ଜାଣନ୍ତୁ ଆଜିର ରାଶିଫଳ

ମେଷ: ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ସ˚ପୂର୍ଣ୍ଣ ହେବ। ଖୁସି ଖବର ପାଇବେ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ଭେଟ ହେବ। ସମାଜରେ ମାନ ସମ୍ମାନ ପାଇବେ।

 

ବୃଷ: ଇଷ୍ଟଦେବଙ୍କ ଆରାଧନା କରନ୍ତୁ, ଲାଭ ହେବ। ଲୋକମାନଙ୍କୁ ନିଜ ଯୋଜନାରେ ସହମତ କରାଇନେବେ। ଛାତ୍ରୀଙ୍କୁ ସହପାଠୀଙ୍କ ସହଯୋଗ ମିଳିବ।

 

ମିଥୁନ: ନିଜ ଉପରେ ବିଶ୍ବାସ ରଖନ୍ତୁ। ଆଇନ ମାମଲା ଆପଣଙ୍କ ପକ୍ଷରେ ହେବ। ରାଜନୀତିରେ ବଡ଼ ଦାୟିତ୍ବ ମିଳିପାରେ। ଦାମ୍ପତ୍ୟ ଜୀବନରେ ସହଯୋଗ ବଢ଼ିବ।

 

କର୍କଟ: ନୂତନ ସ୍ଥାନରେ ବ୍ୟବସାୟ ପାଇଁ ସୁଯୋଗ ମିଳିବ। ଶିକ୍ଷା ଓ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ। ଘରେ ସୁଖ-ସମୃଦ୍ଧି ବୃଦ୍ଧି ହେବ। ସ୍ବାସ୍ଥ୍ୟରେ ସୁଧାର ହେବ।

 

ସି˚ହ: ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ। ପ୍ରତିକୂଳ ପରିସ୍ଥିତିରେ ମୁକାବିଲା କରିବାର ସକ୍ଷମ ହେବେ। ଆର୍ଥିକ ଲାଭର ଯୋଗ ରହିଛି।

 

 

କନ୍ୟା: ବ୍ୟବସାୟ ବୃଦ୍ଧି ଲାଗି ମନର ବିଚାର ସଫଳ ରୂପ ନେବ। ଇ˚ଜିନିୟରଙ୍କୁ ଭଲ ଚାକିରି ସୁଯୋଗ ମିଳିପାରେ। ଠକାମୀର ଶିକାର ହୋଇପାରନ୍ତି।

 

ତୁଳା: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ଚାକିରିଜୀବୀଙ୍କୁ ବିଶେଷ ସଫଳତା ହାସଲ ହେବ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ।

 

 

ବିଛା: ବନ୍ଧୁଙ୍କ ମାଧୢମରେ କିଛି ଆଶା ପୂରଣ ହେବ। ଲେଖିବା କାର୍ଯ୍ୟରେ ରୁଚି ରହିବ। ବ୍ୟବସାୟରେ ଆଗକୁ ବଢ଼ିବେ। ଚାକିରିଜୀବୀଙ୍କୁ ଖୁସି ଖବର ମିଳିବ।

 

ଧନୁ: କାମ ସମ୍ପର୍କିତ ଫଇସଲା ନେଇ ସନ୍ତୁଷ୍ଟ ହେବେ। ଉଚ୍ଚ ଅଧିକାରୀ ଆପଣଙ୍କୁ ନୂଆ ଦାୟିତ୍ବ ଅର୍ପଣ କରିବେ। ପରିବାରରେ ସୁଖ ଶାନ୍ତି ବୃଦ୍ଧି ହେବ।

 

ମକର: ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଉନ୍ନତି ପଥରେ ଲାଗି ରହିଥିବା ବାଧା ଦୂର ହେବ। ବେପାରରେ ଲାଭ ହେବ। ଘରୋଇ ଖର୍ଚ୍ଚ ବଢ଼ିପାରେ।

 

 

କୁମ୍ଭ: ଅଫିସରେ ସହଯୋଗୀଙ୍କ ପ୍ରଶଂସା ପାଇବେ। କାରବାରରେ ପୁଞ୍ଜି ନିବେଶ କରିବେ। ରାଜନୀତିରେ ଲାଭ ମିଳିବାର ସ୍ଥିତି ସୃଷ୍ଟି ହେବ।

 

 

ମୀନ: ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ। ଆଜି ଯାହା ବି କାମ କରିବେ, ସଫଳତା ପାଇବେ। ବାଣିଜ୍ୟ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

ସମ୍ବନ୍ଧିତ ଖବର

Comments are closed.