/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ପୂର୍ବରୁ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ସମସ୍ତଙ୍କ ଦୃଷ୍ଟିରେ ଭଲ ହୋଇ ରହିବେ। ପରିବାରରେ ଧାର୍ମିକ ଅନୁଷ୍ଠାନ କରିବା ଲାଗି ଯୋଜନା କରିବେ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ। ବେପାରରେ ବୃଦ୍ଧି ହେବ। ଅଜଣା ବ୍ୟକ୍ତିଙ୍କ ମାଧ୍ୟମରେ ଲାଭ ପାଇବେ। ମାଆ ଆପଣଙ୍କର ମନ ପସନ୍ଦର ବ୍ୟଞ୍ଜନ ତିଆରି କରି ଖୁଆଇବେ।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: ଅଫିସରେ କୌଣସି କାମକୁ ନେଇ ସହକର୍ମୀଙ୍କ ସହ ବିଚାର ବିମର୍ଶ କରିବେ। ବେପାରରେ ଯଥେଷ୍ଟ ଲାଭ ପାଇବେ। ଛାତ୍ରଙ୍କର ବନ୍ଧୁମାନଙ୍କ ସହ ମିଳାମିଶା ବଢ଼ିବ। 
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ଆପଣଙ୍କ କଳ୍ପନାଶକ୍ତି ଲକ୍ଷ୍ୟ ପ୍ରାପ୍ତିରେ ସହାୟକ ହେବ। ଯାହା ବି କାମ କରିବେ କମ୍ ସମୟରେ ପୂରା ହୋଇଯିବ। କିଣାବିକା ଲାଗି ଭଲ ଦିନଟିଏ। ଶିକ୍ଷାର୍ଥୀଙ୍କୁ ସଫଳତା ମିଳିବ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ଜୀବିକା ସମ୍ବନ୍ଧରେ କିଛି ଭଲ ଖବର ପାଇବେ। ଆପଣ ଭାବିଥିବା କାମ ସଂପୂର୍ଣ୍ଣ ହେବ। କାରବାର ନେଇ ଅନ୍ୟମାନଙ୍କ ଠାରୁ ଭଲ ପରାମର୍ଶ ପାଇବେ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: ଦିନଟି ପୂର୍ବ ଅପେକ୍ଷା ଭଲରେ ବିତିବ। ଜୀବନସାଥୀଙ୍କ ସହ କୌଣସି ପ୍ରସଙ୍ଗରେ ଦୀର୍ଘ ସମୟ କଥାବାର୍ତ୍ତା କରିବେ। କାର୍ଯ୍ୟକ୍ଷେତ୍ରରେ କୌଣସି କାର୍ଯ୍ୟର ଯୋଜନା ପ୍ରସ୍ତୁତ କରିବେ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: ଦିନଟି ଖୁସିରେ ପୂର୍ଣ୍ଣ ରହିବ। କ୍ୟାରିୟରରେ ସଫଳତା ହାସଲ କରିବେ। ବିବାହିତଙ୍କ ଲାଗି ଦିନଟି ଭଲ। ଜରୁରୀ କାମ କରିବାକୁ ଭାବୁଥିଲେ ତାହା ପୂରା ହୋଇଯିବ।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: ମନରେ ଉତ୍ସାହ ବଜାୟ ରହିବ। ନିଜର ଆତ୍ମବିଶ୍ବାସ ବଳରେ କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଅବିବାହିତ ଲୋକଙ୍କ ଭାଗ୍ୟ ଉଜ୍ଜ୍ବଳ ହେବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ କରିବେ।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: ସାମାଜିକ କାର୍ଯ୍ୟରେ ରୁଚି ବଢ଼ିବ। ଭାଗୀଦାରି କାରବାରରେ ଲାଭ ପାଇବେ। ସନ୍ତାନ ପକ୍ଷରୁ ଖୁସି ଖବର ପାଇବେ। ସନ୍ଧ୍ୟାରେ ବନ୍ଧୁମାନଙ୍କ ସହ ସମୟ କାଟି ଆନନ୍ଦିତ ହେବେ।
/sambad/media/post_attachments/wp-content/uploads/2017/11/makar.jpg)
ମକର: ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କର ଧନଲାଭ ହେବ। ଦୀର୍ଘ ଦିନର ସ୍ଥଗିତ କାମ ପୂରା ହେବ। ପରିଶ୍ରମର ସନ୍ତୋଷଜନକ ଫଳ ପାଇବେ। ପ୍ରିୟତମଙ୍କ ସହ ସମ୍ବନ୍ଧ ମଜଭୁତ ହେବ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ଏକାଗ୍ରତାର ସହ କରୁଥିବା କାମରେ ସଫଳ ହେବେ। ନୂଆ କାମ କରିବା ଲାଗି ଯୋଜନା କରିବେ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ। କ୍ଷୁଦ୍ର ଉଦ୍ୟୋଗୀଙ୍କୁ ଯଥେଷ୍ଟ ଲାଭ ହେବ।
/sambad/media/post_attachments/wp-content/uploads/2017/11/mina.jpg) ମୀନ: ଆର୍ଥିକ ମାମଲାରେ ଲୋକଙ୍କ ଉପରେ ଅଧିକ ଭରସା କରନ୍ତୁ ନାହିଁ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ। ଜୀବନସାଥୀଙ୍କ ସହ କୌଣସି ଧର୍ମାନୁଷ୍ଠାନକୁ ଯିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ।
ମୀନ: ଆର୍ଥିକ ମାମଲାରେ ଲୋକଙ୍କ ଉପରେ ଅଧିକ ଭରସା କରନ୍ତୁ ନାହିଁ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ। ଜୀବନସାଥୀଙ୍କ ସହ କୌଣସି ଧର୍ମାନୁଷ୍ଠାନକୁ ଯିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ।
/sambad/media/agency_attachments/2024-07-24t043029592z-sambad-original.webp) 
   Follow Us
 Follow Us/sambad/media/post_attachments/wp-content/uploads/2020/09/gata-kali-rasi-4-1.jpg)