/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ଦିନଟି ଆପଣଙ୍କ ଲାଗି ଉତ୍ତମ। ଆର୍ଥିକ କ୍ଷେତ୍ରରେ ସ୍ଥିରତା ବଜାୟ ରହିବ। ଦାମ୍ପତ୍ୟ ଜୀବନରେ ଖୁସି ଆସିବ। ପ୍ରତିଯୋଗିତାମୂଳକ ପରୀକ୍ଷା ନେଇ ଶୁଭ ଖବର ପାଇବେ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ଲୋକମାନଙ୍କୁ ନିଜ ଯୋଜନାରେ ସହମତ କରାଇନେବେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ବହୁତ ଭଲ। ମାତାପିତା ଆପଣଙ୍କୁ କୌଣସି ଉପହାର ଦେବେ।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: ବିଶେଷ କାମ କରିବା ଲାଗି ଦିନଟି ଭଲ। ଅଫିସରେ କିଛି ଲୋକଙ୍କର ସାହାଯ୍ୟ ପାଇବେ। କାମରେ ଅଧିକ ସମୟ ଲାଗିପାରେ। ଛାତ୍ରଛାତ୍ରୀ ଲେଖାପଢ଼ାରେ ମନୋଯୋଗ ଦିଅନ୍ତୁ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ପୂର୍ବ କଥାକୁ ନେଇ ଦ୍ବନ୍ଦ୍ବରେ ରହିବେ। କୋର୍ଟ କଚେରି ମାମଲାରେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ। ଅର୍ଥ ସମ୍ବନ୍ଧରେ ବଡ଼ ନିଷ୍ପତ୍ତି ଭାବିଚିନ୍ତି ନିଅନ୍ତୁ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ବୁଲାବୁଲିରେ ସମୟ ବିତିବ। ବ୍ୟବସାୟୀ ବର୍ଗଙ୍କୁ ଅଚାନକ ଧନଲାଭ ହେବ। ଆପଣଙ୍କ କାମରେ ଜୀବନସାଥୀ ଖୁସି ରହିବେ। କମ୍ପାନି ଚାକିରିଆଙ୍କୁ ନୂଆ ପ୍ରକଳ୍ପ ମିଳିବ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: କାହାରି ଠାରୁ ଆଶାଠୁଁ ଅଧିକ ଲାଭ ମିଳିବ। ଚାକିରି ଖୋଜୁଥିବା ବ୍ୟକ୍ତି ବଡ଼ ଉଦ୍ୟୋଗରେ ସୁଯୋଗ ପାଇବେ। ବିଜ୍ଞାନ ଛାତ୍ର କିଛି ନୂଆ ଶିକ୍ଷାଲାଭ କରିବେ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: ବକେୟା ଅର୍ଥ ପାଇବେ। ଅଜଣା ଲୋକଙ୍କ ପ୍ରତି ସାବଧାନ ରୁହନ୍ତୁ। ଅଫିସରେ କାମର ବୋଝ ଅଧିକ ହେବ। ସୁସମ୍ବାଦ ପାଇବେ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଭଲ।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: ବନ୍ଧୁଙ୍କ ପରାମର୍ଶ ଆପଣଙ୍କର ବହୁତ କାମରେ ଆସିବ। ଦୀର୍ଘ ଦିନର ସ୍ଥଗିତ କାମ ସଂପୂର୍ଣ୍ଣ ହୋଇଯିବ। ସମାରୋହରେ ସାମିଲ ହେବାର ସୁଯୋଗ ପାଇବେ।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: ବ୍ୟକ୍ତିତ୍ବକୁ ବିକଶିତ କରିବା ଲାଗି ଦିନଟି ଭଲ। ସାଥିରେ କାମ କରୁଥିବା ଲୋକଙ୍କର ସାହାଯ୍ୟ ପାଇବେ। ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ।
/sambad/media/post_attachments/wp-content/uploads/2017/11/makar.jpg)
ମକର: ଦିନଟି ପୂର୍ବ ଅପେକ୍ଷା ଭଲ ରହିବ। ନିଜ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରିବେ। ଆପଣଙ୍କ ବ୍ୟବହାରରେ ପ୍ରତ୍ୟେକ ବ୍ୟକ୍ତି ପ୍ରଭାବିତ ହେବେ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ଆପଣଙ୍କୁ ଆର୍ଥିକ ଲାଭ ମିଳିବ। ଶାରୀରିକ ଦୃଷ୍ଟିରୁ ସୁସ୍ଥ ଅନୁଭବ କରିବେ। ଉଜ୍ଜ୍ବଳ ଭବିଷ୍ୟତ ଲାଗି ନୂଆ ପଦକ୍ଷେପ ନେବେ। ଓକିଲଙ୍କର ସମାଜରେ ପ୍ରସିଦ୍ଧି ବଢ଼ିବ।
ମୀନ: ଇଂଜିନିୟରଙ୍କ ଲାଗି ଦିନଟି ଲାଭପ୍ରଦ। ପରିଶ୍ରମ ବଳରେ କାର୍ଯ୍ୟରେ ସଫଳତା ପାଇବେ। ବିବାଦଠୁଁ ଦୂରରେ ରୁହନ୍ତୁ। ପାରିବାରିକ କାର୍ଯ୍ୟ ପାଇଁ ଆପଣ ଅଧିକ ଯାଆସ କରିବେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/07/today-rasifal-8.jpg)