publive-imageମେଷ: ବିଭିନ୍ନ ମାମଲାରେ ବ୍ୟସ୍ତ ରହିବେ। ବ୍ୟବସାୟରେ ବିପଦଜନକ ପଦକ୍ଷେପ ନିଅନ୍ତୁ ନାହିଁ। କର୍ମଜୀବୀ ମହିଳାଙ୍କର ପଦୋନ୍ନତି ହେବ। ହଜିଥିବା ବସ୍ତୁ ପାଇବେ।

Advertisment

publive-imageବୃଷ: ଉନ୍ନତି ଲାଗି ନୂଆ ସୁଯୋଗ ଆସିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ହେବ। ଜୀବନସାଥୀଙ୍କ ଖୁସି ଲାଗି ଧ୍ୟାନ ଦେବାକୁ ହେବ। ଛାତ୍ରଙ୍କ ସମ୍ମୁଖରେ ସଂଶୟର ସ୍ଥିତି ରହିବ।

publive-imageମିଥୁନ: ବ୍ୟବସାୟରେ ବଡ଼ ସଫଳତା ମିଳିପାରେ। କୌଣସି ସମାରୋହକୁ ଯିବା ପାଇଁ ଯୋଜନା କରିପାରନ୍ତି। ଚାକିରି ସଂପର୍କିତ କୌଣସି ଭଲ ଖବର ପାଇପାରନ୍ତି।

publive-imageକର୍କଟ: ବ୍ୟବସାୟରେ ଭଲ ଡିଲ୍ ହେବାର ସମ୍ଭାବନା ଅଛି। ବ୍ୟାଙ୍କରେ ଅର୍ଥ କାରବାର ସାବଧାନତାର ସହ କରିବା ଦରକାର। ଛାତ୍ରଙ୍କ ଲାଗି ଦିନଟି ଭଲ।

publive-imageସିଂହ: ଆପଣଙ୍କର ଧ୍ୟାନ ଆଧ୍ୟାତ୍ମିକ ଦିଗରେ ଲାଗି ରହିବ। ବିବାହିତ କୌଣସି ଧାର୍ମିକ ସ୍ଥାନକୁ ଯିବାର ଯୋଜନା କରିପାରନ୍ତି। ବ୍ୟବସାୟରେ ତ୍ବରିତ ନିଷ୍ପତ୍ତି ଲାଭପ୍ରଦ ହେବ।

publive-imageକନ୍ୟା: ଆତ୍ମବିଶ୍ବାସ ସହିତ କାମ କରନ୍ତୁ, ସଫଳତା ନିଶ୍ଚୟ ପାଇବେ। ବ୍ୟାଙ୍କ ବାଲାନ୍‍ସ ବୃଦ୍ଧି ହେବ। ଛାତ୍ର ନିଜର ମୁରବିଙ୍କ ଠାରୁ ମାର୍ଗଦର୍ଶନ ନିଅନ୍ତୁ।

publive-imageତୁଳା: ପୂର୍ବ କଥା ମନେ ପଡ଼ିବା ଯୋଗୁଁ ମନ ପ୍ରଫୁଲ୍ଲିତ ହୋଇଯିବ। ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଚିନ୍ତା କରିପାରନ୍ତି। ଦାମ୍ପତ୍ୟ ଜୀବନରେ ତାଳମେଳ ରହିବ।

publive-imageବିଛା: ଆପଣଙ୍କ ମନ ଆଧ୍ୟାତ୍ମିକ ଦିଗରେ ଲାଗି ରହିବ। ଆପଣଙ୍କର ଅଧୁରା କାମରେ କେହି ସାହାଯ୍ୟ କରିବେ। କର୍ତ୍ତୃପକ୍ଷଙ୍କ ଠାରୁ ଆପଣଙ୍କୁ ଉପହାର ମିଳିପାରେ।

publive-imageଧନୁ: କାରବାରରେ ପରିବର୍ତ୍ତନ କରି ସଫଳତା ପାଇବେ। ଘରକୁ କୌଣସି ବନ୍ଧୁ ଆସିବା ହେତୁ ମନ ପ୍ରସନ୍ନ ରହିବ। ଅଫିସରେ ନୂଆ ପ୍ରକଳ୍ପରେ କାମ କରିପାରନ୍ତି।

publive-imageମକର: କୌଣସି କାମ ଆରମ୍ଭ କରିବା ଲାଗି ସମୟ ଭଲ। ବନ୍ଧୁଙ୍କ ସହଯୋଗ ଓ ସାହାଯ୍ୟ ପାଇବେ। ବ୍ୟବସାୟରେ ଭଲ ଲାଭ ହେବ। ସନ୍ଧ୍ୟା ସମୟ ଆନନ୍ଦଭରା ରହିବ।

publive-image

କୁମ୍ଭ: ମସ୍ତିଷ୍କରେ ଘୂରିବୁଲୁଥିବା ନକାରାତ୍ମକ ଚିନ୍ତା ସମାପ୍ତ ହୋଇଯିବ। ବ୍ୟବସାୟରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ। ଚାକିରୀଜୀବୀଙ୍କୁ ଭଲ ସୁଯୋଗ ମିଳିପାରେ।

publive-imageମୀନ: ବିପରୀତ ପରିସ୍ଥିତି ଆପଣଙ୍କୁ ବିଚଳିତ କରିପାରିବ ନାହିଁ। କାର୍ଯ୍ୟକ୍ଷେତ୍ରରେ ନୂଆ ସୁଯୋଗ ପାଇବେ। ବାହନ କିଣିବା ଲାଗି ଦିନଟି ଶୁଭ।