/sambad/media/post_attachments/wp-content/uploads/2017/11/ms-1.jpg) ମେଷ: ଆଜି ଊର୍ଜା ଓ ପ୍ରେରଣାରେ ଭରି ରହିବେ। କୌଣସି ବିଶେଷ କାମ କରିବେ। ଅଚାନକ ଧନପ୍ରାପ୍ତି ହେବ। ମହିଳାମାନେ ଖୁସିର ସହିତ ଜିନିଷପତ୍ର କିଣିବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଦୁର୍ଗା।
ମେଷ: ଆଜି ଊର୍ଜା ଓ ପ୍ରେରଣାରେ ଭରି ରହିବେ। କୌଣସି ବିଶେଷ କାମ କରିବେ। ଅଚାନକ ଧନପ୍ରାପ୍ତି ହେବ। ମହିଳାମାନେ ଖୁସିର ସହିତ ଜିନିଷପତ୍ର କିଣିବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଦୁର୍ଗା।
/sambad/media/post_attachments/wp-content/uploads/2017/11/brus-290x300.jpg) ବୃଷ: ବ୍ୟକ୍ତିତ୍ବକୁ ବିକଶିତ କରିବା ଲାଗି ଦିନଟି ଭଲ। କାର୍ଯ୍ୟକ୍ଷେତ୍ରରେ ନୂଆ ସମ୍ଭାବନା ତଲାସ କରିବେ। ଘରେ କୌଣସି କାର୍ଯ୍ୟକ୍ରମ ଆୟୋଜନ ହୋଇପାରେ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।
ବୃଷ: ବ୍ୟକ୍ତିତ୍ବକୁ ବିକଶିତ କରିବା ଲାଗି ଦିନଟି ଭଲ। କାର୍ଯ୍ୟକ୍ଷେତ୍ରରେ ନୂଆ ସମ୍ଭାବନା ତଲାସ କରିବେ। ଘରେ କୌଣସି କାର୍ଯ୍ୟକ୍ରମ ଆୟୋଜନ ହୋଇପାରେ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।
/sambad/media/post_attachments/wp-content/uploads/2017/11/mithun.jpg) ମିଥୁନ: ଧୢାନ ଯୋଗରେ ମନର ସକାରାତ୍ମକ ଶକ୍ତି ସ˚ଚାର ହେବ। ପୁରୁଣା ମିତ୍ରଙ୍କ ସହିତ ସାକ୍ଷାତ ହେବ। ଆମଦାନି ଉପରେ ଅଧିକ ଧୢାନ ଦିଅନ୍ତୁ। ଚାକିରିରେ ଦୂର ସ୍ଥାନକୁ ବଦଳି ହୋଇପାରନ୍ତି। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମହାଦେବ।
ମିଥୁନ: ଧୢାନ ଯୋଗରେ ମନର ସକାରାତ୍ମକ ଶକ୍ତି ସ˚ଚାର ହେବ। ପୁରୁଣା ମିତ୍ରଙ୍କ ସହିତ ସାକ୍ଷାତ ହେବ। ଆମଦାନି ଉପରେ ଅଧିକ ଧୢାନ ଦିଅନ୍ତୁ। ଚାକିରିରେ ଦୂର ସ୍ଥାନକୁ ବଦଳି ହୋଇପାରନ୍ତି। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମହାଦେବ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ଭାଗ୍ୟ ଆପଣଙ୍କୁ ପୂରା ସାଥ ଦେବ। ଜୀବନରେ ଲାଗିରହିଥିବା ସ˚ଘର୍ଷ ସମାପ୍ତି ହେବ। ସାମାଜିକ କାର୍ଯ୍ୟରେ ମନ ଲାଗିବ। ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ପିଲା ଓ ପରିବାର ସହିତ ହସଖୁସିରେ ସମୟ କଟିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।
/sambad/media/post_attachments/wp-content/uploads/2017/11/singha.jpg)
ସି˚ହ: ଆପଣଙ୍କ ଭାଗ୍ୟ ଆପଣଙ୍କର ସାଥ ଦେବ। ଉନ୍ନତିର ନୂଆ ମାର୍ଗ ଖୋଲିବ। ବନ୍ଧୁବର୍ଗଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। ସନ୍ତାନ ପକ୍ଷରୁ କୌରସି ଖୁସି ଖବର ପାଇବେ। ସ୍ବାସ୍ଥ୍ୟ ଭଲ ରହିବ। ଶୁଭରଙ୍ଗ: କଫିରଙ୍ଗ। ଆରାଧନା: ବାବା ଗୁପ୍ତେଶ୍ବର।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: ମନ ଅଶାନ୍ତି ମୁକ୍ତ ରହିବ। ମହତ୍ତ୍ବପୂର୍ଣ୍ଣ କଥା ଉପରେ ଲୋକମାନଙ୍କ ସହିତ ଆଲୋଚନା କରିବାର ସୁଯୋଗ ମିଳିବ। କାର୍ଯ୍ୟକ୍ଷେତ୍ରରେ କିଛି ପରିବର୍ତ୍ତନ ଆଣିବେ। ଦାଂପତ୍ୟ ଜୀବନରେ ପ୍ରେମ ବଢ଼ିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଚର୍ଚ୍ଚିକା।
/sambad/media/post_attachments/wp-content/uploads/2017/11/tula.jpg) ତୁଳା: ପୁରୁଣା ସମସ୍ୟାକୁ ନେଇ ଆପଙ୍କର ଚିନ୍ତା ବଢ଼ିପାରେ। ନିଜ ଜିଦ୍ ବଜାୟ ରଖିବା ପାଇଁ ବିବାଦ କରନ୍ତୁ ନାହିଁ। ସାମାଜିକ କାର୍ଯ୍ୟକ୍ରମରେ ଅ˚ଶ ଗ୍ରହଣ କରିବେ। ସ୍ବାସ୍ଥ୍ୟ ପ୍ରତି ସତର୍କ ରହନ୍ତୁ। ଶୁଭରଙ୍ଗ: ଘିଅରଙ୍ଗ। ଆରାଧନା: ମାଆ ଭୈରବୀ।
ତୁଳା: ପୁରୁଣା ସମସ୍ୟାକୁ ନେଇ ଆପଙ୍କର ଚିନ୍ତା ବଢ଼ିପାରେ। ନିଜ ଜିଦ୍ ବଜାୟ ରଖିବା ପାଇଁ ବିବାଦ କରନ୍ତୁ ନାହିଁ। ସାମାଜିକ କାର୍ଯ୍ୟକ୍ରମରେ ଅ˚ଶ ଗ୍ରହଣ କରିବେ। ସ୍ବାସ୍ଥ୍ୟ ପ୍ରତି ସତର୍କ ରହନ୍ତୁ। ଶୁଭରଙ୍ଗ: ଘିଅରଙ୍ଗ। ଆରାଧନା: ମାଆ ଭୈରବୀ।
/sambad/media/post_attachments/wp-content/uploads/2017/11/bicha.jpg) ବିଛା: ଆପଣଙ୍କ ବ୍ୟକ୍ତିତ୍ବ ଅନ୍ୟମାନଙ୍କୁ ଆକର୍ଷିତ କରିବ। ରାଜନୀତିରେ ମନୋକାମନା ପୂରା ହେବ। ବ୍ୟବସାୟରେ ନୂଆ ଉପାୟ ଗ୍ରହଣ କରନ୍ତୁ ଲାଭ ହେବ। ଜୀବନସାଥୀଙ୍କର ଢେ଼ର୍ସାରା ପ୍ରେମ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଚନ୍ଦନେଶ୍ବର।
ବିଛା: ଆପଣଙ୍କ ବ୍ୟକ୍ତିତ୍ବ ଅନ୍ୟମାନଙ୍କୁ ଆକର୍ଷିତ କରିବ। ରାଜନୀତିରେ ମନୋକାମନା ପୂରା ହେବ। ବ୍ୟବସାୟରେ ନୂଆ ଉପାୟ ଗ୍ରହଣ କରନ୍ତୁ ଲାଭ ହେବ। ଜୀବନସାଥୀଙ୍କର ଢେ଼ର୍ସାରା ପ୍ରେମ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଚନ୍ଦନେଶ୍ବର।
/sambad/media/post_attachments/wp-content/uploads/2017/10/dhanu.jpg) ଧନୁ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। କୌଣସି ବିଶେଷ କାର୍ଯ୍ୟ ଅତି ଶୀଘ୍ର କରିଦେବେ। କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହୋଇପାରେ। ଜୀବନସାଥୀ ଓ ପରିଜନଙ୍କ ସ୍ନେହ ପ୍ରାପ୍ତ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଗାୟତ୍ରୀ।
ଧନୁ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। କୌଣସି ବିଶେଷ କାର୍ଯ୍ୟ ଅତି ଶୀଘ୍ର କରିଦେବେ। କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହୋଇପାରେ। ଜୀବନସାଥୀ ଓ ପରିଜନଙ୍କ ସ୍ନେହ ପ୍ରାପ୍ତ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଗାୟତ୍ରୀ।
/sambad/media/post_attachments/wp-content/uploads/2017/11/makar.jpg) ମକର: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। ଜ୍ଞାନ ଓ ବୁଦ୍ଧିବଳ ପ୍ରୟୋଗ କରନ୍ତୁ, ସଫଳତା ପାଇବେ। ଅଫିସରେ କାମରେ ବାହାରକୁ ଯାଇପାରନ୍ତି। ଖେଳାଳିଙ୍କର ପ୍ରଦର୍ଶନ ବଢ଼ିଆ ରହିବ। ଶୁଭରଙ୍ଗ: ଲାଲ। ଆରାଧନା: ସନ୍ତୋଷୀମାତା।
ମକର: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। ଜ୍ଞାନ ଓ ବୁଦ୍ଧିବଳ ପ୍ରୟୋଗ କରନ୍ତୁ, ସଫଳତା ପାଇବେ। ଅଫିସରେ କାମରେ ବାହାରକୁ ଯାଇପାରନ୍ତି। ଖେଳାଳିଙ୍କର ପ୍ରଦର୍ଶନ ବଢ଼ିଆ ରହିବ। ଶୁଭରଙ୍ଗ: ଲାଲ। ଆରାଧନା: ସନ୍ତୋଷୀମାତା।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ସାମାଜିକ କାର୍ଯ୍ୟରେ ସମୟ ବିତିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। କୌଣସି ବଡ଼ ସଉଦା ହୋଇପାରେ। ଅଫିସରେ ଆପଣଙ୍କର ସ୍ଥିତି ମଜଭୁତ ହେବ। ନୂଆ ଘର ତିଆରି ପାଇଁ ଯୋଜନା କରିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ସୂର୍ଯ୍ୟଦେବ।
/sambad/media/post_attachments/wp-content/uploads/2017/11/mina.jpg) ମୀନ: ଆପଣଙ୍କ ଯୋଗ୍ୟତା ଅନୁସାରେ ଆପଣଙ୍କୁ ଯଥେଷ୍ଟ କାମ ମିଳିବ। ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ଘର ପାଇଁ ବିଳାସ ସାମଗ୍ରୀ କଣିବେ। ଜୀବନସାଥୀଙ୍କ ସହିତ ରୋମାଣ୍ଟିକ ମନୋଭାବରେ ରହିବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲିଙ୍ଗରାଜ।
ମୀନ: ଆପଣଙ୍କ ଯୋଗ୍ୟତା ଅନୁସାରେ ଆପଣଙ୍କୁ ଯଥେଷ୍ଟ କାମ ମିଳିବ। ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ଘର ପାଇଁ ବିଳାସ ସାମଗ୍ରୀ କଣିବେ। ଜୀବନସାଥୀଙ୍କ ସହିତ ରୋମାଣ୍ଟିକ ମନୋଭାବରେ ରହିବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲିଙ୍ଗରାଜ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/05/today-rasifal-1.jpg)
