publive-image

Advertisment

ମେଷ: ବେପାରରେ ସାମାନ୍ୟ ଲାଭ ପାଇବେ। କ୍ୟାରିୟରକୁ ନେଇ ଗହନ ଚିନ୍ତନରେ ରହିବେ। କୌଣସି ବି କାମ ମନ ଲଗାଇ କଲେ ସଫଳତା ପାଇବେ।

publive-image

ବୃଷ: ଚାକିରି ବୃତ୍ତିରେ ଶୃଙ୍ଖଳା ଦେଖାଦେବ। ବକେୟା ଅର୍ଥ ପାଇବେ। ବନ୍ଧୁ ଘରକୁ ଆସିବା ଯିବା ଲାଗି ରହିବ। ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ।

publive-imageମିଥୁନ: କାର୍ଯ୍ୟକ୍ଷେତ୍ରରେ ନୂଆ ବିଚାରର ସମାବେଶ ହେବ। ଆପଣଙ୍କର ଆତ୍ମବିଶ୍ବାସ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସଫଳତା ପାଇବେ। ସ୍ବାସ୍ଥ୍ୟ ଭଲ ରହିବ।

publive-imageକର୍କଟ: ବଡ଼ ଅଧିକାରୀଙ୍କ ସହ ଭଲ ସମ୍ବନ୍ଧ ବଜାୟ ରଖନ୍ତୁ। କ୍ୟାରିୟରରେ ଉନ୍ନତି ଯୋଗ ଅଛି। ଜମି ସମ୍ବନ୍ଧରେ ଖୁସି ଖବର ପାଇବେ।

publive-imageସିଂହ: ନୂଆ ବ୍ୟବସାୟରେ ସଫଳତା ପାଇବେ। ସଭିଏଁ ଆପଣଙ୍କ କଥାକୁ ଧ୍ୟାନ ଦେଇ ଶୁଣିବେ। ଯେଉଁମାନେ ପ୍ରେମ କରୁଛନ୍ତି ସେମାନଙ୍କ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

publive-imageକନ୍ୟା: କାମରେ ଜୀବନସାଥୀଙ୍କ ସହଯୋଗ ପାଇବେ। ଆର୍ଥିକ ସ୍ଥିରତା ବଜାୟ ରହିବ। ବ୍ୟବସାୟରେ ଆଶାଜନକ ଫଳ ପାଇବେ।

publive-imageତୁଳା: ବନ୍ଧୁମାନଙ୍କ ସହ ମିଳାମିଶା ବଢ଼ିବ। କାମରେ ଭାଇ ଭଉଣୀଙ୍କ ସହଯୋଗ ପାଇବେ। ସନ୍ତାନ ଆପଣଙ୍କ କଥାରେ ପ୍ରଭାବିତ ହେବେ।

publive-imageବିଛା: ଦିନଟି ପୂର୍ବ ଅପେକ୍ଷା ଭଲ ହେବ। ଚାକିରିରେ ପଦୋନ୍ନତି ଯୋଗ ଅଛି। ବିଶିଷ୍ଟ ବ୍ୟକ୍ତିଙ୍କ ମତ ଆପଣଙ୍କ ଲାଗି ଫଳପ୍ରଦ ସାବ୍ୟସ୍ତ ହେବ।

publive-imageଧନୁ: ଶିକ୍ଷଣୀୟ ସଂସ୍ଥାରେ ଥିବା ଲୋକଙ୍କୁ ଲାଭ ମିଳିବ। ବ୍ୟବସାୟ ସମ୍ମିଳନୀରେ ଆପଣଙ୍କ କଥା ରଖିବେ। ରାଜନୀତିରେ ଥିବା ଲୋକଙ୍କର ପଦୋନ୍ନତି ହେବ।

publive-imageମକର: କାମରେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ଲାଭ ଦେବ। ଜଟିଳ ସମସ୍ୟାର ସମାଧାନ କରିବାରେ ସଫଳ ହେବେ। ଛାତ୍ରଙ୍କ ଲାଗି ଦିନଟି ଭଲ।

publive-image

କୁମ୍ଭ: ଦିନଟି ଅନ୍ୟମାନଙ୍କ ସେବା ସତ୍କାରରେ ବିତିବ। ଅଫିସରେ ଆପଣଙ୍କ କାମର ଖୁବ୍ ପ୍ରଶଂସା ହେବ। ଆପଣଙ୍କ ହାତକୁ ବଡ଼ ସଫଳତା ଆସିବ।

publive-imageମୀନ: କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ। ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ। କାର୍ଯ୍ୟକ୍ଷେତ୍ରରେ ଛୋଟ ଛୋଟ ଭୁଲ୍‍କୁ ଅଣଦେଖା କରନ୍ତୁ ନାହିଁ।