/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: କ୍ୟାରିୟର ଲାଗି ଦିନଟି ବହୁତ ଭଲ। ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ମହିଳାଙ୍କୁ ଖୁସି ଖବର ମିଳିବ। ଗଣମାଧ୍ୟମ କର୍ମଚାରୀଙ୍କ ଲାଗି ଦିନଟି ବହୁତ ଭଲ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାରରେ ଲୋକେ ପ୍ରଭାବିତ ହେବେ। ବ୍ୟବସାୟରେ ଆଶାଜନକ ଫଳ ପାଇବେ। ସନ୍ଧ୍ୟାରେ ଭାଇ ଭଉଣୀଙ୍କ ସହ ସମୟ ବିତିବ। ସ୍ବାସ୍ଥ୍ୟ ଭଲ ରହିବ।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: ନିଜକୁ ଶକ୍ତିଶାଳୀ ଅନୁଭବ କରିବେ। ବନ୍ଧୁମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ। ମହିଳାମାନେ ଅନ୍ଲାଇନ୍ରେ କିଣାକିଣି କରିବେ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ନୂଆ କାମ ଆରମ୍ଭ କରିବା ଯୋଗୁଁ ଘର ଲୋକ ଖୁସି ହେବେ। ସଫଳତାର ନୂଆ ମାର୍ଗ ଖୋଲିବ। ବନ୍ଧୁ ସହ କୌଣସି କଥାରେ ମତଭେଦ ହେବ। ଖାଦ୍ୟ ପାନୀୟ ନେଇ ସଜାଗ ରୁହନ୍ତୁ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ଭାଗ୍ୟ ଭରସାରେ ରୁହନ୍ତୁ ନାହିଁ। କାମ କରିବା ସମୟରେ ମନ ଶାନ୍ତ ରଖନ୍ତୁ। ଆର୍ଥିକ ସମସ୍ୟାର ସମାଧାନ ହେବ। ବାଣିଜ୍ୟ ଛାତ୍ରଙ୍କୁ କିଛି ନୂଆ ଶିଖିବାକୁ ମିଳିବ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: କୌଣସି ବ୍ୟକ୍ତିଙ୍କ ଦ୍ବାରା ଆଶାଠୁଁ ଅଧିକ ଲାଭ ହେବ। ସମାଜରେ ଆପଣଙ୍କର ମାନ ସମ୍ମାନ ବଢ଼ିବ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ବହୁତ ଭଲ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: ଆପଣଙ୍କ ଲାଗି ଦିନଟି ଖୁସିରେ ପୂର୍ଣ୍ଣ ରହିବ। କୌଣସି ଜରୁରୀ ଯୋଜନା କାର୍ଯ୍ୟକାରୀ କରିବେ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ। ବିବାହିତ ଲୋକଙ୍କୁ ବିବାହ ସୁଖ ମିଳିବ।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: ରାଜନେତାଙ୍କର ସାମାଜିକ ପ୍ରତିଷ୍ଠା ବଢ଼ିବ। ଏବେ କରୁଥିବା ପରିଶ୍ରମରୁ ଭବିଷ୍ୟତ୍ରେ ଲାଭ ପାଇବେ। ଅଫିସରେ ଆପଣଙ୍କ କାମର ପ୍ରଶଂସା ହେବ। ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: କାହାରିକୁ ଅଧିକ ସମାଲୋଚନା କରନ୍ତୁ ନାହିଁ। ଆପଣ ପ୍ରତ୍ୟେକ କାମ ନିଜେ କରନ୍ତୁ। ବାପାମାଆଙ୍କ ସହ ଧର୍ମାନୁଷ୍ଠାନକୁ ଯିବେ। ପ୍ରେମୀଯୁଗଳ ପରସ୍ପରଙ୍କୁ ସମ୍ମାନ କରିବେ।
/sambad/media/post_attachments/wp-content/uploads/2017/11/makar.jpg)
ମକର: ଦୈନନ୍ଦିନ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ। ଜୀବନସାଥୀଙ୍କ ସହ ଘର କିଣିବା ପାଇଁ ଯୋଜନା କରିବେ। ଦାମ୍ପତ୍ୟ ଜୀବନରେ ନୂତନତ୍ବ ଆସିବ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ଅତ୍ୟଧିକ ସକ୍ରିୟ ରହିବେ। ଚାଷୀଙ୍କର ଧନଲାଭ ହେବ। ଆପଣଙ୍କର ସକାରାତ୍ମକ ବ୍ୟବହାର ଲୋକମାନଙ୍କୁ ପ୍ରଭାବିତ କରିବ।
ମୀନ: ଆର୍ଥିକ ମାମଲାକୁ ନେଇ ସତର୍କ ରୁହନ୍ତୁ। ଆପଣଙ୍କର ବ୍ୟବହାର ଲୋକମାନଙ୍କୁ ଆକର୍ଷିତ କରିବ। ପରିଶ୍ରମ ବଳରେ ଆପଣଙ୍କୁ ସଫଳତା ମିଳିବ। ପ୍ରେମ ଜୀବନ ଭଲ ହେବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/08/gata-kali-rasi-4-1.jpg)