/sambad/media/post_attachments/wp-content/uploads/2017/11/ms-1.jpg) ମେଷ: କିଛି ନୂଆ ଓ ସକାରାତ୍ମକ କାମ କରିବାକୁ ଭାବିବେ। କ୍ଷୁଦ୍ର ଉଦ୍ୟୋଗୀଙ୍କ ଲାଗି ଦିନଟି ଭଲ। କୋର୍ଟ ମକଦ୍ଦମାର ସମାଧାନ ବାହାରିବ। ପତି ପତ୍ନୀଙ୍କ ମଧ୍ୟରେ ସମ୍ବନ୍ଧ ମଧୁର ହେବ।
ମେଷ: କିଛି ନୂଆ ଓ ସକାରାତ୍ମକ କାମ କରିବାକୁ ଭାବିବେ। କ୍ଷୁଦ୍ର ଉଦ୍ୟୋଗୀଙ୍କ ଲାଗି ଦିନଟି ଭଲ। କୋର୍ଟ ମକଦ୍ଦମାର ସମାଧାନ ବାହାରିବ। ପତି ପତ୍ନୀଙ୍କ ମଧ୍ୟରେ ସମ୍ବନ୍ଧ ମଧୁର ହେବ।
/sambad/media/post_attachments/wp-content/uploads/2017/11/brus-290x300.jpg) ବୃଷ: ଆହ୍ବାନକୁ ସହଜରେ ମୁକାବିଲା କରିପାରିବେ। ଭଉଣୀ ଜରୁରୀ କାମରେ ଆପଣଙ୍କୁ ସାହାଯ୍ୟ ମାଗିବେ। ପଡ଼ୋଶୀଙ୍କ ଠାରୁ ସକାରାତ୍ମକ ବ୍ୟବହାର ପାଇବେ।
ବୃଷ: ଆହ୍ବାନକୁ ସହଜରେ ମୁକାବିଲା କରିପାରିବେ। ଭଉଣୀ ଜରୁରୀ କାମରେ ଆପଣଙ୍କୁ ସାହାଯ୍ୟ ମାଗିବେ। ପଡ଼ୋଶୀଙ୍କ ଠାରୁ ସକାରାତ୍ମକ ବ୍ୟବହାର ପାଇବେ।
/sambad/media/post_attachments/wp-content/uploads/2017/11/mithun.jpg) ମିଥୁନ: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ଜୀବନସାଥୀଙ୍କ ସହ ଲାଗି ରହିଥିବା ମନୋମାଳିନ୍ୟ ସମାପ୍ତ ହେବ। କାରବାରରେ ଲାଗି ରହିଥିବା ବାଧା ଦୂର ହେବ।
ମିଥୁନ: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ଜୀବନସାଥୀଙ୍କ ସହ ଲାଗି ରହିଥିବା ମନୋମାଳିନ୍ୟ ସମାପ୍ତ ହେବ। କାରବାରରେ ଲାଗି ରହିଥିବା ବାଧା ଦୂର ହେବ।
/sambad/media/post_attachments/wp-content/uploads/2017/11/karkat.jpg) କର୍କଟ: ଅଫିସରେ କାମର ବୋଝ ଅଧିକ ରହିବ। ଧୀଶକ୍ତି ବଳରେ ସବୁ ପ୍ରକାର ସ୍ଥିତିକୁ ସମ୍ଭାଳି ନେବେ। ଛାତ୍ରଛାତ୍ରୀ ଏକାନ୍ତରେ ଅଧ୍ୟୟନ କରନ୍ତୁ।
କର୍କଟ: ଅଫିସରେ କାମର ବୋଝ ଅଧିକ ରହିବ। ଧୀଶକ୍ତି ବଳରେ ସବୁ ପ୍ରକାର ସ୍ଥିତିକୁ ସମ୍ଭାଳି ନେବେ। ଛାତ୍ରଛାତ୍ରୀ ଏକାନ୍ତରେ ଅଧ୍ୟୟନ କରନ୍ତୁ।
/sambad/media/post_attachments/wp-content/uploads/2017/11/singha.jpg) ସିଂହ: ମାନସିକ ପ୍ରସନ୍ନତା ବଜାୟ ରହିବ। ପୁରୁଣା ମକଦ୍ଦମାରେ ଜୟଲାଭ କରିବେ। ପ୍ରେମୀଯୁଗଳଙ୍କ ଲାଗି ଭଲ ଦିନଟିଏ। ଡାକ୍ତରୀ ଛାତ୍ରଙ୍କୁ ବରିଷ୍ଠ ଡାକ୍ତରଙ୍କ ପରାମର୍ଶ ମିଳିବ।
ସିଂହ: ମାନସିକ ପ୍ରସନ୍ନତା ବଜାୟ ରହିବ। ପୁରୁଣା ମକଦ୍ଦମାରେ ଜୟଲାଭ କରିବେ। ପ୍ରେମୀଯୁଗଳଙ୍କ ଲାଗି ଭଲ ଦିନଟିଏ। ଡାକ୍ତରୀ ଛାତ୍ରଙ୍କୁ ବରିଷ୍ଠ ଡାକ୍ତରଙ୍କ ପରାମର୍ଶ ମିଳିବ।
/sambad/media/post_attachments/wp-content/uploads/2017/11/kanya.jpg) କନ୍ୟା: ସବୁ କାମ ନିଜେ କରିବାକୁ ଚେଷ୍ଟା କରନ୍ତୁ। ଘରର ପରିବେଶ ଠିକ୍ ରହିବ। ସିମେଣ୍ଟ ବେପାରୀଙ୍କ ଲାଗି ଦିନଟି ଭଲ। କୌଣସି ବନ୍ଧୁ ଆପଣଙ୍କ ସହ ମିଶିବାକୁ ଆସିବେ।
କନ୍ୟା: ସବୁ କାମ ନିଜେ କରିବାକୁ ଚେଷ୍ଟା କରନ୍ତୁ। ଘରର ପରିବେଶ ଠିକ୍ ରହିବ। ସିମେଣ୍ଟ ବେପାରୀଙ୍କ ଲାଗି ଦିନଟି ଭଲ। କୌଣସି ବନ୍ଧୁ ଆପଣଙ୍କ ସହ ମିଶିବାକୁ ଆସିବେ।
/sambad/media/post_attachments/wp-content/uploads/2017/11/tula.jpg) ତୁଳା: ସକାରାତ୍ମକ ଭାବନା ଘେନି ଆଗକୁ ବଢ଼ିବେ। ଦୋକାନୀଙ୍କୁ ଯଥେଷ୍ଟ ଲାଭ ମିଳିବ। ଆପଣଙ୍କ ଯୋଜନା ଅନ୍ୟମାନଙ୍କୁ ଜଣାନ୍ତୁ ନାହିଁ। ପରିବାରରେ ଖୁସିର ପରିବେଶ ରହିବ।
ତୁଳା: ସକାରାତ୍ମକ ଭାବନା ଘେନି ଆଗକୁ ବଢ଼ିବେ। ଦୋକାନୀଙ୍କୁ ଯଥେଷ୍ଟ ଲାଭ ମିଳିବ। ଆପଣଙ୍କ ଯୋଜନା ଅନ୍ୟମାନଙ୍କୁ ଜଣାନ୍ତୁ ନାହିଁ। ପରିବାରରେ ଖୁସିର ପରିବେଶ ରହିବ।
/sambad/media/post_attachments/wp-content/uploads/2017/11/bicha.jpg) ବିଛା: ନିଜର ଶକ୍ତିକୁ ଭଲ କାମରେ ଲଗାଇ ପାରନ୍ତି। ବ୍ୟବସାୟରେ ଧନଲାଭ ହେବ। ସମାଜସେବୀଙ୍କ ଲାଗି ଦିନଟି ଭଲ। ବଡ଼ ଭାଇ ଭଉଣୀଙ୍କ ସମ୍ବନ୍ଧ ମଜଭୁତ ହେବ।
ବିଛା: ନିଜର ଶକ୍ତିକୁ ଭଲ କାମରେ ଲଗାଇ ପାରନ୍ତି। ବ୍ୟବସାୟରେ ଧନଲାଭ ହେବ। ସମାଜସେବୀଙ୍କ ଲାଗି ଦିନଟି ଭଲ। ବଡ଼ ଭାଇ ଭଉଣୀଙ୍କ ସମ୍ବନ୍ଧ ମଜଭୁତ ହେବ।
/sambad/media/post_attachments/wp-content/uploads/2017/10/dhanu.jpg) ଧନୁ: ନିଜର ସାମର୍ଥ୍ୟ ବଳରେ କାମ ପୂରା କରିନେବେ। ବିରୋଧୀମାନଙ୍କ ପ୍ରତି ସାବଧାନ ରୁହନ୍ତୁ। ଛାତ୍ରଙ୍କର ମନ ଉପନ୍ୟାସ ପଠନରେ ଲାଗି ରହିବ।
ଧନୁ: ନିଜର ସାମର୍ଥ୍ୟ ବଳରେ କାମ ପୂରା କରିନେବେ। ବିରୋଧୀମାନଙ୍କ ପ୍ରତି ସାବଧାନ ରୁହନ୍ତୁ। ଛାତ୍ରଙ୍କର ମନ ଉପନ୍ୟାସ ପଠନରେ ଲାଗି ରହିବ।
/sambad/media/post_attachments/wp-content/uploads/2017/11/makar.jpg) ମକର: ନିଜର ଜୀବନଶୈଳୀରେ ପରିବର୍ତ୍ତନ ଆଣନ୍ତୁ। ପାରିବାରିକ ପ୍ରସଙ୍ଗରେ ତରବରିଆ ନିଷ୍ପତ୍ତି ନିଅନ୍ତୁ ନାହିଁ। ବଡ଼ ସୁଯୋଗ ମିଳିବା ଯୋଗୁଁ ଧନଲାଭ ହୋଇପାରେ।
ମକର: ନିଜର ଜୀବନଶୈଳୀରେ ପରିବର୍ତ୍ତନ ଆଣନ୍ତୁ। ପାରିବାରିକ ପ୍ରସଙ୍ଗରେ ତରବରିଆ ନିଷ୍ପତ୍ତି ନିଅନ୍ତୁ ନାହିଁ। ବଡ଼ ସୁଯୋଗ ମିଳିବା ଯୋଗୁଁ ଧନଲାଭ ହୋଇପାରେ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ବାପାଙ୍କ କହିବା ମାର୍ଗରେ ଚାଲନ୍ତୁ, ସଫଳତା ନିଶ୍ଚୟ ପାଇବେ। ବ୍ୟବସାୟରେ ଭଲ ସୁଯୋଗ ପାଇବେ। ସନ୍ଧ୍ୟା ସୁଦ୍ଧା କୌଣସି ସମାରୋହରେ ସାମିଲ ହୋଇପାରନ୍ତି।
/sambad/media/post_attachments/wp-content/uploads/2017/11/mina.jpg) ମୀନ: କାମ ପାଇଁ ଅଧିକ ଯାଆସ କରିବେ। ଦୀର୍ଘ ଦିନରୁ ସ୍ଥଗିତ ଥିବା ସରକାରୀ କାମ ପୂରା ହୋଇଯିବ। ପରିବାର ସହ ମଧ୍ୟାହ୍ନ ଭୋଜନର ଆନନ୍ଦ ଉପଭୋଗ କରିବେ।
ମୀନ: କାମ ପାଇଁ ଅଧିକ ଯାଆସ କରିବେ। ଦୀର୍ଘ ଦିନରୁ ସ୍ଥଗିତ ଥିବା ସରକାରୀ କାମ ପୂରା ହୋଇଯିବ। ପରିବାର ସହ ମଧ୍ୟାହ୍ନ ଭୋଜନର ଆନନ୍ଦ ଉପଭୋଗ କରିବେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/08/gata-kali-rasi-4-1.jpg)
