/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ବସ୍ତ୍ର ବ୍ୟବସାୟୀଙ୍କ ଲାଭ ବଜାୟ ରହିବ। ସନ୍ତାନ ପକ୍ଷରୁ ଖୁସି ଖବର ପାଇବେ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଲାଗି ରହିଥିବା ଛାତ୍ରଛାତ୍ରୀଙ୍କୁ ସଫଳତା ମିଳିବ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ନୂଆ ବ୍ୟବସାୟ ଆରମ୍ଭ କଲେ ଭଲ ଫଳ ମିଳିବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ବେକାରଙ୍କୁ ରୋଜଗାରର ମଉକା ମିଳିବ। ଅନ୍ୟମାନଙ୍କ ଦ୍ବାରା ନିଜର କାମ ହାସଲ କରିନେବେ।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: କୌଣସି ନିଷ୍ପତ୍ତି ନେବା ପୂର୍ବରୁ ପରିବାର ଲୋକଙ୍କ ମତ ନିଅନ୍ତୁ। ସରକାରୀ ଚାକିରିଆଙ୍କୁ ପଦୋନ୍ନତି ମିଳିବ। ଆପଣଙ୍କ ସ୍ବାସ୍ଥ୍ୟ ଭଲ ରହିବ। ଦାମ୍ପତ୍ୟ ଜୀବନରେ ଶାନ୍ତି ବଜାୟ ରହିବ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ଅଫିସ କାମରେ ଆପଣ ବ୍ୟସ୍ତ ରହିବେ। ଇଂଜିନିୟରଙ୍କୁ ଭଲ ଜାଗାରେ ଚାକିରି ମିଳିବ। ବେପାରରେ ଲାଭ ହେବ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ଘରୁ କାମରେ ବାହାରୁଥିବା ବେଳେ ବନ୍ଧୁ ଠାରୁ ଫୋନ ଆସିବ। ଜୀବନକୁ ଭଲ ଢଙ୍ଗରେ ଜିଇଁବା ପାଇଁ ଚେଷ୍ଟା କରିବେ। ଆପଣଙ୍କ ଭାଗ୍ୟର ଦ୍ବାର ଖୋଲିବ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: ଦାମ୍ପତ୍ୟ ଜୀବନରେ ଲାଗି ରହିଥିବା ମତଭେଦ ଦୂର ହେବ। ପୁତ୍ର ପକ୍ଷରୁ ଆପଣଙ୍କୁ ସୁଖ ମିଳିବ। ରାଜନୀତିରେ ଥିବା ବ୍ୟକ୍ତି କୌଣସି ସମାରୋହକୁ ଯିବାର ମଉକା ପାଇବେ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: ଧର୍ମକାର୍ଯ୍ୟରେ ମନ ଲାଗିବ। ଅଫିସରେ କୌଣସି କଥାକୁ ନେଇ ମାନସିକ ସ୍ଥିତି ଖରାପ ହୋଇପାରେ। ସୋସିଆଲ ମିଡିଆରେ ଆପଣଙ୍କର ବନ୍ଧୁ ବଢ଼ିବେ।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: ଆପଣଙ୍କ କୌଣସି କାମର ପ୍ରଶଂସା ହେବ। ମହିଳାମାନେ ବ୍ୟବସାୟ ଆରମ୍ଭ କରିବା ଲାଗି ଭଲ ଯୋଗ ଅଛି। ଜୀବନସାଥୀଙ୍କ ସହ ଲାଗି ରହିଥିବା ଭୁଲ୍ ବୁଝାମଣା ଦୂର ହେବ।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: ପେସାଦାର ବ୍ୟବସାୟୀ ଚୁକ୍ତି ହସ୍ତାକ୍ଷର କରିବେ। ଅଧ୍ୟାପକଙ୍କ ଲାଗି ଦିନଟି ଲାଭଦାୟକ। ଭାଇ ଭଉଣୀଙ୍କ ସହିତ ଖୁବ୍ ମନୋରଂଜନ କରିବେ।
/sambad/media/post_attachments/wp-content/uploads/2017/11/makar.jpg)
ମକର: ଆପଣଙ୍କୁ ଖୁସି ଖବର ମିଳିବ। ଦାମ୍ପତ୍ୟ ଜୀବନରେ ପ୍ରସନ୍ନ ରହିବେ। ଛାତ୍ର ସହପାଠୀଙ୍କ ସାହାଯ୍ୟରେ ଅଧୁରା ପାଠ ପୂରା କରିବେ। ପ୍ରିୟଜନଙ୍କ ଠାରୁ ଉପହାର ପାଇବେ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: କାରବାରରେ ଭାବିଚିନ୍ତି ଆଗକୁ ବଢ଼ନ୍ତୁ। କାହାରିକୁ ଅଧିକ ଭରସା କରନ୍ତୁ ନାହିଁ। ଋଣ ପାଇଁ ଆବେଦନ କରିଥିଲେ ଆଜି ଆପଣଙ୍କୁ ସ୍ବୀକୃତି ମିଳିବ। ଶରୀର ସୁସ୍ଥ ରହିବ।
/sambad/media/post_attachments/wp-content/uploads/2017/11/mina.jpg)
ମୀନ: ଧର୍ମକାର୍ଯ୍ୟ ଆଡ଼କୁ ମନ ଢଳିବ। ବ୍ୟକ୍ତିଗତ ଜୀବନରେ ଦାୟିତ୍ବ ବଢ଼ିପାରେ। ବୈବାହିକ ଜୀବନରେ ସୁଖ ବୃଦ୍ଧି ହେବ। ଆପଣଙ୍କ ମସ୍ତିଷ୍କକୁ ଆମଦାନି ବୃଦ୍ଧିର ନୂଆ ଯୋଜନା ଆସିବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/08/gata-kali-rasi-4-1.jpg)