publive-imageମେଷ: ଭଲ କଂପାନିରେ ଚାକିରିର ସୁଯୋଗ ପାଇବେ। ପିଲାମାନଙ୍କ ସହ ଖୁସିର ମୁହୂର୍ତ୍ତ କାଟିବେ। ଅଫିସରେ ଅଧିକାରୀମାନଙ୍କ ସହଯୋଗ ମିଳିବ।

Advertisment

publive-imageବୃଷ: ଆପଣଙ୍କୁ ସନ୍ତାନ ସୁଖ ପ୍ରାପ୍ତି ହେବ। ବଜେଟକୁ ଧ୍ୟାନରେ ରଖି ଖର୍ଚ୍ଚ କରନ୍ତୁ। ଆମଦାନି ବୃଦ୍ଧି ପାଇଁ ଚିନ୍ତା କରନ୍ତୁ।

publive-imageମିଥୁନ: କାମରେ କୌଣସି ବନ୍ଧୁର ସାହାଯ୍ୟ ପାଇବେ। ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ବଢ଼ିବ। ରାଜନୀତିରେ ମହତ୍ତ୍ବାକାଂକ୍ଷା ପୂରା ହେବ।

publive-imageକର୍କଟ: ଆପଣାର ଲୋକଙ୍କ ଠାରୁ ଖୁସି ଖବର ପାଇବେ। ବ୍ୟବସାୟରେ ଉନ୍ନତି ହେବ। ଆପଣଙ୍କ ପାଖକୁ କୌଣସି ନୂଆ ଦାୟିତ୍ବ ଆସିବ।

publive-imageସିଂହ: ନୂଆ ଉତ୍ସରୁ ଧନପ୍ରାପ୍ତି ହୋଇପାରେ। ଘରକୁ ଅଚାନକ କୌଣସି ବନ୍ଧୁ ଆସିବେ। ପ୍ରତିଯୋଗିତାମୂଳକ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ।

publive-imageକନ୍ୟା: ଦିନଟି ବ୍ୟସ୍ତତାରେ କଟିବ। କିଛି ମାମଲାରେ ଭାବୁକ ହେବେ। ଅଫିସରେ ପରିବେଶ ଭଲ ରହିବ। ପାରିବାରିକ ଜୀବନ ସୁଖମୟ ହେବ।

publive-imageତୁଳା: ବ୍ୟବସାୟରେ ଲାଭ ମିଳିବାର ଯୋଗ ରହିଛି। ସାମାଜିକ ପରିସର ବୃଦ୍ଧି ହେବ। ନୂଆ ଘର କିଣିବା ଲାଗି ଯୋଜନା କରିବେ।

publive-imageବିଛା: ନୂଆ ଲୋକଙ୍କ ସହ ସାକ୍ଷାତ ଆପଣଙ୍କୁ ଲାଭ ହେବ। ଉଜ୍ଜ୍ବଳ ଭବିଷ୍ୟତ ଲାଗି ଯୋଜନା କରିବେ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ।

publive-imageଧନୁ: ଆପଣଙ୍କର ସବୁ ଅଶାନ୍ତି ଦୂର ହେବ। କ୍ୟାରିୟରର ଦିଶା ବଦଳିପାରେ। କାରବାର କ୍ଷେତ୍ରରେ କୌଣସି ସମସ୍ୟାର ସମ୍ମୁଖୀନ ହେବେ।

publive-imageମକର: ବନ୍ଧୁମାନଙ୍କ ସହ ମଉଜମସ୍ତିରେ ସମୟ ଅତିବାହିତ କରିବେ। ବଡ଼ ନିଷ୍ପତ୍ତି ନେବାକୁ ପଡ଼ିପାରେ। କୌଣସି କାମରେ ଆପଣଙ୍କୁ ଲାଭ ହେବ।

publive-image

କୁମ୍ଭ: ନୂଆ ଉତ୍ସରୁ ଧନପ୍ରାପ୍ତି ହେବ। ସବୁ ବାକି କାମ ପୂରା ହେବ। ସୁଖପୂର୍ଣ୍ଣ ଭ୍ରମଣ କରିବେ। ପ୍ରେମ ପ୍ରସଙ୍ଗ ପ୍ରତି ଆପଣଙ୍କର ଆକର୍ଷଣ ବଢ଼ିବ।

publive-imageମୀନ: ଅଫିସରେ ନୂଆ ଯୋଜନା ପ୍ରସ୍ତୁତ କରିବେ। ଅନ୍ୟମାନଙ୍କ ଆଗରେ ନିଜର କଥା ରଖିବାରେ ସଫଳ ହେବେ। ସନ୍ତାନ ପକ୍ଷରୁ ଖୁସି ପାଇବେ।