/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ମାତା ପିତାଙ୍କ ସହ ଠାକୁର ଦର୍ଶନ ପାଇଁ ମନ୍ଦିରକୁ ଯିବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। କୌଣସି ବଡ଼ ସୁଯୋଗ ମିଳିବା ହେତୁ ଧନଲାଭ ହେବ। ପ୍ରେମ ସମ୍ବନ୍ଧ ନିବିଡ଼ ହେବ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ବ୍ୟବସାୟୀଙ୍କୁ ଧନଲାଭ ହେବାର ସମ୍ଭାବନା ଅଛି। ଜୀବନସାଥୀଙ୍କୁ ତାଙ୍କ ମନ ପସନ୍ଦର ଉପହାର ଦେବେ। କୌଣସି ଜରୁରୀ ଜିନିଷ କେଉଁଠି ରଖିଦେଇ ପାସୋରି ଯାଇପାରନ୍ତି।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: ଆପଣଙ୍କ ସନ୍ତାନ ଠାରୁ ଭଲ ଖବର ପାଇବେ। ବ୍ୟବସାୟ ସମ୍ବନ୍ଧୀୟ ଯାତ୍ରାରେ ସଫଳ ହେବେ। ଜୀବନସାଥୀଙ୍କ ସହଯୋଗ ମିଳିବା ଯୋଗୁଁ ମନ ଉତ୍ସାହରେ ଭରା ରହିବ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ଜରୁରୀ କାମ ପୂରା କରିବେ। ଆଗକୁ ବଢ଼ିବା ପାଇଁ ସୁଯୋଗ ପାଇବେ। ଧନ ସମ୍ବନ୍ଧୀୟ ଚିନ୍ତା ଦୂର ହେବ। ଶତ୍ରୁ କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ଜୀବନସାଥୀଙ୍କ ସହଯୋଗରେ କୌଣସି କାମ ପୂରା ହୋଇଯିବ। ଶିକ୍ଷକଙ୍କ ଲାଗି ଦିନଟି ଭଲ ରହିବ। ପରିଶ୍ରମର ଫଳ ସନ୍ତୋଷଜନକ ହେବ। ବାହନ କିଣିବା ଲାଗି ଆଗ୍ରହ ବଢ଼ିବ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: ମାଙ୍ଗଳିକ ଅୟୋଜନର ରୂପରେଖ ପ୍ରସ୍ତୁତ କରିବେ। ଚାକିରିଆଙ୍କୁ କାମରେ ଲାଭ ମିଳିବ। ବ୍ୟବସାୟରେ ଧନଲାଭ ହେବ। ସାମାଜିକ ସ୍ତରରେ ଲୋକପ୍ରିୟତା ବୃଦ୍ଧି ହେବ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: ପରିବାରରେ ହର୍ଷ ଉଲ୍ଲାସର ବାତାବରଣ ରହିବ। କିଛି ଲୋକ ଆପଣଙ୍କ ଦ୍ବାରା ପ୍ରଭାବିତ ହେବେ। ବ୍ୟବସାୟରେ ବକେୟା ଅର୍ଥ ପାଇବେ। ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: ବେପାରରେ ଯୋଜନାବଦ୍ଧ ରୂପେ କାମ କରିବେ। ସକାରାତ୍ମକ ମନୋଭାବ ପାଇଁ କ୍ୟାରିୟରରେ ଆପଣଙ୍କୁ ସଫଳତା ମିଳିବ। ପରିବାରରେ ଶାନ୍ତିଦାୟକ ବାତାବରଣ ରହିବ।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: ଆପଣଙ୍କୁ ବନ୍ଧୁ ଠାରୁ ଭଲ ପରାମର୍ଶ ମିଳିବ। ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ। ରାଜନୀତିରେ ସଫଳତା ପାଇବେ। ବେପାରରେ ଲାଭ ହେବାର ସମ୍ଭାବନା ଅଛି।
/sambad/media/post_attachments/wp-content/uploads/2017/11/makar.jpg)
ମକର: ନକାରାତ୍ମକ ଚିନ୍ତାରୁ ନିବୃତ୍ତ ରହନ୍ତୁ। ଆର୍ଥିକ ରୂପେ ବନ୍ଧୁ ଠାରୁ ସହାୟତା ପାଇବେ। କିଣା ବିକାରେ ସାବଧାନତା ଅବଲମ୍ବନ କରନ୍ତୁ। ଦାମ୍ପତ୍ୟ ଜୀବନ ପ୍ରୀତିମୟ ହେବ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ। କ୍ୟାରିୟରରେ ପରିବର୍ତ୍ତନ ଆଣିବାରେ ସଫଳ ହେବେ। ମନୋବଳ ବୃଦ୍ଧି ହେବ। ଲୋକଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିବେ।
ମୀନ: ଆପଣଙ୍କ ଭିତରେ ଆତ୍ମବିଶ୍ବାସର ଅଧିକତା ରହିବ। ସ୍ବାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ। ପରିବାର ସହ ଧର୍ମାନୁଷ୍ଠାନକୁ ଯିବା ପାଇଁ ଯୋଜନା କରିବେ। ବାଣିଜ୍ୟ ଛାତ୍ରଙ୍କ ଲାଗି ଦିନଟି ଭଲ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/07/today-rasifal-8.jpg)