ମେଷ: ପୂଜାପାଠରେ ସମୟ ବିତିବ। ଆପଣଙ୍କ ମନରେ କୌଣସି ଆଶା ଉତ୍ପନ୍ନ ହେବ। ବ୍ୟବସାୟ କାମରେ ରାଜ୍ୟ ବାହାରକୁ ଯାଇପାରନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp
ବୃଷ: ପୂର୍ବ କଥାକୁ ନେଇ ଚିନ୍ତିତ ରହିପାରନ୍ତି। କୌଣସି ଜିନିଷ କିଣିବାରେ ବିଳମ୍ବ ହୋଇପାରେ। କର୍ମଜୀବୀ ମହିଳାଙ୍କ ଲାଗି ଭଲ ଦିନଟିଏ। ବିଲ୍ଡର୍ସଙ୍କୁ ଅଚାନକ ଧନଲାଭ ହେବ।
ମିଥୁନ: ଠିକ୍ ଦିଗରେ କାମ କରି ଅଧିକାଂଶ ସମସ୍ୟାର ସମାଧାନ କରିନେବେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ଭଲ ହେବ। ପିଲାମାନଙ୍କ ସହିତ ସହରକୁ ଜିନିଷ କିଣିବାକୁ ଯିବେ।
କର୍କଟ: ନୂଆ ଲକ୍ଷ୍ୟ ନିର୍ଦ୍ଧାରିତ କରିବା ଲାଗି ଦିନଟି ଶୁଭ। ଜୀବନସାଥୀଙ୍କ ସହିତ ଧାର୍ମିକ କାମରେ ମନୋଯୋଗ ଦେବେ। ବ୍ୟବସାୟରେ ଆଶାଜନକ ଲାଭ ପାଇବେ।
ସି˚ହ: ଆପଣଙ୍କ ଦୃଷ୍ଟିକୋଣ ପ୍ରଗତିଶୀଳ ରହିବ। ବ୍ୟବସାୟରେ ଲାଗିଥିବା ପୁଞ୍ଜିରୁ ଲାଭ ପାଇବେ। ପ୍ରେମୀଯୁଗଳ ପରସ୍ପରଙ୍କୁ ହୃଦୟର କଥା କହିବେ।
କନ୍ୟା: ମାତାପିତାଙ୍କ ଆଶୀର୍ବାଦରୁ ନିଜ କାମରେ ସଫଳ ହେବେ। ପାରିବାରିକ ବନ୍ଧୁଙ୍କ ସହିତ ସାକ୍ଷାତ ହେବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରା ହେବ।
ତୁଳା: କ୍ୟାରିୟରକୁ ନେଇ କୌଣସି ବଡ଼ ନିଷ୍ପତ୍ତି ନେଇ ପାରନ୍ତି। ପାଖ ଲୋକଙ୍କ ମାଧୢମରେ ଲାଭ ପାଇବେ। ରାଜନୀତଜ୍ଞଙ୍କ ଲାଗି ଭଲ ଦିନଟିଏ।
ବିଛା: ନିଜର ପରିସର ବୃଦ୍ଧି ପାଇଁ ଯଥାସମ୍ଭବ ପ୍ରୟାସ କରିବେ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପୁରୁଣା ବନ୍ଧୁ ସହିତ ସାକ୍ଷାତ ହେବ। ଛାତ୍ର ଭଲ ଖବର ଶୁଣିବେ।
ଧନୁ: ବ୍ୟବସାୟରେ ସବୁକିଛି ଭଲ ହେବ। ଚାକିରିରେ କର୍ତ୍ତୃତ୍ବ ବଢ଼ିବ। ବିବାହିତଙ୍କ ଲାଗି ସ୍ଥିତି ଭଲ ରହିବ। ଆପଣଙ୍କ ଜୀବନରେ ମଧୁର ସ˚ପର୍କ ଆରମ୍ଭ ହେବ।
ମକର: ପରିବାର ଲୋକଙ୍କ ସହିତ ଜୀବନ ଆନନ୍ଦମୟ ହେବ। ଶତ୍ରୁ ପକ୍ଷ ଆପଣଙ୍କ ଠାରୁ ଦୂରରେ ରହିବେ। ବ୍ୟବସାୟରେ କିଛି ପରିବର୍ତ୍ତନ ଆଣିବା ଲାଗି ଭାବିବେ।
କୁମ୍ଭ: ଆପଣଙ୍କ ମନ ଧର୍ମ କାର୍ଯ୍ୟରେ ଲାଗି ରହିବ। ସମସ୍ତଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ବେକାରଙ୍କୁ ରୋଜଗାର ମିଳିବ।
ମୀନ: ସବୁ କାମ ନିର୍ଦ୍ଧାରିତ ସମୟ ପୂର୍ବରୁ ପୂରା ହୋଇଯିବ। କର୍ମକ୍ଷେତ୍ରରେ ପ୍ରଶ˚ସା ପାଇବେ। ରାଜନୀତିରେ ଯୋଗାଯୋଗ ଭଲ ରହିବ।