publive-image

Advertisment

ମେଷ: କାର୍ଯ୍ୟକ୍ଷେତ୍ରରେ ଭଲଭାବେ କାମ କରିବେ। ନିଜ କାମରେ ଅଧିକ ପାଣ୍ଠି ଲଗାଇପାରନ୍ତି। କିଣାବିକାରେ ସାବଧାନତା ଅବଲମ୍ବନ କରନ୍ତୁ।

publive-image

ବୃଷ: ସମାଜସେବା କ୍ଷେତ୍ରରେ ଥିବା ଲୋକଙ୍କ ଆୟ ବୃଦ୍ଧି ହେବ। ବନ୍ଧୁ ସାହାଯ୍ୟରେ ଆପଣଙ୍କ ଯୋଜନା ସଫଳ ହେବ। ବ୍ୟବସାୟରେ ମନ ମୁତାବକ ସଫଳତା ପାଇବେ।

publive-imageମିଥୁନ: ବ୍ୟକ୍ତିତ୍ବକୁ ବିକଶିତ କରିବା ଲାଗି ଚେଷ୍ଟା କରିବେ। ଅଫିସରେ କାମର ବୋଝ ବଢ଼ିବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପ୍ରେମ ସଂପର୍କ ନିବିଡ଼ ହେବ।

publive-imageକର୍କଟ: ସରକାରୀ ଚାକିରିଆଙ୍କ ଲାଗି ପଦୋନ୍ନତିର ଯୋଗ ରହିଛି। ଖର୍ଚ୍ଚ କମ୍ କରିବାକୁ ଚେଷ୍ଟା କରନ୍ତୁ। ଖାଦ୍ୟ ପାନୀୟ ପ୍ରତି ସଜାଗ ରୁହନ୍ତୁ।

publive-imageସିଂହ: କୌଣସି ବ୍ୟକ୍ତିଙ୍କ ଠାରୁ ଆଶାଠୁଁ ଅଧିକ ଲାଭ ପାଇବେ। ରାଜନୀତିରେ ମହତ୍ତ୍ବାକାଂକ୍ଷା ପୂରା ହେବ। ମୁରବିଙ୍କ ପରାମର୍ଶ ଫଳପ୍ରଦ ସାବ୍ୟସ୍ତ ହେବ।

publive-imageକନ୍ୟା: ଜୀବନରେ ହେବାକୁ ଥିବା ପରିବର୍ତ୍ତନ ଆପଣଙ୍କ ସପକ୍ଷରେ ହେବ। ଅଫିସରେ ପଦୋନ୍ନତିର ଯୋଗ ରହିଛି। ବ୍ୟବସାୟରେ ଯଥେଷ୍ଟ ଲାଭ ‌ପାଇବେ।

publive-imageତୁଳା: ପୂଜାପାଠରେ ଅଧିକ ସମୟ ବିତିବ। ଭାବିଥିବା କାମ ସଂପୂର୍ଣ୍ଣ ହେବ। ଆପଣଙ୍କ କାମ ଦେଖି କର୍ତ୍ତୃପକ୍ଷ ଖୁସି ହେବେ। ବୈବାହିକ ଜୀବନ ସୁଖରେ ପରିପୂର୍ଣ୍ଣ ରହିବ।

publive-imageବିଛା: ଆପଣ ନିଜ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରିବେ। ଅତିଶୀଘ୍ର କୌଣସି ନୂଆ ଦାୟିତ୍ବ ପାଇବେ। ପ୍ରେମିକା ସହ ଲାଗି ରହିଥିବା ମନାନ୍ତର ଦୂର ହେବ।

publive-imageଧନୁ: କାମ କରିବା ସମୟରେ ମନ ଶାନ୍ତ ରଖନ୍ତୁ। ଅର୍ଥ ସମ୍ବନ୍ଧରେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ଭାଗ୍ୟ ଉପରେ ସଂପୂର୍ଣ୍ଣ ଭରସା ନକରି ପରିଶ୍ରମ କରନ୍ତୁ।

publive-imageମକର: ସନ୍ତାନ ଆପଣଙ୍କୁ ଶୁଭ ଖବର ଦେବେ। । ରଚନାତ୍ମକ କାର୍ଯ୍ୟରେ ଆପଣଙ୍କର ସୁନାମ ହେବ। ପ୍ରେମରେ ସଫଳତା ପାଇବେ।

publive-image

କୁମ୍ଭ: ପରିବାର ସହିତ ଅଧିକ ସମୟ କାଟିବେ। ଖର୍ଚ୍ଚ ବୃଦ୍ଧି ହେତୁ ଚିନ୍ତିତ ରହିବେ। ବ୍ୟବସାୟ କାମରେ ଦୂର ସ୍ଥାନକୁ ଯିବେ। ଛାତ୍ରଛାତ୍ରୀଙ୍କର ଧ୍ୟାନ ପାଠପଢ଼ାରେ ଲାଗି ରହିବ।

publive-imageମୀନ: ଅଫିସ କାମରେ ବାହାରକୁ ଯିବେ। ଡାକ୍ତରଙ୍କ ଲାଗି ଦିନଟି ଲାଭପ୍ରଦ। ଦାମ୍ପତ୍ୟ ଜୀବନରେ ନୂଆ ଖୁସ ଆସିବ। କାରବାର ବୃଦ୍ଧି ପାଇଁ ନୂଆ ଅବସର ପାଇବେ।