/sambad/media/post_attachments/wp-content/uploads/2017/11/ms-1.jpg) ମେଷ: ନୂଆ କାମର ଯୋଜନା ପ୍ରସ୍ତୁତ କରିବେ। ଆପଣଙ୍କ ବ୍ୟବହାରରେ ଲୋକେ ପ୍ରଭାବିତ ହେବେ। ଆପଣଙ୍କୁ ବୟୋଜ୍ୟେଷ୍ଠଙ୍କ ଆଶୀର୍ବାଦ ପ୍ରାପ୍ତ ହେବ।
ମେଷ: ନୂଆ କାମର ଯୋଜନା ପ୍ରସ୍ତୁତ କରିବେ। ଆପଣଙ୍କ ବ୍ୟବହାରରେ ଲୋକେ ପ୍ରଭାବିତ ହେବେ। ଆପଣଙ୍କୁ ବୟୋଜ୍ୟେଷ୍ଠଙ୍କ ଆଶୀର୍ବାଦ ପ୍ରାପ୍ତ ହେବ।
/sambad/media/post_attachments/wp-content/uploads/2017/11/brus-290x300.jpg) ବୃଷ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ନିଜର ଜ୍ଞାନ ବଳରେ ସବୁ କାମ ସମ୍ଭାଳି ନେବେ। ସନ୍ତାନ ଠାରୁ ଶୁଭ ଖବର ପାଇବେ। ଜୀବନସାଥୀଙ୍କ ସହ ଧର୍ମସ୍ଥାନକୁ ଯାତ୍ରା କରିବେ।
ବୃଷ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ନିଜର ଜ୍ଞାନ ବଳରେ ସବୁ କାମ ସମ୍ଭାଳି ନେବେ। ସନ୍ତାନ ଠାରୁ ଶୁଭ ଖବର ପାଇବେ। ଜୀବନସାଥୀଙ୍କ ସହ ଧର୍ମସ୍ଥାନକୁ ଯାତ୍ରା କରିବେ।
/sambad/media/post_attachments/wp-content/uploads/2017/11/mithun.jpg) ମିଥୁନ: ବାପା ମାଆଙ୍କ ସାହାଯ୍ୟରେ ବିଶେଷ କାମ ସଂପୂର୍ଣ୍ଣ ହେବ। ଧାର ନେବା ଦେବାରୁ ନିବୃତ୍ତ ରୁହନ୍ତୁ। କୌଣସି କାମରେ ସଫଳ ହେବା ଯୋଗୁଁ ପ୍ରଶଂସା ପାଇବେ।
ମିଥୁନ: ବାପା ମାଆଙ୍କ ସାହାଯ୍ୟରେ ବିଶେଷ କାମ ସଂପୂର୍ଣ୍ଣ ହେବ। ଧାର ନେବା ଦେବାରୁ ନିବୃତ୍ତ ରୁହନ୍ତୁ। କୌଣସି କାମରେ ସଫଳ ହେବା ଯୋଗୁଁ ପ୍ରଶଂସା ପାଇବେ।
/sambad/media/post_attachments/wp-content/uploads/2017/11/karkat.jpg) କର୍କଟ: ପରିବାର ଲୋକଙ୍କ ପରାମର୍ଶ ଆପଣଙ୍କ ଲାଗି ଲାଭପ୍ରଦ ହେବ। ମହତ୍ତ୍ବପୂର୍ଣ୍ଣ ପ୍ରସଙ୍ଗରେ ବିଶିଷ୍ଟ ବ୍ୟକ୍ତିଙ୍କ ସହ କଥା ହେବେ। ବେକାରଙ୍କୁ ରୋଜଗାରର ସୁଯୋଗ ଅଛି।
କର୍କଟ: ପରିବାର ଲୋକଙ୍କ ପରାମର୍ଶ ଆପଣଙ୍କ ଲାଗି ଲାଭପ୍ରଦ ହେବ। ମହତ୍ତ୍ବପୂର୍ଣ୍ଣ ପ୍ରସଙ୍ଗରେ ବିଶିଷ୍ଟ ବ୍ୟକ୍ତିଙ୍କ ସହ କଥା ହେବେ। ବେକାରଙ୍କୁ ରୋଜଗାରର ସୁଯୋଗ ଅଛି।
/sambad/media/post_attachments/wp-content/uploads/2017/11/singha.jpg) ସିଂହ: ଆପଣଙ୍କ ଚିନ୍ତା ସକାରାତ୍ମକ ରହିବ। ଗୁରୁତ୍ବପୂର୍ଣ୍ଣ କାମରେ ଲାଗି ରହିଥିବା ବାଧାର ସମାଧାନ ହେବ। ସମାଜରେ ଆପଣଙ୍କ କାମର ଚର୍ଚ୍ଚା ହେବ।
ସିଂହ: ଆପଣଙ୍କ ଚିନ୍ତା ସକାରାତ୍ମକ ରହିବ। ଗୁରୁତ୍ବପୂର୍ଣ୍ଣ କାମରେ ଲାଗି ରହିଥିବା ବାଧାର ସମାଧାନ ହେବ। ସମାଜରେ ଆପଣଙ୍କ କାମର ଚର୍ଚ୍ଚା ହେବ।
/sambad/media/post_attachments/wp-content/uploads/2017/11/kanya.jpg) କନ୍ୟା: ଆପଣଙ୍କ ରଚନାତ୍ମକ ପ୍ରତିଭା ସମ୍ମୁଖକୁ ଆସିବ। ଯେଉଁମାନେ ପ୍ରେମ କରୁଛନ୍ତି ସେମାନଙ୍କ ସମ୍ବନ୍ଧରେ ମଧୁରତା ଆସିବ। ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ।
କନ୍ୟା: ଆପଣଙ୍କ ରଚନାତ୍ମକ ପ୍ରତିଭା ସମ୍ମୁଖକୁ ଆସିବ। ଯେଉଁମାନେ ପ୍ରେମ କରୁଛନ୍ତି ସେମାନଙ୍କ ସମ୍ବନ୍ଧରେ ମଧୁରତା ଆସିବ। ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ।
/sambad/media/post_attachments/wp-content/uploads/2017/11/tula.jpg) ତୁଳା: ବକେୟା ଅର୍ଥ ପାଇବେ। ଜରୁରୀ କାମରେ ଯାତ୍ରା ସଫଳ ହେବ। ଭାଗୀଦାରି ବେପାରରେ ଲାଭ ମିଳିବ। ସାମାଜିକ କାର୍ଯ୍ୟରେ ଆପଣ ଆଗରେ ରହିବେ।
ତୁଳା: ବକେୟା ଅର୍ଥ ପାଇବେ। ଜରୁରୀ କାମରେ ଯାତ୍ରା ସଫଳ ହେବ। ଭାଗୀଦାରି ବେପାରରେ ଲାଭ ମିଳିବ। ସାମାଜିକ କାର୍ଯ୍ୟରେ ଆପଣ ଆଗରେ ରହିବେ।
/sambad/media/post_attachments/wp-content/uploads/2017/11/bicha.jpg) ବିଛା: ଆପଣଙ୍କୁ ସନ୍ତାନ ସୁଖ ମିଳିବାର ଯୋଗ ଅଛି। ଆଶା ମୁତାବକ କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ହେବ। ବନ୍ଧୁ ସହ ବାହାରକୁ ବୁଲି ଯିବାର ଯୋଜନା କରିବେ।
ବିଛା: ଆପଣଙ୍କୁ ସନ୍ତାନ ସୁଖ ମିଳିବାର ଯୋଗ ଅଛି। ଆଶା ମୁତାବକ କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ହେବ। ବନ୍ଧୁ ସହ ବାହାରକୁ ବୁଲି ଯିବାର ଯୋଜନା କରିବେ।
/sambad/media/post_attachments/wp-content/uploads/2017/10/dhanu.jpg) ଧନୁ: ଭବିଷ୍ୟତ ସମ୍ବନ୍ଧରେ ଚିନ୍ତା କରିବେ। କେହି ପରିଚିତ ବ୍ୟକ୍ତି ଅଚାନକ ଘରକୁ ଆସିବେ। ଦାମ୍ପତ୍ୟ ଜୀବନରେ ଖୁସିର ଆଗମନ ହେବ।
ଧନୁ: ଭବିଷ୍ୟତ ସମ୍ବନ୍ଧରେ ଚିନ୍ତା କରିବେ। କେହି ପରିଚିତ ବ୍ୟକ୍ତି ଅଚାନକ ଘରକୁ ଆସିବେ। ଦାମ୍ପତ୍ୟ ଜୀବନରେ ଖୁସିର ଆଗମନ ହେବ।
/sambad/media/post_attachments/wp-content/uploads/2017/11/makar.jpg) ମକର: ଅଚାନକ ବନ୍ଧୁ ସହ ଭେଟ ହେବ। ସୁସମ୍ବାଦ ପାଇବେ। କୌଣସି କାମ ପାଇଁ ବଡ଼ ନିଷ୍ପତ୍ତି ନେବେ। ପ୍ରିୟତମଙ୍କ ଠାରୁ ମନ ପସନ୍ଦର ଉପହାର ପାଇବେ।
ମକର: ଅଚାନକ ବନ୍ଧୁ ସହ ଭେଟ ହେବ। ସୁସମ୍ବାଦ ପାଇବେ। କୌଣସି କାମ ପାଇଁ ବଡ଼ ନିଷ୍ପତ୍ତି ନେବେ। ପ୍ରିୟତମଙ୍କ ଠାରୁ ମନ ପସନ୍ଦର ଉପହାର ପାଇବେ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ବାକିଥିବା କାମ ପୂରା ହେବାର ସମ୍ଭାବନା ରହିଛି। ଧନଲାଭର ଅବସର ପାଇବେ। ନବ ବିବାହିତଙ୍କ ଲାଗି ଭଲ ଦିନଟିଏ। ବିଦ୍ୟାର୍ଥୀଙ୍କୁ ଶିକ୍ଷକଙ୍କର ବିଶେଷ ମାର୍ଗଦର୍ଶନ ମିଳିବ।
/sambad/media/post_attachments/wp-content/uploads/2017/11/mina.jpg) ମୀନ: ଜୀବନସାଥୀଙ୍କ ସହ ଭଗବାନଙ୍କୁ ଦର୍ଶନ କରିବା ପାଇଁ ଯିବେ। ରୋଜଗାରର ନୂଆ ଅବସର ପାଇବେ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହ ତାଳମେଳ ବଜାୟ ରଖନ୍ତୁ।
ମୀନ: ଜୀବନସାଥୀଙ୍କ ସହ ଭଗବାନଙ୍କୁ ଦର୍ଶନ କରିବା ପାଇଁ ଯିବେ। ରୋଜଗାରର ନୂଆ ଅବସର ପାଇବେ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହ ତାଳମେଳ ବଜାୟ ରଖନ୍ତୁ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/02/rasifal-f.jpg)
