ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

publive-image ମେଷ: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। ବ୍ୟବସାୟରେ ନୂଆ ଅବସର ମିଳିବ। ଆସବାବ କିଣିବାରେ ଖର୍ଚ୍ଚ କରିବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

publive-image

ବୃଷ: ଧୈର୍ଯ୍ୟଧରି ଆଗକୁ ବଢ଼ନ୍ତୁ; ଆୟ ପାଇଁ ଭଲ ସୁଯୋଗ ପାଇବେ। ନାରାଜ ଥିବା ବନ୍ଧୁଙ୍କୁ ମନାଇନେବେ। ଜରୁରୀ କାମରେ ଯାତ୍ରାରେ ଯିବେ। ପରିବାରରେ ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ପାଟଣେଶ୍ୱରୀ।

publive-image
ମିଥୁନ: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟ ସମ୍ବନ୍ଧରେ ବନ୍ଧୁଙ୍କ ସହିତ କଥାବାର୍ତ୍ତା ହେବେ। ପ୍ରେମ ସାଗରରେ ବୁଡ଼ ପକାଇବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ହରିଶଙ୍କର।

publive-image

କର୍କଟ: ଯାହା ବି କାମ କରିବେ ବାଧାର ସମ୍ମୁଖୀନ ହେବେନାହିଁ। କେହି ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ଚାକିରିରେ ପଦୋନ୍ନତି କିମ୍ବା ଦରମା ବୃଦ୍ଧି ହେବ। ବ୍ୟବସାୟର ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ। ଶୁଭରଙ୍ଗ: ଲାଲ। ଆରାଧନା: ମହାଲକ୍ଷ୍ମୀ।

publive-image
ସିଂହ: ପ୍ରଭୁଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ମହତ୍ତ୍ଵପୂର୍ଣ୍ଣ କାର୍ଯ୍ୟରେ ଧ୍ୟାନ ଦିଅନ୍ତୁ। ପରିବାରଜନଙ୍କ ସହିତ ବିଚାରରେ ମତଭେଦ ବଢ଼ିପାରେ। ବ୍ୟବହାର ଭଲ ରଖନ୍ତୁ। ଛାତ୍ରଙ୍କର ଲେଖାପଢ଼ାରେ ମନ ବିଚଳିତ ହୋଇପାରେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ତାରିଣୀ।

publive-imageକନ୍ୟା: ନିରର୍ଥକ କଥାକୁ ନେଇ ଚିନ୍ତା କରନ୍ତୁ ନାହିଁ। ମାତାପିତାଙ୍କ ସେବା କରନ୍ତୁ; ଉନ୍ନତି ହେବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମହାଲକ୍ଷ୍ମୀ।

publive-image

ତୁଳା: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ଵନ୍ଦ୍ୱୀ ଶାନ୍ତ ରହିବେ। ଚାକିରି ଖୋଜୁଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରେ ଭଲ ଲାଭ ହେବ। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ମଝିଘରିଆଣୀ।

publive-image
ବିଛା: ମନରେ ଦ୍ଵନ୍ଦ୍ୱ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। ଆପଣଙ୍କ ନିଜର ପ୍ରତିଭାରୁ ବଡ଼ ଲାଭ ହେବ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ଭୂସଂପତ୍ତି ସମସ୍ୟାର ସମାଧାନ ହୋଇଯିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

publive-image

ଧନୁ: ଆପଣଙ୍କ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। ରାଜନୀତିରେ ଲାଭ ପାଇବେ। କୌଣସି ବଡ଼ କଂପାନିରେ ଚାକିରି ପାଇଁ ପ୍ରସ୍ତାବ ମିଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଭଲ କରିବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ବିମଳା।

publive-image
ମକର: ଗ୍ରହ ଚଳନ ଅନୁକୂଳ ଥିବାରୁ ଆପଣଙ୍କର ଲକ୍ଷ୍ୟ ହାସଲ କରିବା ସହଜ ହେବ। ସମାଜରେ ମାନସମ୍ମାନ ପାଇବେ। ଧନଲାଭ ଯୋଗ ରହିଛି। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ଘରକୁ ଅତିଥି ଆସିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ସୂର୍ଯ୍ୟଦେବ।
ଆ ଅମ୍ବିକା।

publive-image

କୁମ୍ଭ: ଦିନଟି ଠିକ୍‌ଠାକ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ବେକାରଙ୍କୁ ଚାକିରିର ପ୍ରସ୍ତାବ ମିଳିପାରେ। ପ୍ରେମ ପ୍ରସଙ୍ଗର ନୂଆ ସମ୍ଭାବନା ରହିଛି। ଶୁଭରଙ୍ଗ: ଲାଲ। ଆରାଧନା: ମାଆ କାଳୀଜାଈ।

publive-image
ମୀନ: ସାବଧାନତାର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତେ୍ଵ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ଅଫିସରେ ପ୍ରସନ୍ନତାଭରା ଦିନଟି ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମଙ୍ଗଳା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe