publive-image

Advertisment

ମେଷ: ଜରୁରୀ କାମ ଶେଷ କରିବାରେ ସଫଳ ହେବେ। ଜୀବନରେ ଲାଗି ରହିଥିବା ଚିନ୍ତା ଦୂର ହେବ। କୌଣସି ସହପାଠୀ ଆପଣଙ୍କ ଠାରୁ ସାହାଯ୍ୟ ଆଶା କରିବେ।

publive-image

ବୃଷ: କାରବାରରେ ଆପଣଙ୍କୁ ବହୁତ ଲାଭ ହେବ। ପୂର୍ବର ସାମାଜିକ କାର୍ଯ୍ୟ ଲାଗି ମାନ ସମ୍ମାନ ବଢ଼ିବ। ଜୀବନସାଥୀଙ୍କ ସହ ଦୀର୍ଘ ସମୟ ଧରି କଥାବାର୍ତ୍ତା କରିବେ।

publive-imageମିଥୁନ: ସବୁ କାମ ଆପଣଙ୍କ ମନ ମୁତାବକ ସଂପୂର୍ଣ୍ଣ ହେବ। ଆପଣଙ୍କ ବ୍ୟବହାରରେ କିଛି ଲୋକ ପ୍ରଭାବିତ ହେବେ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ।

publive-imageକର୍କଟ: ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ। ଲାଭର ଅବସର ପାଇବେ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ଅଚାନକ ସାକ୍ଷାତ ହେବ। ପାରିବାରିକ ଜୀବନକୁ ଖୁସି ଆସିବ।

publive-imageସିଂହ: ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ। ଉପରିସ୍ଥ ଅଧିକାରୀଙ୍କ ସହଯୋଗ ଆପଣଙ୍କ ଉତ୍ସାହ ବଢ଼ାଇବ। ରାଜନେତାଙ୍କର ମାନ ସମ୍ମାନ ବଢ଼ିବ।

publive-imageକନ୍ୟା: ଆପଣଙ୍କ ମନରେ ଏଭଳି ବିଚାର ଆସିବ ଯାହା ପ୍ରଗତିର ଦ୍ବାର ଖୋଲିଦେବ। ଅଫିସରେ ବାକି କାମ ସଂପୂର୍ଣ୍ଣ ହୋଇଯିବ। ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢ଼ିବ।

publive-imageତୁଳା: ଜୀବନକୁ ଉତ୍କୃଷ୍ଟ କରିବା ଲାଗି ଚେଷ୍ଟା କରିବେ। ଅନ୍ୟମାନଙ୍କ ଆଗରେ ନିଜର କଥା ସ୍ପଷ୍ଟଭାବେ କହିବେ। ଜୀବନସାଥୀ ଆପଣଙ୍କୁ ପ୍ରଶଂସା କରିବେ।

publive-imageବିଛା: ସମାଜରେ ମାନ ପ୍ରତିଷ୍ଠା ବୃଦ୍ଧି ପାଇବ। ବ୍ୟବସାୟୀଙ୍କୁ ବିଶେଷ ସଫଳତା ମିଳିବ। ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରିପାରନ୍ତି।

publive-imageଧନୁ: ଆପଣ ସମସ୍ତଙ୍କ ଦୃଷ୍ଟିରେ ଭଲ ହୋଇ ରହିବେ। ଆୟ ଲାଗି ନୂଆ ଉତ୍ସ ସମ୍ମୁଖକୁ ଆସିବ। ବ୍ୟବସାୟ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବ।

publive-imageମକର: କ୍ୟାରିୟରରେ ଆଗକୁ ବଢ଼ିବା ଲାଗି ନୂଆ ଅବସର ମିଳିବ। କୋର୍ଟର ଫଇସଲା ଆପଣଙ୍କ ପକ୍ଷରେ ଆସିପାରେ। ଅଫିସ କାମରେ ଦୂର ସ୍ଥାନକୁ ଯାଇପାରନ୍ତି।

publive-image

କୁମ୍ଭ: ଅଧୁରା କାମ ସଂପୂର୍ଣ୍ଣ କରିବାରେ ଆପଣଙ୍କ ଧ୍ୟାନ ଲାଗି ରହିବ। ଖେଳାଳିଙ୍କ ଲାଗି ଦିନଟି ଭଲ। ଆଖପାଖର ଲୋକେ ଆପଣଙ୍କ ବ୍ୟବହାରରେ ଖୁସି ହେବେ।

publive-imageମୀନ: ବ୍ୟକ୍ତିତ୍ବକୁ ବିକଶିତ କରିବା ଲାଗି ଚେଷ୍ଟା କରିବେ। ଅଫିସରେ କୌଣସି ମହତ୍ତ୍ବପୂର୍ଣ୍ଣ କାମ ମିଳିବ। ଧନ ସମ୍ବନ୍ଧିତ ଚିନ୍ତା ଦୂର ହେବ। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ।