/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ଲାଗି ରହିଥିବା ସମସ୍ୟାର ସମାଧାନ ପାଇବେ। ପିଲାମାନଙ୍କ ସହିତ ଭଲରେ ସମୟ ଅତିବାହିତ କରିବେ। ଜମି କିଣିବା ଯୋଗ ଅଛି। ରାଜନୀତିରେ ଆର୍ଥିକ ଲାଭ ହେବ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ଆପଣ କୌଣସି ପ୍ରକାର ଜିଦ୍ କରନ୍ତୁ ନାହିଁ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। କୌଣସି କାମରେ ସଫଳ ହେବା ଯୋଗୁଁ ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ବହୁତ ଭଲ।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: ଆପଣଙ୍କୁ ବଡ଼ ପ୍ରସିଦ୍ଧି ମିଳିପାରେ। କୌଣସି ବ୍ୟବସାୟ ଗୋଷ୍ଠୀ ସହ ନିଜକୁ ଯୋଡ଼ିପାରନ୍ତି। ଛାତ୍ର ବାପାଙ୍କର ସାହାଯ୍ୟ ନେବେ। ପ୍ରେମ ସମ୍ବନ୍ଧ ନିବିଡ଼ ହେବ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। କମ୍ ପରିଶ୍ରମରେ ଯଥେଷ୍ଟ ଲାଭ ପାଇବେ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହେବ। ଡାକ୍ତରୀ ଛାତ୍ରଛାତ୍ରୀ କିଛି ନୂଆ ଶିଖିବେ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ଅଫିସରେ ଅଧୁରା କାମ ସଂପୂର୍ଣ୍ଣ କରିବାରେ ବ୍ୟସ୍ତ ରହିବେ। ନୂଆ ବ୍ୟବସାୟ ଆରମ୍ଭ କରିବା ଲାଗି ଭଲ ଦିନଟିଏ। ଗୃହିଣୀମାନେ ଘର ସଫାସୁତୁରା କାମରେ ବ୍ୟସ୍ତ ରହିବେ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: ଆପଣ ନିଜକୁ ସୁସ୍ଥ ସବଳ ଅନୁଭବ କରିବେ। ଭାଇ ଭଉଣୀ କୌଣସି କାମରେ ଆପଣଙ୍କୁ ସାହାଯ୍ୟ କରିବେ। ପ୍ରେମୀଯୁଗଳ ବାହାରକୁ ବୁଲିଯିବା ପାଇଁ ଯୋଜନା କରିବେ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: ଆପଣ ନିତିଦିନିଆ କାର୍ଯ୍ୟସୂଚୀରେ ପରିବର୍ତ୍ତନ ଆଣିବେ। ଜୀବନସାଥୀଙ୍କ ବ୍ୟବହାର ପ୍ରଭାବିତ କରିବ। ଆପଣଙ୍କ କାମରେ ନିରନ୍ତରତା ବଜାୟ ରହିବ। ଛାତ୍ରଙ୍କ ଲାଗି ଦିନଟି ଭଲ।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: ପ୍ରତ୍ୟେକ କାମରେ ସାବଧାନତା ଅବଲମ୍ବନ କରନ୍ତୁ। ବାଣୀ ଉପରେ ସଂଯମ ରଖନ୍ତୁ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ପ୍ରିୟଜନଙ୍କୁ ଉପହାର ଦେବେ। ବିଦ୍ୟାର୍ଥୀଙ୍କ ମନ ପାଠପଢ଼ାରେ ଲାଗିବ।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: ଆପଣଙ୍କର ବ୍ୟକ୍ତିଗତ କଥା କାହାରିକୁ କୁହନ୍ତୁ ନାହିଁ। ଦାମ୍ପତ୍ୟ ଜୀବନରେ ମନୋମାଳିନ୍ୟ ହୋଇପାରେ। ବ୍ୟବସାୟରେ ମନ ମୁତାବକ ଲାଭ ପାଇବେ।
/sambad/media/post_attachments/wp-content/uploads/2017/11/makar.jpg)
ମକର: ବ୍ୟବସାୟୀଙ୍କ ଲାଗି ଦିନଟି ମହତ୍ତ୍ବପୂର୍ଣ୍ଣ। ସନ୍ଧ୍ୟାରେ ବନ୍ଧୁ ସହିତ ଦୀର୍ଘ ସମୟ ଧରି କଥା ହେବେ। କଳାକାରଙ୍କୁ ଫିଲ୍ମରେ ସୁଯୋଗ ମିଳିବ। ଯାନ କିଣିବାର ଯୋଗ ଅଛି।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ଅଫିସରେ କାମ ପୂରା କରିବା ଲାଗି ଅଧିକ ସମୟ ଲାଗିବ। ଧନଲାଭର ସୁଯୋଗ ପାଇବେ। ଆପଣଙ୍କୁ ଘରର କୌଣସି ଦାୟିତ୍ବ ମିଳିବ। ପ୍ରେମ ଜୀବନ ମଧୁର ହେବ।
/sambad/media/post_attachments/wp-content/uploads/2017/11/mina.jpg) ମୀନ: ଜୀବନରେ କିଛି ପରିବର୍ତ୍ତନ ଆଣିବା ଲାଗି ମାନସମନ୍ଥନ କରିବେ। ବେପାରରେ ଲାଭ ପାଇବେ। ଦାମ୍ପତ୍ୟ ଜୀବନରେ ଖୁସି ଆସିବ। ଛାତ୍ରଛାତ୍ରୀଙ୍କର ପାଠପଢ଼ାରେ ମନ ଲାଗିବ।
ମୀନ: ଜୀବନରେ କିଛି ପରିବର୍ତ୍ତନ ଆଣିବା ଲାଗି ମାନସମନ୍ଥନ କରିବେ। ବେପାରରେ ଲାଭ ପାଇବେ। ଦାମ୍ପତ୍ୟ ଜୀବନରେ ଖୁସି ଆସିବ। ଛାତ୍ରଛାତ୍ରୀଙ୍କର ପାଠପଢ଼ାରେ ମନ ଲାଗିବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/09/gata-kali-rasi-4-1.jpg)
