/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ଆପଣଙ୍କ ମନରେ ସକାରାତ୍ମକ ଭାବନା ଆସିବ। ଲାଗି ରହିଥିବା ସମସ୍ୟାର ସମାଧାନ ପାଇଁ ବନ୍ଧୁର ସାହାଯ୍ୟ ନେବେ। ଅଫିସରେ ସାବଧାନ ରହିବାର ଆବଶ୍ୟକତା ରହିଛି।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ଏଭଳି ମାମଲାରେ ପ୍ରବେଶ କରନ୍ତୁ ନାହିଁ ଯେଉଁଥିରେ ଆପଣଙ୍କର ସମ୍ପୃକ୍ତି ନାହିଁ। ଅନୁଭବୀ ଲୋକଙ୍କ ମତ ଲାଭଦାୟକ ସାବ୍ୟସ୍ତ ହେବ। ଜୀବନସାଥୀ ଖୁସି ରହିବେ।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: ପାରିବାରିକ ଜୀବନରେ ମହତ୍ତ୍ବପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ସରକାରୀ ଚାକିରିଆଙ୍କର କାମର ବୋଝ ଅଧିକ ରହିବ। ଶିକ୍ଷାର୍ଥୀଙ୍କୁ ଲେଖାପଢ଼ାରେ ଅଧିକ ପରିଶ୍ରମ କରିବାକୁ ହେବ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ପରିବାର ପାଇଁ କିଛି ଭଲ କରିବାର ଦିନଟିଏ। ପରିଶ୍ରମ ପାଇଁ ପଦୋନ୍ନତି ମିଳିପାରେ। ସମାଜରେ ସୁନାମ ହେବ। ସନ୍ଧ୍ୟାରେ ଜୀବନସାଥୀଙ୍କ ସହ ସମୟ କାଟିବେ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ଅଫିସରେ ଆପଣଙ୍କ ଠାରୁ ଅଧସ୍ତନ କର୍ମଚାରୀ କାମ ଶିଖିବାକୁ ଚାହିଁବେ। ଭ୍ରମଣ ସୁଖଦ ରହିବ। ପ୍ରେମିକ ପ୍ରେମିକା ନିଜ ସମ୍ବନ୍ଧ ବିଷୟରେ ଘର ଲୋକଙ୍କୁ ଜଣାଇବେ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: କୌଣସି ବନ୍ଧୁର ପରାମର୍ଶ ଆପଣଙ୍କୁ ପସନ୍ଦ ଆସିବ। ନୂଆ ଶକ୍ତିର ସହ କାମ କଲେ ଅଧୁରା କାମ ପୂରା ହେବ। ରାଜନୀତିରେ ଆର୍ଥିକ ଲାଭ ହେବ। ଆୟ ବ୍ୟୟର ସମାନତା ବଜାୟ ରହିବ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: ପୂଜାପାଠରେ ସମୟ ବିତିବ। ପରିବାରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। କୌଣସି ବଡ଼ ସଫଳତା ପାଇବେ। ବେପାର ପାଇଁ ଦିନଟି ଲାଭପ୍ରଦ। ଛାତ୍ରଙ୍କ ଲାଗି ଦିନଟି ଭଲ।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: କୌଣସି ନୂଆ ବିଚାର ଯଥେଷ୍ଟ ଆର୍ଥିକ ଲାଭ ଦେବ। ଆପଣଙ୍କର ଚେଷ୍ଟା ଫଳଦାୟୀ ହେବ। ଅଧିକାରୀମାନଙ୍କ ସହିତ କଥା ହେବା ବେଳେ ସାବଧାନ ରହିବା ଦରକାର।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: ଭାଗ୍ୟ ସହଯୋଗ କରିବ। କାର୍ଯ୍ୟକ୍ଷେତ୍ରରେ କିଛି ନୂଆ ଶିଖିବେ। ଜୀବନରେ ଲାଭର ଅବସର ପାଇବେ। ଘରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ଜୀବନସାଥୀ ଠାରୁ ଭଲ ଖବର ଶୁଣିବେ।
/sambad/media/post_attachments/wp-content/uploads/2017/11/makar.jpg)
ମକର: ବିଶେଷ କାମରେ ଦୂରସ୍ଥାନକୁ ଯାଇପାରନ୍ତି। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ପାରିବାରିକ ବନ୍ଧୁ ଠାରୁ କୌଣସି ଖୁସି ଖବର ପାଇବେ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ଚାକିରି ବୃତ୍ତିରେ ଲାଗି ରହିଥିବା ବାଧା ଶେଷ ହେବ। ଧନଲାଭର କିଛି ନୂଆ ମଉକା ପାଇବେ। ବାଲ୍ୟବନ୍ଧୁ ସହ ଦେଖା ହୋଇପାରେ। ବିଦ୍ୟାର୍ଥୀଙ୍କର ମନ ଲେଖାପଢ଼ାରେ ଲାଗିବ।
/sambad/media/post_attachments/wp-content/uploads/2017/11/mina.jpg)
ମୀନ: ତର୍କବିତର୍କରୁ ଦୂରେଇ ରହନ୍ତୁ। ବିରୋଧୀ ପକ୍ଷ ବାଧା ସୃଷ୍ଟି କରିବାକୁ ଚେଷ୍ଟା କରିବେ। ସମାଜରେ ଓକିଲଙ୍କର ପ୍ରସିଦ୍ଧି ବଢ଼ିବ। ନୂଆ ଘର ନିର୍ମାଣ ପାଇଁ ଯୋଜନା କରିବେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/08/gata-kali-rasi-4-1.jpg)