publive-imageମେଷ: ଯେଉଁ କାମ ହାତକୁ ନେବେ ସେଥିରେ ସଫଳ ହେବେ। ବଡ଼ ଭାଇଙ୍କ ସହଯୋଗ ପାଇବେ। ଆର୍ଥିକ ସ୍ଥିତି ଭଲ ରହିବ। ପ୍ରିୟତମଙ୍କୁ ମନର କଥା କହିବେ।

Advertisment

publive-imageବୃଷ: କଠିନ ପରିସ୍ଥିତିରେ ସଂଯମର ସହ କାମ କରନ୍ତୁ। ବ୍ୟବସାୟୀଙ୍କୁ ଅଧିକ ପରିଶ୍ରମ କରିବାକୁ ହେବ। ପରିବାର ଲୋକଙ୍କ ସ୍ବାସ୍ଥ୍ୟ ନେଇ ସତର୍କ ରହନ୍ତୁ।

publive-imageମିଥୁନ: ଆପଣଙ୍କର କଳାତ୍ମକ କ୍ଷମତାର ବିକାଶ ହେବ। ଚାକିରିଜୀବୀଙ୍କୁ ପଦୋନ୍ନତି ମିଳିପାରେ। ଜୀବନସାଥୀଙ୍କ ଠାରୁ କୌଣସି ଭଲ ସୂଚନା ପାଇବେ।

publive-imageକର୍କଟ: ଆର୍ଥିକ ଚିନ୍ତାର ସମାଧାନ ବାହାରିବ। ଦୈନନ୍ଦିନ କାର୍ଯ୍ୟ ନିର୍ଦ୍ଧାରିତ ସମୟ ପୂର୍ବରୁ ପୂରା ହେବ। ବନ୍ଧୁଙ୍କ ପକ୍ଷରୁ କୌଣସି ଖୁସି ଖବର ମିଳିବ।

publive-imageସିଂହ: କ୍ୟାରିୟରରେ ଉନ୍ନତି ଲାଗି ଭଲ ଦିନଟିଏ। କୌଣସି କାମରେ ଘର ଲୋକଙ୍କ ସାହାଯ୍ୟ ପାଇବେ। କାରବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ।

publive-imageକନ୍ୟା: ବହୁଦିନରୁ ଯାହା ତଲାସରେ ଥିଲେ ତାହା ଆପଣଙ୍କୁ ଅଚାନକ ହାସଲ ହେବ। ବଡ଼ କଂପାନି ସହିତ ଯୋଡ଼ି ହେବାର ମଉକା ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ।

publive-imageତୁଳା: ଘର ଲୋକଙ୍କ ସହିତ ଅଧିକ ସମୟ ଅତିବାହିତ କରିବାର ଅବସର ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ଚାକିରିଜୀବୀଙ୍କ ଲାଗି ପଦୋନ୍ନତିର ଯୋଗ ରହିଛି।

publive-imageବିଛା: କୌଣସି ଅଜଣା ବ୍ୟକ୍ତିଙ୍କ ଉପରେ ଆବଶ୍ୟକତା ଠାରୁ ଅଧିକ ଭରସା କରନ୍ତୁନାହିଁ। ବ୍ୟବସାୟରେ ଲାଭ ହେବାର ସମ୍ଭାବନା ଅଛି। ଛାତ୍ରଙ୍କୁ ଅଧିକ ପରିଶ୍ରମ କରିବାକୁ ହେବ।

publive-imageଧନୁ: ଆପଣଙ୍କ ମନ ଧର୍ମକାର୍ଯ୍ୟରେ ଅଧିକ ଲାଗି ରହିବ। ଆର୍ଥିକ ଯୋଜନାରେ ସଫଳ ରହିବେ। ଘର ଲୋକଙ୍କର ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

publive-imageମକର: ସମାଜରେ ଆପଣଙ୍କ ପ୍ରତିଷ୍ଠା ବଢ଼ିବ। ଅଫିସରେ ଅଧସ୍ତନ କର୍ମଚାରୀ ଆପଣଙ୍କ ଠାରୁ କାମ ଶିଖିବାକୁ ଚାହିଁବେ। କୌଣସି ବନ୍ଧୁ ଆପଣଙ୍କ ସହିତ ଅଧିକ ଘନିଷ୍ଠ ହେବେ।

publive-image

କୁମ୍ଭ: ଚାକିରିଜୀବୀଙ୍କୁ ନୂଆ ପ୍ରୋଜେକ୍ଟ ଉପରେ କାମ କରିବାର ମଉକା ମିଳିବ। ବଡ଼ ଡିଲ୍ ଭାବିଚିନ୍ତି କରନ୍ତୁ। ପାରିବାରିକ ଜୀବନରେ ମହତ୍ତ୍ବପୂର୍ଣ୍ଣ କାମ ପୂରା ହେବ।

publive-imageମୀନ: ଯେଉଁ କାମ ହାତକୁ ନେବେ ସେଥିରେ ସଫଳ ହେବେ। ବଡ଼ ଭାଇଙ୍କ ସହଯୋଗ ପାଇବେ। ଆର୍ଥିକ ସ୍ଥିତି ଭଲ ରହିବ। ଦାମ୍ପତ୍ୟ ଜୀବନ ପ୍ରୀତିମୟ ହେବ।