/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ଦିନଟି ସୁଖମୟ ରହିବ। ଆପଣଙ୍କ କାମରେ ଲାଗି ରହିଥିବା ବାଧା ଦୂର ହେବ। ବ୍ୟବସାୟିକ ଯାତ୍ରା କ୍ୟାରିୟର ଲାଗି ଲାଭଦାୟକ ସାବ୍ୟସ୍ତ ହେବ। ଅଫିସ୍ରେ କାମର ଚାପ କମ୍ ରହିବ। ଶୁଭରଙ୍ଗ: ଧୂସର। ଆରାଧନା: ହର ପାର୍ବତୀ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ନିଜ ଉପରେ ଅତୁଟ ବିଶ୍ୱାସ ରଖନ୍ତୁ। ଆପଣଙ୍କ ମନରେ ଉଙ୍କି ମାରୁଥିବା ପ୍ରଶ୍ନର ସମାଧାନ ମିଳିଯିବ। ଆମଦାନି ପାଇଁ କୌଣସି ନୂଆ ରଣନୀତି ତିଆରି କରିବେ। ମିତ୍ର ଓ ସଂପର୍କୀୟଙ୍କ ସହାୟତା ପାଇବେ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମାଆ ମାଣିକେଶ୍ୱରୀ।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: ମନୋବଳ ଦୃଢ଼ ହେତୁ ସବୁ କାମରେ ସଫଳତା ହାସଲ କରିବେ। ଆପଣଙ୍କ ଭଲ କାମ ଯୋଗୁ ପ୍ରସିଦ୍ଧି ଓ ପ୍ରଶଂସା ମିଳିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରି ଆସୁଥିବା ବ୍ୟକ୍ତିଙ୍କୁ ଶୁଭ ସଂକେତ ମିଳିପାରେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ଆପଣଙ୍କ ନିର୍ଭୀକ ବ୍ୟକ୍ତିତ୍ଵ ଅନ୍ୟମାନଙ୍କୁ ଆକର୍ଷିତ କରିବ। କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହୋଇପାରେ। ଆପଣଙ୍କ ପ୍ରସିଦ୍ଧି ଓ ସମ୍ମାନର ପୂରା ମଜା ନିଅନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ମାଆଙ୍କ ସ୍ନେହ ଆପଣଙ୍କ ପାଇଁ ବରଦାନ ସାବ୍ୟସ୍ତ ହେବ। ନିଜକୁ ଲୋକଙ୍କ ନଜରରେ ବଢ଼ିଆ ପ୍ରମାଣିତ କରିବେ। ନୂଆ କାମ ଆରମ୍ଭ କରିବା ଲାଗି ମନରେ ବିଚାର ଆସିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ତାରିଣୀ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: ଦିନଟି ଭଲ ଫଳାଫଳ ନେଇ ଆସିବ। କାର୍ଯ୍ୟକ୍ଷେତ୍ରରେ ଆଗକୁ ବଢ଼ିବା ଲାଗି ନୂଆ ସୁଯୋଗ ମିଳିବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ପ୍ରୟାସ କରି ବିଫଳ ହେବେ। ଶୁଭରଙ୍ଗ: ଲାଲ। ଆରାଧନା: ପ୍ରଭୁ ହନୁମାନ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: ଦିନଟି ଠିକ୍ଠାକ୍ ରହିବ। ଚେଷ୍ଟା କରନ୍ତୁ; ସ୍ଥଗିତ ଥିବା କାମ ପୂରା ହେବ। ଆୟ ବଢ଼ିବା ହେତୁ ଆର୍ଥିକ କଷ୍ଟ ଦୂର ହେବ। ସାମାଜିକ ଜୀବନରେ ଆନନ୍ଦ ଉପଭୋଗ କରନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବଗଳାମୁଖୀ।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: ଲକ୍ଷ୍ୟ ହାସଲ ପାଇଁ ଅଗ୍ରସର ହେବେ। ରାଜନେତା ଆପଣଙ୍କୁ ନୂଆ ଦାୟିତ୍ଵ ଅର୍ପଣ କରିବେ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ସନ୍ଧ୍ୟାରେ ଜୀବନସାଥୀଙ୍କ ସହିତ ଆପଣଙ୍କ ଜୀବନ ଆନନ୍ଦମୟ ହେବ। ଶୁଭରଙ୍ଗ: ଧୂସର। ଆରାଧନା: ବାବା ଆଖଣ୍ଡଳମଣି।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: ମାଆବାପାଙ୍କ ସ୍ନେହ ପାଇବେ। ନୂଆ ଯୋଜନା ପ୍ରସ୍ତୁତ କରିବାରେ ବ୍ୟସ୍ତ ରହିବେ। ରାଜ୍ୟ ବାହାରକୁ ଯାତ୍ରାରେ ଯାଇପାରନ୍ତି। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିପାରେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।
/sambad/media/post_attachments/wp-content/uploads/2017/11/makar.jpg)
ମକର: ପୁରୁଷାର୍ଥ ଓ ଧାର୍ମିକ କାର୍ଯ୍ୟରେ ମନ ବଳିବ। ମାଆ ଓ ସ୍ତ୍ରୀଙ୍କର ସହଯୋଗ ପାଇବେ। ଜରୁରୀ କାମରେ ଯାତ୍ରାରେ ଯିବେ। ଆପଣଙ୍କ ପ୍ରୟାସ ବଢ଼ିଆ ପ୍ରମାଣିତ ହେବ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ରାମଚଣ୍ଡୀ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ବିଭିନ୍ନ ପ୍ରକାର ମାମଲାରେ ବ୍ୟସ୍ତ ରହିବେ। ଆପଣଙ୍କ ସହିତ ଅନ୍ୟମାନେ କରିଥିବା ଭୁଲ୍କୁ କ୍ଷମା କରି ଦିଅନ୍ତୁ। ବ୍ୟବସାୟ ସମ୍ବନ୍ଧରେ ବନ୍ଧୁଙ୍କ ସହିତ କଥାବାର୍ତ୍ତା ହେବେ। ବିଶେଷ ଯାତ୍ରାରେ ଯାଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଶାରଳା।
/sambad/media/post_attachments/wp-content/uploads/2017/11/mina.jpg)
ମୀନ: ଆପଣଙ୍କର ବ୍ୟକ୍ତିତ୍ଵ ସୂର୍ଯ୍ୟ ଭଳି ଚମକିବ। ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ପୂରା ହେବ। ବିରୋଧୀ ଆପଣଙ୍କ ସମ୍ମୁଖରେ ନତମସ୍ତକ ହେବେ। ଆମୋଦ-ପ୍ରମୋଦ ଓ ମନୋରଞ୍ଜନଧର୍ମୀ କାର୍ଯ୍ୟରେ ସମୟ କଟିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।
Follow Us