publive-image

Advertisment

ମେଷ: ନିଜକୁ ଲୋକଙ୍କ ନଜରରେ ଭଲ ପ୍ରମାଣିତ କରିପାରିବେ। କୌଣସି କାମରେ ଯଥେଷ୍ଟ ଲାଭ ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।

publive-image

ବୃଷ: କାର୍ଯ୍ୟକ୍ଷେତ୍ରରେ ଏଭଳି ସୁଯୋଗ ପାଇବେ ଯାହା ଦ୍ବାରା ଭବିଷ୍ୟତ ଉଜ୍ଜ୍ବଳ ହେବ। ଘରୋଇ ଜୀବନ ସୁଖ-ଶାନ୍ତିମୟ ହେବ। ଯାତାୟାତ ବେଳେ ସାବଧାନତା ଅବଲମ୍ବନ କରନ୍ତୁ।

publive-imageମିଥୁନ: ଚାକିରି ସମ୍ବନ୍ଧିତ ଭଲ ଖବର ପାଇବେ। ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ତୁଲାଇବେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।

publive-imageକର୍କଟ: କାରବାର ବୃଦ୍ଧି ଲାଗି ଦିନଟି ଭଲ। ବିରୋଧୀମାନେ କ୍ଷତି କରିବା ପାଇଁ ବିଫଳ ପ୍ରୟ‌ାସ କରିବେ। ଅଫିସ କାମରେ ଚିନ୍ତା କମ୍ ରହିବ। ନୂଆ ସଂପର୍କ ଗଢ଼ିବା ପାଇଁ ଦିନଟି ଭଲ।

publive-imageସିଂହ: କାର୍ଯ୍ୟକ୍ଷେତ୍ରରେ ଅଗ୍ରଗତି ଲାଗି ଦିନଟି ଉତ୍ତମ। କଳା କ୍ଷେତ୍ରରେ ଥିବା ଲୋକମାନେ ଭଲ ପ୍ରଦର୍ଶନ କରିବେ। ଜୀବନସାଥୀଙ୍କ ବ୍ୟବହାରରେ ଆପଣଙ୍କୁ ଖୁସି ମିଳିବ।

publive-imageକନ୍ୟା: ନୂଆ କାମ କରିବା ପାଇଁ ଦିନଟି ଉପଯୁକ୍ତ। ଲୁଗା ବ୍ୟବସାୟୀ ଯଥେଷ୍ଟ ଲାଭ ପାଇବେ। ଛାତ୍ରଛାତ୍ରୀଙ୍କର ଅଧ୍ୟୟନରେ ମନ ଲାଗିବ।

publive-imageତୁଳା: ବ୍ୟବସାୟୀ ନୂଆ ଯୋଜନା ତିଆରି କରିବେ। ଚାକିରିଆଙ୍କ ଲାଗି ଦିନଟି ଭଲ। କର୍ତ୍ତୃପକ୍ଷ ଆପଣଙ୍କ ଦରମା ବୃଦ୍ଧି ପାଇଁ ନିଷ୍ପତ୍ତି ନେଇପାରନ୍ତି।

publive-imageବିଛା: ମସ୍ତିଷ୍କରେ ଲାଗିରହିଥିବା ଚିନ୍ତା ସମାପ୍ତ ହୋଇଯିବ। ଶୁଭ ଖବର ମିଳିବାର ଯୋଗ ରହିଛି। ଆୟରେ ବୃଦ୍ଧି ହେବ। ଅଫିସରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ।

publive-imageଧନୁ: ବ୍ୟବସାୟରେ ତ୍ବରିତ ନିଷ୍ପତ୍ତି ଲାଭପ୍ରଦ ହେବ। ସନ୍ଧ୍ୟାରେ ବନ୍ଧୁମାନଙ୍କ ସହିତ ସମୟ ଅତିବାହିତ କରିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ।

publive-imageମକର: ଜରୁରୀ କାମରେ ଦୂର ସ୍ଥାନକୁ ଯିବେ। ଅଫିସରେ କାମର ବୋଝ ବଢ଼ିପାରେ। ପରିବାର ଲୋକେ ଆପଣଙ୍କ ଠାରୁ ଅନେକ କିଛି ଆଶା କରିବେ।

publive-image

କୁମ୍ଭ: ଧୈର୍ଯ୍ୟଧରି କାମ କଲେ ସଫଳ ହେବେ। ଅଫିସରେ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ଠିକ୍ କରିବେ। ମହିଳାଙ୍କୁ ଘର କାମରେ ପତିଙ୍କ ସହଯୋଗ ମିଳିବ।

publive-imageମୀନ: ଗମ୍ଭୀରତାର ସହ ଉଦ୍ୟମ କରନ୍ତୁ, ସଫଳ ହେବେ। ବନ୍ଧୁବର୍ଗଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। ସ୍ବାସ୍ଥ୍ୟ ଭଲ ରହିବ। ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ।