publive-image

Advertisment

ମେଷ: ପୂଜାପାଠରେ ସମୟ ବିତିବ। ଆପଣ ଜୀବନସାଥୀଙ୍କ ସହିତ ବ୍ୟବସାୟ ସମ୍ବନ୍ଧରେ କଥା ହେବେ। ଡାକ୍ତର ଛାତ୍ର ବଡ଼ ମାନଙ୍କର ସାହାଯ୍ୟ ପାଇବେ।

publive-image

ବୃଷ: ଶାରୀରିକ ଦୃଷ୍ଟିରୁ ଆପଣ ହୃଷ୍ଟପୁଷ୍ଟ ଅନୁଭବ କରିବେ। ନୂଆ ବ୍ୟବସାୟ ଆରମ୍ଭ କରିବା ଲାଗି ଭାବିବେ। ବନ୍ଧୁ ଓ ପରିଜନଙ୍କ ସହିତ ସମ୍ବନ୍ଧରେ ଉନ୍ନତି ହେବ।

publive-imageମିଥୁନ: ସରକାରୀ ଚାକିରିଆଙ୍କ ଲାଗି ଦିନଟି ଭଲ। ଜୀବନସାଥୀଙ୍କ ଠାରୁ ଭଲ ଖବର ଶୁଣିବେ। ପ୍ରସାଧନ ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ।

publive-imageକର୍କଟ: ଆପଣ ଭଲ କାମରେ ସହଯୋଗ କରିବେ। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଯଥେଷ୍ଟ ଲାଭ ହେବ। ପ୍ରେମୀଯୁଗଳ ପରସ୍ପରଙ୍କ ଭାବନାକୁ ସମ୍ମାନ କରିବେ।

publive-imageସିଂହ: ଜମିରେ ନିବେଶ ପାଇଁ ଚିନ୍ତା କରିବେ। ଔଷଧ ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ। ପ୍ରେମିକଙ୍କ ଠାରୁ ଉପହାର ପାଇବେ।

publive-imageକନ୍ୟା: ପିତା ଆପଣଙ୍କୁ ନେଇ ଗର୍ବ କରିବେ। ବଡ଼ ଭାଇ ଭଉଣୀଙ୍କର ସହଯୋଗ ପାଇବେ। ଚାକିରିଆଙ୍କ ଲାଗି ଭଲ ଦିନଟିଏ। ଘରକୁ ବନ୍ଧୁ ଆସିପାରନ୍ତି।

publive-imageତୁଳା: ଘରେ ଧାର୍ମିକ ଆୟୋଜନ ପାଇଁ ଭାବିବେ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। କେହି ନିଜର ପିଲା ପାଇଁ ଆପଣଙ୍କ ପାଖରୁ ପରାମର୍ଶ ନେବେ।

publive-imageବିଛା: ଜନକଲ୍ୟାଣ କାର୍ଯ୍ୟରେ ସମୟ ଦେବେ। ଆର୍କିଟେକ୍ଟଙ୍କ ଲାଗି ଦିନଟି ଆରାମଦାୟକ ରହିବ। ଜୀବନସାଥୀଙ୍କୁ କିଛି ଭଲ କଥା କହିବେ।

publive-imageଧନୁ: ଆପଣ ନିଜର କାର୍ଯ୍ୟକୁଶଳତା ବୃଦ୍ଧି କରିବା ଦରକାର। ଟିକେ ଚିଡ଼ିଚିଡ଼ା ଅନୁଭବ କରିପାରନ୍ତି। କାର୍ଯ୍ୟରେ ଜୀବନସାଥୀଙ୍କର ସହଯୋଗ ମିଳିବ।

publive-imageମକର: ବ୍ୟବସାୟରେ କିଛି ପରିବର୍ତ୍ତନ ଆଣିପାରନ୍ତି। ଦାମ୍ପତ୍ୟ ଜୀବନରେ ସୁଖ ଶାନ୍ତି ବଜାୟ ରହିବ। ସନ୍ତାନଙ୍କ କାମରେ ଅଧିକ ଖର୍ଚ୍ଚ କରିପାରନ୍ତି।

publive-image

କୁମ୍ଭ: ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। ଆପଣ କାହାରିକୁ ମନର କଥା କହିପାରନ୍ତି। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ।

publive-imageମୀନ: ଆପଣ ନିଜ କାମରେ ସର୍ତକତା ଅବଲମ୍ବନ କରନ୍ତୁ। କାହାରି ଉପରେ ଅଧିକ ଭରସା କରନ୍ତୁ ନାହିଁ। ସନ୍ଧ୍ୟାରେ ପରିବାର ଲୋକଙ୍କ ସହିତ ହସଖୁସିର ସମୟ ବିତିବ।