publive-imageମେଷ: ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବ। ଦୀର୍ଘ ଦିନରୁ ଲାଗି ରହିଥିବା ସ୍ବାସ୍ଥ୍ୟ ସମସ୍ୟାର ଅନ୍ତ ହେବ। କୌଣସି ଧାର୍ମିକ କାର୍ଯ୍ୟ କରିବାର ସୁଯୋଗ ପାଇବେ।

Advertisment

publive-imageବୃଷ: ଆପଣ ଚିନ୍ତା ମୁକ୍ତ ରହିବେ। ଚାକିରିଆଙ୍କୁ ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ପାରିବାରିକ ଜୀବନ ସୁଖକର ହେବ। ବାଣିଜ୍ୟ ଛାତ୍ରଙ୍କୁ କିଛି ନୂଆ ଶିଖିବାକୁ ମିଳିବ।

publive-imageମିଥୁନ: କାର୍ଯ୍ୟକ୍ଷେତ୍ରରେ କିଛି ଲୋକଙ୍କର ସାମନା କରିବାକୁ ପଡ଼ିପାରେ। ଘର କାମରେ ବଡ଼ ଭାଇଙ୍କ ସାହାଯ୍ୟ ପାଇବେ। ବ୍ୟବସାୟରେ ଆର୍ଥିକ ଲାଭ ହୋଇପାରେ।

publive-imageକର୍କଟ: ବଡ଼ଙ୍କ ପରାମର୍ଶ ନେଲେ ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ବ୍ୟବସାୟରେ ବିସ୍ତାର କରିପାରନ୍ତି। ବିବାହିତ ଲୋକଙ୍କୁ ଦାମ୍ପତ୍ୟ ସୁଖ ମିଳିବ। ସମସ୍ୟାର ଅନ୍ତ ହେବ।

publive-imageସିଂହ: ଭାବିଥିବା କାମ ଅତିଶୀଘ୍ର ସଂପୂର୍ଣ୍ଣ କରିଦେବେ। ଅନ୍ୟମାନେ କଥା କହୁଥିବା ବେଳେ କିଛି କହନ୍ତୁ ନାହିଁ। ଗଣମାଧ୍ୟମରେ କାର୍ଯ୍ୟରତ ଲୋକଙ୍କ ଲାଗି ଦିନଟି ଉତ୍ତମ।

publive-imageକନ୍ୟା: ରାଜନୀତିରେ ଥିବା ଲୋକଙ୍କୁ ଉଚ୍ଚ ପଦବି ମିଳିପାରେ। ଆପଣଙ୍କର ଲୋକପ୍ରିୟତା ବୃଦ୍ଧି ପାଇବ। ଜମିରେ ନିବେଶ କରନ୍ତୁ, ଯଥେଷ୍ଟ ଲାଭ ପାଇବେ।

publive-imageତୁଳା: ବ୍ୟବସାୟ ମାନ୍ଦା ହୋଇପାରେ। ଆର୍ଥିକ ସ୍ଥିତି ଚିନ୍ତାଜନକ ହେବ। କୌଣସି କଥାକୁ ନେଇ ଚିନ୍ତିତ ଥିଲେ ସାଥୀଙ୍କୁ ଜଣାନ୍ତୁ, ମନ ହାଲୁକା ହେବ।

publive-imageବିଛା: ଅଧୁରା କାମ ସଂପୂର୍ଣ୍ଣ ହେବ। ସି‌ନେ କଳାକାରଙ୍କ ଲାଗି ଭଲ ଦିନଟିଏ। ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ।

publive-imageଧନୁ: ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଭଲ ହେବ। ଜମି କିଣାବିକା ଲାଭଦାୟକ ହେବ। ଘରେ କୌଣସି ଧାର୍ମିକ ଆୟୋଜନ କରିପାରନ୍ତି।

publive-imageମକର: ଜୀବନରେ ନୂଆ ଲକ୍ଷ୍ୟ ହାସଲ କରିବେ। ସଙ୍ଗୀତ ନିର୍ଦେଶକ ଓ କଣ୍ଠଶିଳ୍ପୀଙ୍କୁ ପ୍ରସିଦ୍ଧି ମିଳିବ। ବେପାର ଆରମ୍ଭ କରିବା ଲାଗି ଦିନଟି ଭଲ।

publive-image

କୁମ୍ଭ: ସାରାଦିନ ମନରେ ପ୍ରସନ୍ନତା ରହିବ। ସରକାରୀ ଚାକିରିଆଙ୍କୁ ସହକର୍ମୀଙ୍କ ସାହାଯ୍ୟ ମିଳିବ। ଜମି ଦଲାଲଙ୍କୁ ଆଶାଠୁଁ ଅଧିକ ଧନଲାଭ ହେବ।

publive-imageମୀନ: ଲେଖକଙ୍କ ବିଚାରର ସମ୍ମାନ ହେବ। ପାରିବାରିକ ଜୀବନରେ ସୁଖୀ ରହିବେ। ସାମାଜିକ କ୍ଷେତ୍ରରେ ଥିବା ଲୋକଙ୍କୁ ପଦ ଓ ପ୍ରତିଷ୍ଠା ମିଳିବ।