publive-imageମେଷ: ପୂର୍ବ କଥାକୁ ନେଇ ଚିନ୍ତିତ ରହିବେ। କାରବାରରେ ଉନ୍ନତି ହେବ। ଅଫିସ କାମରେ ଦୂର ସ୍ଥାନକୁ ଯିବେ। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ।

Advertisment

publive-imageବୃଷ: ସବୁ କାମ ଆପଣଙ୍କ ମନ ମୁତାବକ ପୂରା ହେବ। ଅନ୍ତରଙ୍ଗ ବନ୍ଧୁ ସହିତ ସାକ୍ଷାତ ହେବ। ଓକିଲଙ୍କ ଲାଗି ଦିନଟି ଲାଭପ୍ରଦ। ଘରେ ଖୁସିର ଆଗମନ ହେବ।

publive-imageମିଥୁନ: କାମ ନିର୍ଦ୍ଧାରିତ ସମୟରେ ପୂରା ନ ହେବା ଯୋଗୁଁ ମାନସିକ ଅଶାନ୍ତି ବଢ଼ିପାରେ। କାରବାରରେ ଧନଲାଭ ହେବ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ।

publive-imageକର୍କଟ: କିଛି ଲୋକଙ୍କର ପୂରା ସମର୍ଥନ ପାଇବେ। ଗୁରୁତ୍ବପୂର୍ଣ୍ଣ ପାରିବାରିକ କାମ ସଂପୂର୍ଣ୍ଣ ହେବ। ଦାମ୍ପତ୍ୟ ଜୀବନରେ ଖୁସି ବଜାୟ ରହିବ।

publive-imageସିଂହ: କୌଣସି କାମରେ ମାତା ପିତାଙ୍କ ସହଯୋଗ ପାଇବେ। ଆପଣଙ୍କ ବିଚାର ସହ ଅନ୍ୟମାନଙ୍କୁ ସହମତ କରାଇବେ। ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢ଼ିବ।

publive-imageକନ୍ୟା: ପୂଜାପାଠରେ ସମୟ ବିତିବ। ସବୁ କାମରେ ସଫଳ ହେବେ। ଲୋକ ଆପଣଙ୍କର ପ୍ରଶଂସା କରିବେ। ଆର୍ଥିକ ସ୍ଥିତି ଚିନ୍ତାଜନକ ହେବ।

publive-imageତୁଳା: କୌଣସି ମନୋରଂଜନ କାର୍ଯ୍ୟକ୍ରମରେ ସାମିଲ ହେବେ। ବନ୍ଧୁଙ୍କ ଠାରୁ ଖୁସି ଖବର ପାଇବେ। କର୍ମଜୀବୀ ମହିଳା ଓ ଜମି ଦଲାଲଙ୍କ ଲାଗି ଭଲ ଦିନଟିଏ।

publive-imageବିଛା: କଳାତ୍ମକ କାର୍ଯ୍ୟରେ ରୁଚି ବଢ଼ିବ। ଜୀବନସାଥୀଙ୍କୁ ଉପହାର ଦେବେ। ଆପଣଙ୍କୁ ସାମାଜିକ କାର୍ଯ୍ୟ ଲାଗି ସମ୍ମାନିତ କରାଯିବ। ଚାକିରିରେ ପଦୋନ୍ନତି ମିଳିପାରେ।

publive-imageଧନୁ: ଏକାଗ୍ରତା ସହିତ କାମ ପୂରା କରିବାକୁ ଚେଷ୍ଟା କରିବେ। ନୂଆ ଉତ୍ସରୁ ଆଶାଠୁଁ ଅଧିକ ଧନଲାଭ ହେବ। ସମାରୋହରେ କୌଣସି ଅନ୍ତରଙ୍ଗ ବନ୍ଧୁ ସହିତ ଦେଖା ହେବ।

publive-imageମକର: ଅଫିସରେ ଅଧିକାରୀଙ୍କ ସାହାଯ୍ୟ ପାଇବେ। ପୂର୍ବରୁ ଲାଗି ରହିଥିବା ବିବାଦର ସମାଧାନ ହୋଇଯିବ। ପ୍ରେମୀ ଯୁଗଳ ପରସ୍ପରଙ୍କୁ ହୃଦୟର କଥା କହିବେ।

publive-image

କୁମ୍ଭ: ସାମାଜିକ ପରିସର ବଢ଼ିବ। ଦୈନିକ କାମରେ ପୂର୍ଣ୍ଣ ସଫଳତା ପାଇବେ। ବାହନ କିଣିବା ଲାଗି ଦିନଟି ଶୁଭ। ପରିବାରରେ ଖୁସି ବଜାୟ ରହିବ।

publive-imageମୀନ: ଆପଣ କିଛି ନୂଆ ଶିକ୍ଷା ଲାଭ କରିବେ। ଚାକିରିଜୀବୀଙ୍କୁ ପଦୋନ୍ନତି ମିଳିପାରେ। ଜୀବନସାଥୀ ଆପଣଙ୍କୁ ବାହାରକୁ ବୁଲାଇ ନେଇ ଯିବେ।