ମେଷ: ଠିକ୍ ନିଷ୍ପତ୍ତି ଆପଣଙ୍କ ଜୀବନକୁ ଉତ୍କୃଷ୍ଟ କରିବ। ପରିଶ୍ରମର ଫଳ ଜଲଦି ପାଇବେ। ବ୍ୟବସାୟ କାମରେ ଦୂର ସ୍ଥାନକୁ ଯିବେ।
Sambad is now on WhatsApp
Join and get latest news updates delivered to you via WhatsApp
ବୃଷ: ଆପଣଙ୍କ ସକାରାତ୍ମକ ମନ୍ତବ୍ୟ ଅନ୍ୟମାନଙ୍କୁ ପ୍ରଭାବିତ କରିବ। ବେପାରରେ ଲାଭ ହେବ। ଘରକୁ କୌଣସି ବନ୍ଧୁ ବିବାହ ପ୍ରସ୍ତାବ ନେଇ ଆସିବେ।
ମିଥୁନ: ଆପଣ ନୂଆ ବିଚାରରେ ପରିପୂର୍ଣ୍ଣ ହୋଇପାରନ୍ତି। ଅଫିସରେ ନିଜ କାମକୁ ମନୋଯୋଗରେ କରିବେ। ଜୀବନସାଥୀଙ୍କ ସହିତ ସିନେମା ଦେଖିବେ।
କର୍କଟ: ଭାବିଥିବା କାମ ସହଜରେ ସ˚ପୂର୍ଣ୍ଣ ହେବ। ଆପଣଙ୍କ ଜୀବନରେ ମଧୁର ସ˚ପର୍କ ଆରମ୍ଭ ହେବ। ରାଜନୀତିରେ ମନସ୍କାମନା ପୂରଣ ହେବ।
ସି˚ହ: ନିଜ କାମରେ ଭଲ ପ୍ରଦର୍ଶନ କରିବାକୁ ଚେଷ୍ଟା କରିବେ। ଶତ୍ରୁଙ୍କ ପ୍ରତି ସାବଧାନ ରୁହନ୍ତୁ। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ।
କନ୍ୟା: ଆପଣଙ୍କର ସ୍ବଭାବ ନେତାଙ୍କ ଭଳି ରହିବ। ଦୁଃଖରେ ଥିବା ବନ୍ଧୁଙ୍କୁ ସାହାଯ୍ୟ କରିବେ। ଚାକିରିଜୀବୀଙ୍କ ଲାଗି ଭଲ ସୁଯୋଗ ଆସିବ।
ତୁଳା: କ୍ୟାରିୟର ଲାଗି ନୂଆ ସୁଯୋଗ ପାଇବେ। ଅଧିକାରୀବର୍ଗ ଆପଣଙ୍କ ଉପରେ ଖୁସି ରହିବେ। ବେପାରୀବର୍ଗ ନୂଆ କାମରେ ପୁଞ୍ଜି ଲଗାନ୍ତୁ, ଲାଭ ହେବ।
ବିଛା: ବ୍ୟବସାୟ କାମରେ ଦୂର ସ୍ଥାନକୁ ଯିବେ। ଓକିଲଙ୍କ ଲାଗି ଦିନଟି ଲାଭପ୍ରଦ। ଜୀବନସାଥୀଙ୍କ ସହିତ ସମ୍ବନ୍ଧରେ ନୂତନତ୍ବ ଆସିବ।
ଧନୁ: ଦିନଟି ବ୍ୟସ୍ତତାରେ କଟିବ। ଟଙ୍କା ପଇସା ଯେମିତି ଆସିବ ସେମିତି ଖର୍ଚ୍ଚ ହୋଇଯିବ। ପରିବାରରେ ସୁଖଦ ବାତାବରଣ ରହିବ।
ମକର: ସମ୍ମାନିତ ଲୋକଙ୍କ ସହିତ ମିଶିବାର ସୁଯୋଗ ପାଇବେ। କୌଣସି କାମ ପାଇଁ ଯୋଜନା ପ୍ରସ୍ତୁତ କରିବେ। ସାହିତ୍ୟିକଙ୍କୁ ଖୁସି ଖବର ମିଳିବ।
କୁମ୍ଭ: ଭାବିଥିବା କାମ ବିନା ବାଧାବିଘ୍ନରେ ପୂରା ହେବ। ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ। ପ୍ରିୟତମଙ୍କୁ ମନର କଥା କହିବେ।
ମୀନ: ଦିନଟି ବିଶେଷ କାମ ଲାଗି ଭଲ। ଲୋକେ ସହଯୋଗର ହାତ ବଢ଼ାଇବେ। ବ୍ୟବସାୟରେ ଗତିରୋଧ ଦୂର ହେବ। ପ୍ରେମ ପ୍ରସଙ୍ଗରେ ସବୁ ଭଲ ରହିବ।