/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ଅଚାନକ ଧନଲାଭର ଯୋଗ ରହିଛି। ସନ୍ଧ୍ୟାରେ କୌଣସି ବନ୍ଧୁ ସହ ଦୀର୍ଘ ସମୟ କଥା ହେବେ। କଳାକାରଙ୍କୁ ଫିଲ୍ମରେ ସୁଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ଅଫିସରେ ଆପଣଙ୍କ କାମ ସଂପୂର୍ଣ୍ଣ କରିବା ପାଇଁ ଅଧିକ ସମୟ ଲାଗିବ। ଧନଲାଭର ଅବସର ପାଇବେ। ଆପଣଙ୍କୁ ଘରର କୌଣସି ଦାୟିତ୍ବ ମିଳିବ। ପ୍ରେମ ସମ୍ବନ୍ଧ ନିବିଡ଼ ହେବ।
/sambad/media/post_attachments/wp-content/uploads/2017/11/mithun.jpg) ମିଥୁନ: ଆପଣଙ୍କ ଜୀବନରେ କିଛି ପରିବର୍ତ୍ତନ ଆଣିବା ଲାଗି ଚିନ୍ତା କରିବେ। ସ୍ବାସ୍ଥ୍ୟ ପ୍ରତି ସଚେତ ରୁହନ୍ତୁ। ଛାତ୍ରଛାତ୍ରୀଙ୍କର ପାଠପଢ଼ାରେ ମନ ଲାଗିବ।
ମିଥୁନ: ଆପଣଙ୍କ ଜୀବନରେ କିଛି ପରିବର୍ତ୍ତନ ଆଣିବା ଲାଗି ଚିନ୍ତା କରିବେ। ସ୍ବାସ୍ଥ୍ୟ ପ୍ରତି ସଚେତ ରୁହନ୍ତୁ। ଛାତ୍ରଛାତ୍ରୀଙ୍କର ପାଠପଢ଼ାରେ ମନ ଲାଗିବ।
/sambad/media/post_attachments/wp-content/uploads/2017/11/karkat.jpg) କର୍କଟ: ଜୀବନରେ ଲାଗି ରହିଥିବା ସମସ୍ୟାର ସମାଧାନ ପାଇବେ। ପିଲାମାନଙ୍କ ସହିତ ଭଲରେ ସମୟ ଅତିବାହିତ କରିବେ। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ।
କର୍କଟ: ଜୀବନରେ ଲାଗି ରହିଥିବା ସମସ୍ୟାର ସମାଧାନ ପାଇବେ। ପିଲାମାନଙ୍କ ସହିତ ଭଲରେ ସମୟ ଅତିବାହିତ କରିବେ। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ।
/sambad/media/post_attachments/wp-content/uploads/2017/11/singha.jpg) ସିଂହ: ଆପଣ କୌଣସି ପ୍ରକାର ଜିଦ କରନ୍ତୁ ନାହିଁ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଖାଦ୍ୟ ପାନୀୟ ପ୍ରତି ସଜାଗ ରୁହନ୍ତୁ। କୌଣସି ବିଶେଷ ବ୍ୟକ୍ତିଙ୍କ ଠାରୁ ପ୍ରେରଣା ପାଇବେ।
ସିଂହ: ଆପଣ କୌଣସି ପ୍ରକାର ଜିଦ କରନ୍ତୁ ନାହିଁ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଖାଦ୍ୟ ପାନୀୟ ପ୍ରତି ସଜାଗ ରୁହନ୍ତୁ। କୌଣସି ବିଶେଷ ବ୍ୟକ୍ତିଙ୍କ ଠାରୁ ପ୍ରେରଣା ପାଇବେ।
/sambad/media/post_attachments/wp-content/uploads/2017/11/kanya.jpg) କନ୍ୟା: ସ୍ବାସ୍ଥ୍ୟ ଭଲ ରହିବ। ଆପଣଙ୍କୁ କୌଣସି ବଡ଼ ପ୍ରସିଦ୍ଧି ମିଳିପାରେ। କୌଣସି ବଡ଼ ବ୍ୟବସାୟ ଗ୍ରୁପରେ ଯୋଡ଼ିହୋଇ ପାରନ୍ତି। ଛାତ୍ର ବାପାଙ୍କର ସାହାଯ୍ୟ ନେବେ।
କନ୍ୟା: ସ୍ବାସ୍ଥ୍ୟ ଭଲ ରହିବ। ଆପଣଙ୍କୁ କୌଣସି ବଡ଼ ପ୍ରସିଦ୍ଧି ମିଳିପାରେ। କୌଣସି ବଡ଼ ବ୍ୟବସାୟ ଗ୍ରୁପରେ ଯୋଡ଼ିହୋଇ ପାରନ୍ତି। ଛାତ୍ର ବାପାଙ୍କର ସାହାଯ୍ୟ ନେବେ।
/sambad/media/post_attachments/wp-content/uploads/2017/11/tula.jpg) ତୁଳା: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆର୍ଥିକ ସ୍ଥିତି ସୁଦୃଢ଼ ରହିବ। କୌଣସି ପୁରୁଣା ବନ୍ଧୁ ସହ ସାକ୍ଷାତ ହେବ। ଡାକ୍ତରୀ ଛାତ୍ରଛାତ୍ରୀ କିଛି ନୂଆ ଶିଖିବେ।
ତୁଳା: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆର୍ଥିକ ସ୍ଥିତି ସୁଦୃଢ଼ ରହିବ। କୌଣସି ପୁରୁଣା ବନ୍ଧୁ ସହ ସାକ୍ଷାତ ହେବ। ଡାକ୍ତରୀ ଛାତ୍ରଛାତ୍ରୀ କିଛି ନୂଆ ଶିଖିବେ।
/sambad/media/post_attachments/wp-content/uploads/2017/11/bicha.jpg) ବିଛା: ଅଫିସରେ ବାକିଥିବା କାମ ସଂପୂର୍ଣ୍ଣ କରିବାର ବ୍ୟସ୍ତ ରହିବେ। ନୂଆ ବ୍ୟବସାୟ ଆରମ୍ଭ କରିବା ଲାଗି ଭଲ ଦିନଟିଏ। ଗୃହିଣୀମାନେ ଘର ସଫାସୁତୁରା କରିବାରେ ବ୍ୟସ୍ତ ରହିବେ।
ବିଛା: ଅଫିସରେ ବାକିଥିବା କାମ ସଂପୂର୍ଣ୍ଣ କରିବାର ବ୍ୟସ୍ତ ରହିବେ। ନୂଆ ବ୍ୟବସାୟ ଆରମ୍ଭ କରିବା ଲାଗି ଭଲ ଦିନଟିଏ। ଗୃହିଣୀମାନେ ଘର ସଫାସୁତୁରା କରିବାରେ ବ୍ୟସ୍ତ ରହିବେ।
/sambad/media/post_attachments/wp-content/uploads/2017/10/dhanu.jpg) ଧନୁ: ଆପଣ ନିଜକୁ ସୁସ୍ଥ ସବଳ ଅନୁଭବ କରିବେ। ଭାଇ ଭଉଣୀ କୌଣସି କାମରେ ଆପଣଙ୍କୁ ସାହାଯ୍ୟ କରିବେ। ପ୍ରେମୀ ଯୁଗଳ ବାହାରକୁ ବୁଲିଯବା ପାଇଁ ଯୋଜନା କରିବେ।
ଧନୁ: ଆପଣ ନିଜକୁ ସୁସ୍ଥ ସବଳ ଅନୁଭବ କରିବେ। ଭାଇ ଭଉଣୀ କୌଣସି କାମରେ ଆପଣଙ୍କୁ ସାହାଯ୍ୟ କରିବେ। ପ୍ରେମୀ ଯୁଗଳ ବାହାରକୁ ବୁଲିଯବା ପାଇଁ ଯୋଜନା କରିବେ।
/sambad/media/post_attachments/wp-content/uploads/2017/11/makar.jpg) ମକର: ଆପଣଙ୍କ ଦିନଚର୍ଯ୍ୟାରେ ପରିବର୍ତ୍ତନ ଆସିବ। ଜୀବନସାଥୀଙ୍କ ବ୍ୟବହାରରେ ଆପଣ ପ୍ରଭାବିତ ହେବେ। ଆପଣଙ୍କ କାମରେ ନିରନ୍ତରତା ବଜାୟ ରହିବ।
ମକର: ଆପଣଙ୍କ ଦିନଚର୍ଯ୍ୟାରେ ପରିବର୍ତ୍ତନ ଆସିବ। ଜୀବନସାଥୀଙ୍କ ବ୍ୟବହାରରେ ଆପଣ ପ୍ରଭାବିତ ହେବେ। ଆପଣଙ୍କ କାମରେ ନିରନ୍ତରତା ବଜାୟ ରହିବ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ପ୍ରତ୍ୟେକ କାମରେ ସାବଧାନତା ଅବଲମ୍ବନ କରନ୍ତୁ। ନିଜର ଆର୍ଥିକ ସ୍ଥିତିକୁ ଧ୍ୟାନରେ ରଖନ୍ତୁ। ବିଦ୍ୟାର୍ଥୀଙ୍କ ମନ ପାଠପଢ଼ାରେ ଲାଗିବ।
/sambad/media/post_attachments/wp-content/uploads/2017/11/mina.jpg) ମୀନ: ବ୍ୟକ୍ତିଗତ କଥା କାହାରିକୁ କୁହନ୍ତୁ ନାହିଁ। ଦାମ୍ପତ୍ୟ ଜୀବନରେ ମନାନ୍ତର ହୋଇପାରେ। ମହିଳାମାନେ ସ୍ବାସ୍ଥ୍ୟ ନେଇ ସତର୍କ ରୁହନ୍ତୁ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ।
ମୀନ: ବ୍ୟକ୍ତିଗତ କଥା କାହାରିକୁ କୁହନ୍ତୁ ନାହିଁ। ଦାମ୍ପତ୍ୟ ଜୀବନରେ ମନାନ୍ତର ହୋଇପାରେ। ମହିଳାମାନେ ସ୍ବାସ୍ଥ୍ୟ ନେଇ ସତର୍କ ରୁହନ୍ତୁ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/08/gata-kali-rasi-4-1-1.jpg)
