଙ୍କ କ୍ୟାରିୟର ଲାଗି ଭଲ ଦିନଟିଏ। ନୂଆ ଲୋକଙ୍କ ସାକ୍ଷାତ୍ ଆଲୋଚନାରେ ବଡ଼ ଫାଇଦା ହେବ। ନୂଆ କାମର ଯୋଜନା କରିପାରନ୍ତି। ଜୀବନସାଥୀଙ୍କ ସହିତ ସଂପର୍କ ମଜଭୁତ ହେବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।
ମିଥୁନ: ଆପଣଙ୍କ କ୍ୟାରିୟର ଲାଗି ଭଲ ଦିନଟିଏ। ନୂଆ ଲୋକଙ୍କ ସାକ୍ଷାତ୍ ଆଲୋଚନାରେ ବଡ଼ ଫାଇଦା ହେବ। ନୂଆ କାମର ଯୋଜନା କରିପାରନ୍ତି। ଜୀବନସାଥୀଙ୍କ ସହିତ ସଂପର୍କ ମଜଭୁତ ହେବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।
/sambad/media/post_attachments/wp-content/uploads/2017/11/karkat.jpg) କର୍କଟ: ଆପଣଙ୍କ ମନୋବଳରେ ଆପଣଙ୍କୁ ସଫଳତା ମିଳିବ। ଅଫିସର ମାହୋଲ, କାମର ଗତିକୁ ଦ୍ରୁତ କରାଇବ। କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହେବ। ଜୀବନସାଥୀଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।
କର୍କଟ: ଆପଣଙ୍କ ମନୋବଳରେ ଆପଣଙ୍କୁ ସଫଳତା ମିଳିବ। ଅଫିସର ମାହୋଲ, କାମର ଗତିକୁ ଦ୍ରୁତ କରାଇବ। କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହେବ। ଜୀବନସାଥୀଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।
/sambad/media/post_attachments/wp-content/uploads/2017/11/singha.jpg) ସି˚ହ: ଧର୍ମକର୍ମ କରନ୍ତୁ, ଆପଣଙ୍କୁ ଲାଭ ମିଳିବ। ପରିବାରରେ ଲାଗି ରହିଥିବା ଅଶାନ୍ତି ଦୂର ହୋଇଯିବ। କୌଣସି ରଚନାତ୍ମକ କାମରୁ ଧନଲାଭ ହୋଇପାରେ। ଅଫିସରେ ସହକର୍ମୀଙ୍କ ପୂରା ସହଯୋଗ ପାଇବେ। ଶୁଭରଙ୍ଗ: କଫି। ଆରାଧନା: ମାଆ ଅମ୍ବିକା।
ସି˚ହ: ଧର୍ମକର୍ମ କରନ୍ତୁ, ଆପଣଙ୍କୁ ଲାଭ ମିଳିବ। ପରିବାରରେ ଲାଗି ରହିଥିବା ଅଶାନ୍ତି ଦୂର ହୋଇଯିବ। କୌଣସି ରଚନାତ୍ମକ କାମରୁ ଧନଲାଭ ହୋଇପାରେ। ଅଫିସରେ ସହକର୍ମୀଙ୍କ ପୂରା ସହଯୋଗ ପାଇବେ। ଶୁଭରଙ୍ଗ: କଫି। ଆରାଧନା: ମାଆ ଅମ୍ବିକା।
/sambad/media/post_attachments/wp-content/uploads/2017/11/kanya.jpg) କନ୍ୟା: ଆଜି ସବୁ କିଛି ଠିକ୍ଠାକ୍ ରହିବ। ଭାଗୀଦାରିଙ୍କ ସଙ୍ଗରେ ରହି କାମ କରିବାରେ ସକ୍ଷମ ହେବେ। ଅଚାନକ ଧନପ୍ରାପ୍ତି ହେବ। ମହିଳାମାନଙ୍କର ଗଳ୍ପ କବିତା ଆଦିରେ ରୁଚି ବଢ଼ିବ। ପ୍ରେମରେ ଆପଣଙ୍କୁ ସଫଳତା ମିଳିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ସରସ୍ବତୀ।
କନ୍ୟା: ଆଜି ସବୁ କିଛି ଠିକ୍ଠାକ୍ ରହିବ। ଭାଗୀଦାରିଙ୍କ ସଙ୍ଗରେ ରହି କାମ କରିବାରେ ସକ୍ଷମ ହେବେ। ଅଚାନକ ଧନପ୍ରାପ୍ତି ହେବ। ମହିଳାମାନଙ୍କର ଗଳ୍ପ କବିତା ଆଦିରେ ରୁଚି ବଢ଼ିବ। ପ୍ରେମରେ ଆପଣଙ୍କୁ ସଫଳତା ମିଳିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ସରସ୍ବତୀ।
/sambad/media/post_attachments/wp-content/uploads/2017/11/tula.jpg) ତୁଳା: ଆପଣଙ୍କ ଜୀବନରେ ନୂଆ ପରିବର୍ତ୍ତନ ହେବ। ଭାବି ଥିବା ସବୁ କାମ ପୂରା ହୋଇଯିବ। ଲୋକମାନଙ୍କର ବିଶ୍ବାସ ଆପଣଙ୍କ ଉପରେ ରହିବ। ଲେଖକଙ୍କ ଲାଗି ଦିନଟି ବିଶେଷ ରହିବ। ସନ୍ତାନଙ୍କ ପକ୍ଷରୁ ଶୁଭ ଖବର ପାଇବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ଶ୍ରୀଗଣେଶ।
ତୁଳା: ଆପଣଙ୍କ ଜୀବନରେ ନୂଆ ପରିବର୍ତ୍ତନ ହେବ। ଭାବି ଥିବା ସବୁ କାମ ପୂରା ହୋଇଯିବ। ଲୋକମାନଙ୍କର ବିଶ୍ବାସ ଆପଣଙ୍କ ଉପରେ ରହିବ। ଲେଖକଙ୍କ ଲାଗି ଦିନଟି ବିଶେଷ ରହିବ। ସନ୍ତାନଙ୍କ ପକ୍ଷରୁ ଶୁଭ ଖବର ପାଇବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ଶ୍ରୀଗଣେଶ।
/sambad/media/post_attachments/wp-content/uploads/2017/11/bicha.jpg) ବିଛା: ପୂଜାପାଠରେ ଅଧିକ ସମୟ ବିତିବ। କୌଣସି ବ୍ୟକ୍ତି ଆପଣଙ୍କ ଲାଗି ସହାୟତାକାରୀ ସାବ୍ୟସ୍ତ ହେବେ। ବେପାରିଙ୍କୁ ଅଚାନକ ଧନଲାଭ ହେବ। ଅଫିସ କାମରେ ସହର ବାହାରକୁ ଯିବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମହାଲକ୍ଷ୍ମୀ।
ବିଛା: ପୂଜାପାଠରେ ଅଧିକ ସମୟ ବିତିବ। କୌଣସି ବ୍ୟକ୍ତି ଆପଣଙ୍କ ଲାଗି ସହାୟତାକାରୀ ସାବ୍ୟସ୍ତ ହେବେ। ବେପାରିଙ୍କୁ ଅଚାନକ ଧନଲାଭ ହେବ। ଅଫିସ କାମରେ ସହର ବାହାରକୁ ଯିବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମହାଲକ୍ଷ୍ମୀ।
/sambad/media/post_attachments/wp-content/uploads/2017/10/dhanu.jpg) ଧନୁ: ଏକାକୀପଣରୁ ଦୂରେଇ ରହିବା ଲାଗି କାମରେ ବ୍ୟସ୍ତ ରହନ୍ତୁ। ନିଜର ମିତ୍ରଙ୍କ ଠାରୁ ଖୁସି ଖବର ପାଇବେ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହେବ। ବେପାରରେ ଉନ୍ନତି ହେବ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ। ଶୁଭରଙ୍ଗ: କ୍ରୀମ୍। ଆରାଧନା: ସୂର୍ଯ୍ୟଦେବ।
ଧନୁ: ଏକାକୀପଣରୁ ଦୂରେଇ ରହିବା ଲାଗି କାମରେ ବ୍ୟସ୍ତ ରହନ୍ତୁ। ନିଜର ମିତ୍ରଙ୍କ ଠାରୁ ଖୁସି ଖବର ପାଇବେ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହେବ। ବେପାରରେ ଉନ୍ନତି ହେବ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ। ଶୁଭରଙ୍ଗ: କ୍ରୀମ୍। ଆରାଧନା: ସୂର୍ଯ୍ୟଦେବ।
/sambad/media/post_attachments/wp-content/uploads/2017/11/makar.jpg) ମକର: ଆପଣଙ୍କ ଜୀବନଶୈଳୀ ଲାଗି ଦିନଟି ବଢ଼ିଆ ରହିବ। ବ୍ୟବସାୟରେ ନୂଆ ସଉଦା କରିବାର ସୁଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ରାଜ୍ୟ ବାହାରକୁ ଯାତ୍ରାରେ ଯିବେ। ଦାଂପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।
ମକର: ଆପଣଙ୍କ ଜୀବନଶୈଳୀ ଲାଗି ଦିନଟି ବଢ଼ିଆ ରହିବ। ବ୍ୟବସାୟରେ ନୂଆ ସଉଦା କରିବାର ସୁଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ରାଜ୍ୟ ବାହାରକୁ ଯାତ୍ରାରେ ଯିବେ। ଦାଂପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ଆପଣଙ୍କ ନମ୍ର ସ୍ବଭାବ ପାଇଁ ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହେବେ। ସରକାରୀ ନେଣେଦେଣରୁ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। କୋର୍ଟ କଚେରି ମାମଲାରେ ଆପଣଙ୍କର ବିଜୟ ହେବ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। ଶୁଭରଙ୍ଗ: ଲାଲ। ଆରାଧନା: ମହାଲକ୍ଷ୍ମୀ।
/sambad/media/post_attachments/wp-content/uploads/2017/11/mina.jpg) ମୀନ: ଆପଣ ଖୋଦ୍କୁ ସୁସ୍ଥ ଓ ସତେଜ ଅନୁଭବ କରିବେ। ବ୍ୟବସାୟରେ ନୂଆ ସଉଦା କରିବାର ସୁଯୋଗ ମିଳିବ। ଚାକିରିଆଙ୍କୁ ଲାଭ ମିଳିବାର ସମ୍ଭାବନା ରହିଛି। ଛାତ୍ରଙ୍କୁ ବଢ଼ିଆ ପରିଣାମ ମିଳିବ। ଆପଣଙ୍କର ଦାଂପତ୍ୟ ଜୀବନ ମଧୁର ବଜାୟ ରହିବ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ଗାୟତ୍ରୀ।
ମୀନ: ଆପଣ ଖୋଦ୍କୁ ସୁସ୍ଥ ଓ ସତେଜ ଅନୁଭବ କରିବେ। ବ୍ୟବସାୟରେ ନୂଆ ସଉଦା କରିବାର ସୁଯୋଗ ମିଳିବ। ଚାକିରିଆଙ୍କୁ ଲାଭ ମିଳିବାର ସମ୍ଭାବନା ରହିଛି। ଛାତ୍ରଙ୍କୁ ବଢ଼ିଆ ପରିଣାମ ମିଳିବ। ଆପଣଙ୍କର ଦାଂପତ୍ୟ ଜୀବନ ମଧୁର ବଜାୟ ରହିବ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ଗାୟତ୍ରୀ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/07/today-rasifal-6.jpg)
