/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ପରିବାର ସହିତ ଅଧିକ ସମୟ କାଟିବେ। ବେପାରରେ ବୃଦ୍ଧି ହେବ। ନୂଆ କାମ କରିବା ପାଇଁ ଯୋଜନା କରିପାରନ୍ତି। ଅଫିସରେ ଆପଣଙ୍କ ପ୍ରଦର୍ଶନରେ କର୍ତ୍ତୃପକ୍ଷ ଖୁସି ହେବେ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ଆପଣ ଏଭଳି କିଛି ହାସଲ କରିବେ ଯାହା ପାଇଁ ଦୀର୍ଘଦିନ ଅପେକ୍ଷା କରିଥିଲେ। ପ୍ରସାଧନ ଦୋକାନୀଙ୍କ ଲାଗି ଦିନଟି ଭଲ। ଅଫିସରେ ସହକର୍ମୀଙ୍କ ସହଯୋଗ ପାଇବେ।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: ସମାଜରେ ଯଶ ଖ୍ୟାତି ବଢ଼ିବ। କୋର୍ଟର ଫଇସଲା ଆପଣଙ୍କ ପକ୍ଷରେ ହୋଇପାରେ। ବ୍ୟବସାୟୀଙ୍କୁ ଧନଲାଭ ହେବ। ପାରିବାରିକ କାମରେ ବନ୍ଧୁଙ୍କ ସାହାଯ୍ୟ ପାଇବେ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ନୂଆ ପ୍ରସଙ୍ଗରେ ବିଚାର କରିବେ। ଅନ୍ୟମାନଙ୍କ ସମ୍ମୁଖରେ ନିଜ କଥା ଭଲଭାବେ ରଖିପାରିବେ। ଆୟରେ ବୃଦ୍ଧି ହେବ। ବ୍ୟବସାୟ କାମରେ ଯାତ୍ରା ଯୋଗ ରହିଛି।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ଜ୍ଞାନ ଓ ଭଲ ବିଚାରରେ ବୃଦ୍ଧି ହେବ। ଆପଣଙ୍କ ପାଖକୁ କୌଣସି ନୂଆ ଦାୟିତ୍ବ ଆସିପାରେ। ଧନଧାନ୍ୟ ବୃଦ୍ଧି ହେବ। ପରିବାର ସହିତ ଆନନ୍ଦପୂର୍ବକ ସମୟ ଅତିବାହିତ କରିବେ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: କାର୍ଯ୍ୟକ୍ଷେତ୍ରରେ ଅଶାନ୍ତିର ସମ୍ମୁଖୀନ ହୋଇପାରନ୍ତି। ଇଂଜିନିୟରଙ୍କ ଲାଗି ଦିନଟି ଲାଭପ୍ରଦ। ବାଣିଜ୍ୟ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: କାମ ସମ୍ପର୍କିତ ଚେଷ୍ଟାରେ ସଫଳ ହେବେ। କଳାକାରଙ୍କୁ ଫିଲ୍ମରେ ସୁଯୋଗ ମିଳିପାରେ। ଆପଣଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ। ଛାତ୍ରଙ୍କୁ ସଫଳତା ମିଳିବାର ସମ୍ଭାବନା ଅଛି।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: ଚାକିରିଆଙ୍କ ଲାଗି ଭଲ ଦିନଟିଏ। ଆପଣଙ୍କୁ ପ୍ରଚୁର ସମ୍ମାନ ମିଳିବ। ବେପାରରେ ଯୋଜନାବଦ୍ଧ ରୂପେ କାମ କରିପାରନ୍ତି। ଦାମ୍ପତ୍ୟ ଜୀବନରେ ମିଷ୍ଟତା ଭରି ରହିବ।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: କାହାରି ଉପରେ ଭରସା କରିବାରୁ ନିବୃତ୍ତ ରୁହନ୍ତୁ। ଆପଣଙ୍କ ସମସ୍ୟାର ସମାଧାନ ବାହାରିବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ। ଛାତ୍ର ଖୁସି ଖବର ପାଇବେ।
/sambad/media/post_attachments/wp-content/uploads/2017/11/makar.jpg)
ମକର: କ୍ୟାରିୟର ମାମଲାରେ କାହାରି ଉପରେ ଭରସା କରନ୍ତୁ ନାହିଁ। ଆପଣଙ୍କ ସମସ୍ୟାର ସମାଧାନ ବାହାରିବ। ସାମାଜିକ କାର୍ଯ୍ୟ କରିବାର ଆପଣଙ୍କର ଆଗ୍ରହ ବଢ଼ିବ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: କ୍ୟାରିୟରରେ ଉନ୍ନତିର ନୂଆ ରାସ୍ତା ଖୋଲିବ। ଅଚାନକ ଧନଲାଭ ହେବ। ପୁରୁଣା ବନ୍ଧୁ ସହିତ ମିଶିବା ପାଇଁ ମନରେ ଇଚ୍ଛା ଜାଗ୍ରତ ହେବ। ପାରିବାରିକ ଜୀବନ ସୁଖମୟ ହେବ।
ମୀନ: ସମାଜରେ ମାନ ପ୍ରତିଷ୍ଠା ବଢ଼ିବ। ଆପଣଙ୍କ ଯୋଗାଯୋଗ ତାଲିକାରେ କିଛି ନୂଆ ଲୋକ ଯୋଡ଼ିବେ। ଧନ ସଂପତ୍ତି ବୃଦ୍ଧି ପାଇବ। ଛାତ୍ରଙ୍କ ଲାଗି ଦିନଟି ଲାଭପ୍ରଦ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/07/today-rasifal-9.jpg)