/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ଜୀବନରେ ନୂଆ ମାଇଲଖୁଣ୍ଟ ହାସଲ କରିବେ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ପ୍ରସିଦ୍ଧି ମିଳିବ। ଆର୍ଥିକ ଚିନ୍ତା ଦୂର ହେବ। ପରିବାରରେ ସୁଖ ଶାନ୍ତି ବଜାୟ ରହିବ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ଜୀବନସାଥୀଙ୍କ ଠାରୁ ଭଲ ଖବର ଶୁଣିବେ। ପୂର୍ବରୁ କରି ଆସୁଥିବା କାମରୁ ଲାଭ ହେବ। ପାରିବାରିକ ଜୀବନ ସୁଖମୟ ହେବ। ଲେଖକଙ୍କୁ ଖ୍ୟାତି ମିଳିବ।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: କାର୍ଯ୍ୟକ୍ଷେତ୍ରରେ ସକାରାତ୍ମକ ପରିଣାମ ପାଇବେ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ସୁଦୃଢ଼ ହେବ। ଆଇନ ମାମଲାରେ ଆପଣଙ୍କୁ ଆରାମ ମିଳିବ। ପ୍ରେମ ଜୀବନ ମଧୁର ହେବ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ବ୍ୟବସାୟ କାମରେ ବାପାଙ୍କ ସାହାଯ୍ୟ ନେବେ। ଫିଲ୍ମ କ୍ଷେତ୍ରରେ ସଂଘର୍ଷ କରୁଥିବା କଳାକାରଙ୍କୁ ବଡ଼ ସୁଯୋଗ ମିଳିବ। କୋର୍ଟ ମାମଲା ଆପଣଙ୍କ ପକ୍ଷରେ ହୋଇପାରେ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ନିଜ ଭାବନାକୁ ସକାରାତ୍ମକ ରଖନ୍ତୁ। ଆପଣ ଯେଉଁ ଯୋଜନା ପ୍ରସ୍ତୁତ କରିଛନ୍ତି ତାହା ସଫଳ ହେବା ପାଇଁ ସମୟ ଲାଗିବ। ଆପଣଙ୍କ ବ୍ୟବହାରରେ ସାଥୀ ପ୍ରସନ୍ନ ରହିବେ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: ଆପଣଙ୍କର ପ୍ରଦର୍ଶନ ଦେଖି କର୍ତ୍ତୃପକ୍ଷ ପଦୋନ୍ନତି ପାଇଁ ବିଚାର କରିବେ। ରାଜନୀତିରେ ଥିବା ବ୍ୟକ୍ତି ପ୍ରଶଂସିତ ହେବେ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢ଼ାଇବେ। ଲାଭର ଅବସର ହାତଛଡ଼ା କରନ୍ତୁ ନାହିଁ। ମହିଳାମାନଙ୍କ ଲାଗି ଦିନଟି ଆରାମଦାୟକ ରହିବ।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: ଆପଣଙ୍କ ସଫଳତା ମାର୍ଗରେ କାହାରିକୁ ଆସିବାକୁ ଦିଅନ୍ତୁ ନାହିଁ। ସମାଜସେବାୀଙ୍କ ଲାଗି ଦିନଟି ବହୁତ ଭଲ। ପରିବାରରେ ଖୁସିର ପରିବେଶ ରହିବ।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। ସାମାଜିକ କାର୍ଯ୍ୟକଳାପରେ ସକ୍ରିୟ ଭୂମିକା ନିର୍ବାହ କରିବେ। ବ୍ୟବସାୟରେ ମନ ମୁତାବକ ଲାଭ ପାଇବେ।
/sambad/media/post_attachments/wp-content/uploads/2017/11/makar.jpg)
ମକର: ଆର୍ଥିକ ଉନ୍ନତି ଲାଗି ନିଜ ରଚନାତ୍ମକ କ୍ଷମତାର ପ୍ରୟୋଗ କରିବେ। ଅଳଙ୍କାର ବ୍ୟବସାୟୀ ସାବଧାନତା ଅବଲମ୍ବନ କରନ୍ତୁ। ଶତ୍ରୁ ହଇରାଣ କରିବାକୁ ଚେଷ୍ଟା କରିବେ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ଭାବିଥିବା କାମ ସଂପୂର୍ଣ୍ଣ ହେବ। କୌଣସି ବନ୍ଧୁ ମାଧ୍ୟମରେ ଧନଲାଭ ହେବ। ଓକିଲଙ୍କର ସମାଜରେ ପ୍ରସିଦ୍ଧି ବଢ଼ିବ। କଳା ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଶୁଭ।
ମୀନ: ଆପଣଙ୍କ ଆତ୍ମବିଶ୍ବାସର ସ୍ତର ବଢ଼ିବ। କାରବାରରେ ବନ୍ଧୁ ବା ପରିବାର ଲୋକଙ୍କ ସାହାଯ୍ୟ ପାଇବେ। ଚାକିରିରେ ପଦୋନ୍ନତିର ସମ୍ଭାବନା ରହିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/09/gata-kali-rasi-4-1.jpg)