publive-imageମେଷ: ସାମାଜିକ ସମସ୍ୟା ଲୋକଙ୍କ ଆଗରେ ରଖିବେ। ଆମଦାନି ବୃଦ୍ଧି କରିବାକୁ ଚେଷ୍ଟା କରନ୍ତୁ। ସାବଧାନତାର ସହ ଯାନ ଚଳାନ୍ତୁ। ଲୋଖାପଢ଼ାରେ ଆପଣଙ୍କର ଏକାଗ୍ରତା ବଢ଼ିବ।

Advertisment

publive-imageବୃଷ: ସାମାଜିକ କାର୍ଯ୍ୟରେ ସକ୍ରିୟତା ବଢ଼ିପାରେ। ବେପାରରେ ଲାଭ ପାଇବେ। ପରିବାର ଲୋକଙ୍କ ଠାରୁ କୌଣସି ଭଲ ଖବର ମିଳିବ। କ୍ୟାରିୟରରେ ଆଗକୁ ବଢ଼ିବେ।

publive-imageମିଥୁନ: କାରବାରରେ ବନ୍ଧୁ ବା ପରିବାର ଲୋକଙ୍କ ସାହାଯ୍ୟ ପାଇବେ। ଅଫିସ କାମରେ ଦୂର ସ୍ଥାନକୁ ଯିବେ। ଖାଦ୍ୟ ପାନୀୟ ପ୍ରତି ସଜାଗ ରୁହନ୍ତୁ। କ୍ୟାରିୟରରେ ନୂଆ ପରିବର୍ତ୍ତନ ଆସିବ।‌

publive-imageକର୍କଟ: ବ୍ୟବସାୟ ସମ୍ବନ୍ଧରେ ବଡ଼ ନିଷ୍ପତ୍ତି ନେବା ପାଇଁ ଦିନଟି ଭଲ। ଅଜଣା ବ୍ୟକ୍ତିଙ୍କ ଉପରେ ଅଧିକ ଭରସା କରନ୍ତୁ ନାହିଁ। ପ୍ରେମୀଯୁଗଳ ବାହାରକୁ ବୁଲି ଯିବା ପାଇଁ ଯୋଜନା କରିବେ।

publive-imageସିଂହ: ପରିବାର ସହ ସିନେମା ଦେଖିବାର ଯୋଜନା କରିବେ। ସମୟର ସଦୁପଯୋଗ କଲେ ଲାଭ ହେବ। ବେକାରଙ୍କୁ ରୋଜଗାର ମିଳିବ। ଆଇନ ଛାତ୍ରଙ୍କ ଲାଗି ଦିନଟି ଭଲ।

publive-imageକନ୍ୟା: ନିଜର ଲକ୍ଷ୍ୟ ନିର୍ଦ୍ଧାରଣ କରିବା ଲାଗି ନୂଆ ଯୋଜନା କରିବେ। ଚାକିରିଆଙ୍କୁ ଭଲ ଖବର ମିଳିବ। ଧନଲାଭର ଯୋଗ ଅଛି। ଜୀବନସାଥୀଙ୍କୁ କିଛି ଭଲ କଥା କହିବେ।

publive-imageତୁଳା: କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ସମ୍ମୁଖକୁ ଆସିବ। ପରିବାରରେ ସୁଖ ଶାନ୍ତି ବଜାୟ ରହିବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ପ୍ରେମ ଜୀବନ ଭଲ ରହିବ।

publive-imageବିଛା: ଆପଣଙ୍କ ବ୍ୟକ୍ତିତ୍ବକୁ ବିକଶିତ କରିବା ଲାଗି ଦିନଟି ଭଲ। ସମ୍ମାନିତ ଲୋକଙ୍କ ସହ ମିଶିବାର ସୁଯୋଗ ପାଇବେ। ଘରୋଇ କାମରେ ଗୃହିଣୀମାନଙ୍କର ଦାୟିତ୍ବ ବଢ଼ିବ।

publive-imageଧନୁ: କମ୍ ପରିଶ୍ରମ‌ରେ ଯଥେଷ୍ଟ ଲାଭ ପାଇବେ। ଆପଣଙ୍କର ଅଶାନ୍ତି ଜୀବନସାଥୀଙ୍କ ସହଯୋଗରେ ସମାଧାନ ହୋଇଯିବ। ଭ୍ରମଣ ସୁଖଦ ରହିବ। ରାଜନୀତିରେ ମହତ୍ତ୍ବାକାଂକ୍ଷା ପୂରା ହେବ।

publive-imageମକର: ବନ୍ଧୁ ସହ ବାହାରକୁ ବୁଲି ଯିବାର ଯୋଜନା କରିବେ। ଜମି ବ୍ୟବସାୟୀଙ୍କୁ ଲାଭ ହେବ। ରାଜନୀତିରେ ସଫଳତା ପାଇବେ। ନବ ବିବାହିତଙ୍କ ଲାଗି ଦିନଟି ବହୁତ ଭଲ।

publive-image

କୁମ୍ଭ: ଧର୍ମକାର୍ଯ୍ୟରେ ମନ ଲାଗିବା ଯୋଗୁଁ ଶାନ୍ତି ପାଇବେ। ପଡ଼ୋଶୀ ମନୋମାଳିନ୍ୟ ପା‌ସୋରି ବନ୍ଧୁତାର ହାତ ବଢ଼ାଇବେ। ଉନ୍ନତି ପାଇଁ ନୂଆ ରାସ୍ତା ଖୋଲିବ।

publive-imageମୀନ: କାର୍ଯ୍ୟ‌କ୍ଷେତ୍ରରେ ବଡ଼ ଆହ୍ବାନ ଆସିବ। ଲୋକେ ଆପଣଙ୍କ କାମ କରିବା ଶୈଳୀରେ ପ୍ରଭାବିତ ହେବେ। ଧନଲାଭର ସୁଯୋଗ ଅଛି। ଦାମ୍ପତ୍ୟ ସମ୍ବନ୍ଧ ମଧୁରତାରେ ପୂର୍ଣ୍ଣ ରହିବ।