ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆପଣଙ୍କର ଏଭଳି ଲୋକଙ୍କ ସହ ଭେଟ ହେବ ଯିଏ ଭବିଷ୍ୟତରେ ସାହାଯ୍ୟ କରିବେ। ସ୍ବାସ୍ଥ୍ୟ ଭଲ ରହିବ। ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ। ସାଙ୍ଗ ସହିତ ମିଳାମିଶା ବଢ଼ିବ।

ବୃଷ: ଆପଣଙ୍କ ଧ୍ୟାନ ଆଧ୍ୟାତ୍ମିକ ଦିଗରେ ଅଧିକ ଲାଗି ରହିବ। ଲୋକମାନଙ୍କ କଥା ଶୁଣିବାକୁ ପସନ୍ଦ କରିବେ। କାରବାରରେ ଆପଣଙ୍କର ଲାଭ ହିଁ ଲାଭ ହେବ। ପ୍ରେମ ଜୀବନ ମଧୁର ରହିବ।

ମିଥୁନ: ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ଚାକିରିଜୀବୀଙ୍କୁ ଖୁସି ଖବର ମିଳିପାରେ। ଧାର୍ମିକ ସ୍ଥାନକୁ ଯିବା ପାଇଁ ଯୋଜନା କରିବେ। ଦାମ୍ପତ୍ୟ ଜୀବନରେ ଖୁସି ମିଳିବ।

କର୍କଟ: କାର୍ଯ୍ୟକ୍ଷେତ୍ରରେ ଅଧିକ ପରିଶ୍ରମ କରିବେ। ସମାଜରେ ଆପଣଙ୍କର କିଣିବା ଲାଗି ସହରକୁ ଯାଇପାରନ୍ତି। ଶିକ୍ଷାକ୍ଷେତ୍ରରେ ଉନ୍ନତି ମିଳିପାରେ।

ସିଂହ: ଧର୍ମକାର୍ଯ୍ୟରେ ଆସ୍ଥା ବଢ଼ିବ। ଅଫିସରେ ଆପଣଙ୍କର ଆତ୍ମବିଶ୍ବାସ ଦେଖି କର୍ତ୍ତୃପକ୍ଷ ଖୁସି ହେବେ। ପରିବାରରେ ଖୁସି ବଜାୟ ରହିବ। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ।

କନ୍ୟା: ପ୍ରଭାବଶାଳୀ ଲୋକଙ୍କ ସହ ସାକ୍ଷାତ ହୋଇପାରେ। ଉପାର୍ଜନ ପାଇଁ ନୂଆ ସୁଯୋଗ ଆସିବ। ସାମାଜିକ କାର୍ଯ୍ୟ ପାଇଁ ସମ୍ମାନ ମିଳିବ। ପ୍ରେମ ଜୀବନ ମଧୁର ରହିବ।

ତୁଳା: ଧାର ଦେଇଥିବା ଅର୍ଥ ଫେରସ୍ତ ପାଇପାରନ୍ତି। ବ୍ୟବସାୟରେ ଯଥେଷ୍ଟ ଲାଭ ହେବ। ବଡ଼ଙ୍କ ପ୍ରତି ଆପଣଙ୍କର ଭଲ ରହିବ। ସାହିତ୍ୟ କ୍ଷେତ୍ରରେ ଥିବା ଲୋକଙ୍କୁ ଖୁସି ଖବର ମିଳିବ।

ବିଛା: ଅଫିସରେ ଦାୟିତ୍ବପୂର୍ଣ୍ଣ କାମ ମିଳିପାରେ। ଆପଣଙ୍କର ଆତ୍ମବିଶ୍ବାସ ବୃଦ୍ଧି ହେବ। ଧନଲାଭର ନୂଆ ମାର୍ଗ ଦୃଷ୍ଟିଗୋଚର ହେବ। ପରିବାରିକ ଜୀବନ ଶାନ୍ତିମୟ ହେବ।

ଧନୁ: ଆପଣ ନିଜକୁ ସୁସ୍ଥ ସବଳ ଅନୁଭବ କରିବେ। ଅଧିକାରୀଙ୍କ ସହ ବିଶେଷ ବିଷୟରେ ଆଲୋଚନା କରିବେ। ବନ୍ଧୁ ସହଯୋଗରେ ଆପଣଙ୍କ କାମ ସଂପୂର୍ଣ୍ଣ ହେବ।

ମକର: ଆପଣଙ୍କ ଉଦାରଭାବ ଲୋକମାନଙ୍କୁ ପ୍ରଭାବିତ କରିପାରେ। ନିଜର କାମ ନୂଆ କୌଶଳରେ ସମାପ୍ତ କରିପାରନ୍ତି। ବନ୍ଧୁମାନଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିପାରେ।

କୁମ୍ଭ: କାମ ପ୍ରତି ଖୁବ୍ ସକ୍ରିୟ ରହିବେ। ଅନ୍ୟମାନଙ୍କ ଉପରେ ପ୍ରଭାବ ବିସ୍ତାର କରିବାକୁ ଚେଷ୍ଟା କରିବେ। ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢ଼ାଇବେ। ଆର୍ଥିକ ପକ୍ଷ ସୁଦୃଢ଼ ରହିବ।

ମୀନ: କ୍ୟାରିୟରରେ ଆଗକୁ ବଢ଼ିବାର ସୁଯୋଗ ପାଇବେ। ଲାଗି ରହିଥିବା ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଜୀବନସାଥୀ ଆପଣଙ୍କୁ ବହୁତ ପ୍ରଶଂସା କରିବେ।

ସମ୍ବନ୍ଧିତ ଖବର