/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ବ୍ୟବସାୟରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ରାଜନୀତିରେ ସଫଳତା ପାଇବେ। ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ଦିନଟି ସବୁ ଦୃଷ୍ଟିରୁ ଭଲ ରହିବ। ବିଶେଷ ଲୋକଙ୍କ ସହ ଘନିଷ୍ଠତା ବଜାୟ ରହିବ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ଶିକ୍ଷାର୍ଥୀଙ୍କୁ ଖୁସି ଖବର ମିଳିବ।
/sambad/media/post_attachments/wp-content/uploads/2017/11/mithun.jpg) ମିଥୁନ: ପରିଶ୍ରମର ସଂପୂର୍ଣ୍ଣ ଫଳ ପାଇବେ। ବାପାଙ୍କଠାରୁ କୌଣସି ବଡ଼ ଉପହାର ପାଇବେ। ନିହାତି ଆବଶ୍ୟକ ନଥିଲେ ଦୂର ସ୍ଥାନକୁ ଯାଆନ୍ତୁ ନାହିଁ।
ମିଥୁନ: ପରିଶ୍ରମର ସଂପୂର୍ଣ୍ଣ ଫଳ ପାଇବେ। ବାପାଙ୍କଠାରୁ କୌଣସି ବଡ଼ ଉପହାର ପାଇବେ। ନିହାତି ଆବଶ୍ୟକ ନଥିଲେ ଦୂର ସ୍ଥାନକୁ ଯାଆନ୍ତୁ ନାହିଁ।
/sambad/media/post_attachments/wp-content/uploads/2017/11/karkat.jpg) କର୍କଟ: କାମ ଉପରେ ପୂରା ଧ୍ୟାନ ଦେବାକୁ ଚେଷ୍ଟା କରିବେ। ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ବାହାରିବ। ପ୍ରସାଧନ ଦୋକାନୀଙ୍କ ଲାଗି ଦିନଟି ବହୁତ ଭଲ।
କର୍କଟ: କାମ ଉପରେ ପୂରା ଧ୍ୟାନ ଦେବାକୁ ଚେଷ୍ଟା କରିବେ। ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ବାହାରିବ। ପ୍ରସାଧନ ଦୋକାନୀଙ୍କ ଲାଗି ଦିନଟି ବହୁତ ଭଲ।
/sambad/media/post_attachments/wp-content/uploads/2017/11/singha.jpg) ସିଂହ: ପରିବାର ଓ କାମ ମଧ୍ୟରେ ଭାରସାମ୍ୟ ରକ୍ଷା କରି ଚାଲିବେ। ସକାରାତ୍ମକ ଭାବନା କ୍ୟାରିୟରକୁ ନୂଆ ଦିଗ ଦେବ। କୋର୍ଟ କଚେରି ମାମଲାରେ ଜୟଲାଭ କରିବେ।
ସିଂହ: ପରିବାର ଓ କାମ ମଧ୍ୟରେ ଭାରସାମ୍ୟ ରକ୍ଷା କରି ଚାଲିବେ। ସକାରାତ୍ମକ ଭାବନା କ୍ୟାରିୟରକୁ ନୂଆ ଦିଗ ଦେବ। କୋର୍ଟ କଚେରି ମାମଲାରେ ଜୟଲାଭ କରିବେ।
/sambad/media/post_attachments/wp-content/uploads/2017/11/kanya.jpg) କନ୍ୟା: କମ୍ ପରିଶ୍ରମରେ ଜରୁରୀ କାମ ପୂରା ହୋଇଯିବ। ଅଫିସରେ ପଦୋନ୍ନତି ମିଳିବାର ଯୋଗ ଅଛି। ଶିକ୍ଷାର୍ଥୀଙ୍କୁ କୌଣସି ବଡ଼ ଖୁସି ଖବର ମିଳିବ।
କନ୍ୟା: କମ୍ ପରିଶ୍ରମରେ ଜରୁରୀ କାମ ପୂରା ହୋଇଯିବ। ଅଫିସରେ ପଦୋନ୍ନତି ମିଳିବାର ଯୋଗ ଅଛି। ଶିକ୍ଷାର୍ଥୀଙ୍କୁ କୌଣସି ବଡ଼ ଖୁସି ଖବର ମିଳିବ।
/sambad/media/post_attachments/wp-content/uploads/2017/11/tula.jpg) ତୁଳା: ଚାକିରି ବୃତ୍ତିରେ ଉନ୍ନତି ହୋଇପାରେ। ଜୀବନସାଥୀଙ୍କ ସାହାଯ୍ୟ ପାଇବେ। ବାହନ କିଣିବା ଲାଗି ଦିନଟି ଶୁଭ। କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଯୋଜନା କରିବେ।
ତୁଳା: ଚାକିରି ବୃତ୍ତିରେ ଉନ୍ନତି ହୋଇପାରେ। ଜୀବନସାଥୀଙ୍କ ସାହାଯ୍ୟ ପାଇବେ। ବାହନ କିଣିବା ଲାଗି ଦିନଟି ଶୁଭ। କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଯୋଜନା କରିବେ।
/sambad/media/post_attachments/wp-content/uploads/2017/11/bicha.jpg) ବିଛା: କ୍ୟାରିୟର ସମ୍ବନ୍ଧରେ ବଡ଼ ସଫଳତା ପାଇବେ। ବନ୍ଧୁବର୍ଗଙ୍କ ସହଯୋଗରେ ଘର କାମ ପୂରା କରିବେ। ବ୍ୟବସାୟୀଙ୍କୁ ଭଲ ସୁଯୋଗ ମିଳିବ।
ବିଛା: କ୍ୟାରିୟର ସମ୍ବନ୍ଧରେ ବଡ଼ ସଫଳତା ପାଇବେ। ବନ୍ଧୁବର୍ଗଙ୍କ ସହଯୋଗରେ ଘର କାମ ପୂରା କରିବେ। ବ୍ୟବସାୟୀଙ୍କୁ ଭଲ ସୁଯୋଗ ମିଳିବ।
/sambad/media/post_attachments/wp-content/uploads/2017/10/dhanu.jpg) ଧନୁ: କାର୍ଯ୍ୟକ୍ଷେତ୍ରରେ ସ୍ଥିତି ବହୁତ ଭଲ ରହିବ। ମହିଳା ଶିଳ୍ପୋଦ୍ୟୋଗୀଙ୍କ ଲାଗି ଦିନଟି ଭଲ। ପରିବାର ସହ ନିଜ ବିଷୟରେ ଆଲୋଚନା କରିବେ।
ଧନୁ: କାର୍ଯ୍ୟକ୍ଷେତ୍ରରେ ସ୍ଥିତି ବହୁତ ଭଲ ରହିବ। ମହିଳା ଶିଳ୍ପୋଦ୍ୟୋଗୀଙ୍କ ଲାଗି ଦିନଟି ଭଲ। ପରିବାର ସହ ନିଜ ବିଷୟରେ ଆଲୋଚନା କରିବେ।
/sambad/media/post_attachments/wp-content/uploads/2017/11/makar.jpg) ମକର: ବେପାରରେ ଉନ୍ନତି ଲାଗି ନୂଆ ଅବସର ପାଇବେ। ଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ। ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ବଢ଼ିବ।
ମକର: ବେପାରରେ ଉନ୍ନତି ଲାଗି ନୂଆ ଅବସର ପାଇବେ। ଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ। ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ବଢ଼ିବ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ମନରେ କୌଣସି କଥାକୁ ନେଇ ଉତ୍ସାହ ରହିବ। ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ତୁଲାଇବେ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ।
/sambad/media/post_attachments/wp-content/uploads/2017/11/mina.jpg) ମୀନ: ପରିବାରରେ ସୁଖଶାନ୍ତି ବଜାୟ ରହିବ। ବ୍ୟବସାୟ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବାକୁ ପଡ଼ିପାରେ। ପ୍ରେମ ସମ୍ବନ୍ଧରେ ମଧୁରତା ବଜାୟ ରହିବ।
ମୀନ: ପରିବାରରେ ସୁଖଶାନ୍ତି ବଜାୟ ରହିବ। ବ୍ୟବସାୟ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବାକୁ ପଡ଼ିପାରେ। ପ୍ରେମ ସମ୍ବନ୍ଧରେ ମଧୁରତା ବଜାୟ ରହିବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/09/gata-kali-rasi-4-1.jpg)
