/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ବନ୍ଧୁମାନଙ୍କ ସହ ମଉଜମସ୍ତିରେ ସମୟ ଅତିବାହିତ କରିବେ। କୌଣସି ମାମଲାରେ ବଡ଼ ନିଷ୍ପତ୍ତି ନେବାକୁ ପଡ଼ିପାରେ। ବ୍ୟବସାୟରେ ଆପଣଙ୍କୁ ଲାଭ ହେବ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ନୂଆ ଉତ୍ସରୁ ଧନପ୍ରାପ୍ତି ହେବ। ଆପଣ କୌଣସି ବଡ଼ ଖୁସି ଖବର ପାଇବେ। ସବୁ ବାକି କାମ ପୂରା ହେବ। ସୁଖପୂର୍ଣ୍ଣ ଭ୍ରମଣର ଯୋଗ ରହିଛି। ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷିତ ହେବ।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: ଅଫିସ କାମ ପୂରା କରିବା ଲାଗି ନୂଆ ଯୋଜନା କରିବେ। ଅନ୍ୟମାନଙ୍କ ଆଗରେ ନିଜର କଥା ଭଲଭାବେ ରଖି ପାରିବେ। ସନ୍ତାନ ପକ୍ଷରୁ ଖୁସି ପାଇବେ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ଭଲ କଂପାନିରେ ଚାକିରିର ସୁଯୋଗ ମିଳିବ। ପିଲାଙ୍କ ସହ ଖୁସିର ମୁହୂର୍ତ୍ତ କଟାଇବେ। ଅଫିସରେ ଅଧିକାରୀମାନଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ପାଇବେ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ଆପଣଙ୍କୁ ସନ୍ତାନ ସୁଖ ପ୍ରାପ୍ତି ହେବ। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ। ଆମଦାନି ବୃଦ୍ଧି ପାଇଁ ଚିନ୍ତା କରନ୍ତୁ। କୌଣସି କାମରେ ଅଧିକ ଯା’ଆସ କରିବାକୁ ପଡ଼ିପାରେ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: କାମରେ ବନ୍ଧୁଙ୍କ ସାହାଯ୍ୟ ପାଇବେ। ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ବଢ଼ିବ। ରାଜନୀତିରେ ମହତ୍ତ୍ବାକାଂକ୍ଷା ପୂରା ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରୁହନ୍ତୁ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: କୌଣସି ଆପଣାର ଲୋକଙ୍କ ଠାରୁ ଖୁସି ଖବର ପାଇବେ। ବ୍ୟବସାୟରେ ଉନ୍ନତି ହେବ। ଆପଣଙ୍କ ପାଖକୁ ନୂଆ ଦାୟିତ୍ବ ଆସିବ। ବାପା ମାଆଙ୍କର ସଂପୂର୍ଣ୍ଣ ସାହାଯ୍ୟ ପାଇବେ।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: ନୂଆ ଉତ୍ସରୁ ଧନପ୍ରାପ୍ତି ହୋଇପାରେ। ଘରକୁ ଅଚାନକ କୌଣସି ବନ୍ଧୁ ଆସିବେ। ଜୀବନସାଥୀଙ୍କ ସହ ସମ୍ବନ୍ଧ ବହୁତ ଭଲ ରହିବ। ପ୍ରତିଯୋଗିତମୂଳକ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: ଦିନଟି ବ୍ୟସ୍ତତାରେ କଟିବ। କିଛି ମାମଲାରେ ଭାବପ୍ରବଣ ହେବେ। ଅଫିସରେ ପରିବେଶ ଭଲ ରହିବ। ଆଶା କରୁଥିବା ଦିଗରୁ ଅର୍ଥ ପାଇବେ। ପାରିବାରିକ ଜୀବନ ସୁଖମୟ ହେବ।
/sambad/media/post_attachments/wp-content/uploads/2017/11/makar.jpg)
ମକର: ବ୍ୟବସାୟ କ୍ଷେତ୍ରରେ ଲାଭ ମିଳିବାର ଯୋଗ ରହିଛି। ସାମାଜିକ ପରିସର ବୃଦ୍ଧି ହେବ। ନୂଆ ଘର କିଣିବା ଲାଗି ଯୋଜନା କରିବେ। ଜୀବନସାଥୀଙ୍କ ସହ ସମ୍ବନ୍ଧ ଭଲ ହେବ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ। ଉଜ୍ଜ୍ବଳ ଭବିଷ୍ୟତ ଲାଗି ଯୋଜନା କରିବେ। ଦାମ୍ପତ୍ୟ ଜୀବନରେ ସରସତା ବଜାୟ ରହିବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ।
ମୀନ: ଆପଣଙ୍କର ସବୁ ଅଶାନ୍ତି ଦୂର ହେବ। କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ କଥା ଆପଣଙ୍କ କ୍ୟାରିୟରର ଦିଶାକୁ ବଦଳାଇ ଦେବ। କାରବାର କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହେବେ।
Follow Us