/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: କାରବାରରେ ଉତ୍ଥାନ ପତନ ଲାଗି ରହିବ। ବୁଝି ବିଚାରି ସମସ୍ୟାର ସମାଧାନ କରନ୍ତୁ। ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଜୀବନସାଥୀଙ୍କ ଠାରୁ ଯଥେଷ୍ଟ ପ୍ରେମ ପାଇବେ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ଆପଣଙ୍କ ମସ୍ତିଷ୍କକୁ ନକାରାତ୍ମକ ଚିନ୍ତା ଆସିବାକୁ ଦିଅନ୍ତୁ ନାହିଁ। ଧନଲାଭର ସମ୍ଭାବନା ଅଛି। ଖର୍ଚ୍ଚ ବଢ଼ିବ। ବ୍ୟାଙ୍କରେ କାମ କରୁଥିବା ଲୋକଙ୍କୁ ଭଲ ଖବର ମିଳିବ।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: ସାମାଜିକ କାର୍ଯ୍ୟରେ ସହଯୋଗ କରିବେ। ଶତ୍ରୁ ଦବି ରହିବେ। ନିର୍ଦ୍ଧାରିତ ସମୟ ପୂର୍ବରୁ ଜରୁରୀ କାମ ସଂପୂର୍ଣ୍ଣ ହୋଇଯିବ। ଛାତ୍ରୀଙ୍କର ଲେଖାପଢ଼ାରେ ମନ ଲାଗିବ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ମହତ୍ତ୍ବପୂର୍ଣ୍ଣ କାର୍ଯ୍ୟ ସଂପୂର୍ଣ୍ଣ ହେବା ଯୋଗୁଁ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ନୂଆ ବିଚାରକୁ ଖୋଲା ମନରେ ସ୍ବୀକାର କରନ୍ତୁ। ପ୍ରେମୀଯୁଗଳଙ୍କ ଲାଗି ଭଲ ଦିନଟିଏ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ବ୍ୟବସାୟରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ପାଇବେ। ଶାରୀରିକ ଓ ମାନସିକ ଦୃଷ୍ଟିରୁ ଠିକ୍ ରହିବେ। ଜମି ଦଲାଲ ବକେୟା ଅର୍ଥ ପାଇବେ। ଘରକୁ ବନ୍ଧୁ ଆସିବେ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: ମନରେ ବହୁତ ସକାରାତ୍ମକ ଭାବନା ଆସିବ। ନିଜର ଦାୟିତ୍ବ ସଂପୂର୍ଣ୍ଣ କରିବାରେ ସକ୍ଷମ ହେବେ। ଧନପ୍ରାପ୍ତିର ଯୋଗ ରହିଛି। ଜୀବନସାଥୀଙ୍କୁ ଅଧିକ ସମୟ ଦିଅନ୍ତୁ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: ଆପଣ ଯାହା ଚାହିବେ ତାହା ହାସଲ କରିପାରିବେ। ପରିବାରିକ ଜୀବନ ସୁଖକର ହେବ। ବ୍ୟବସାୟରେ ସ୍ଥିରତା ରହିବ। ଛାତ୍ରଛାତ୍ରୀଙ୍କର ଲେଖାପଢ଼ାରେ ମନ ଲାଗି ନ ପାରେ।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: ଅଫିସ କାମରେ ଉପରିସ୍ଥ କର୍ମଚାରୀ ସାହାଯ୍ୟ କରିବେ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ପରିବାରରେ ନୂଆ ଦାୟିତ୍ବ ଗ୍ରହଣ କରିବେ।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: ଆତ୍ମବିଶ୍ବାସ ଓ ଆଶାଯୁକ୍ତ ଦିନଟିଏ। କିଛି ନୂଆ ଅଭିଜ୍ଞତା ହାସଲ କରିବେ। କାର୍ଯ୍ୟକ୍ଷେତ୍ରରେ ନୂଆ କୌଶଳ ଗ୍ରହଣ କରନ୍ତୁ ଆର୍ଥିକ ସ୍ଥିତିରେ ସୁଧାର ହେବ।
/sambad/media/post_attachments/wp-content/uploads/2017/11/makar.jpg)
ମକର: କର୍ମଜୀବୀ ମହିଳାଙ୍କ ଲାଗି କାମର ବୋଝ କମ୍ ରହିବ। ରାଜନୀତିରେ ଆର୍ଥିକ ଲାଭ ହେବ। ଘରୋଇ ଖର୍ଚ୍ଚ କମିବ। ଛାତ୍ରଛାତ୍ରୀ କିଛି ନୂଆ ଶିଖିବାର ସୁଯୋଗ ପାଇବେ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ। ଛାତ୍ରଛାତ୍ରୀଙ୍କର ଲେଖାପଢ଼ାରେ ମନ ଲାଗିବ।
ମୀନ: ପରିସ୍ଥିତି ଅତୀତର ପ୍ରସଙ୍ଗକୁ ଆପଣଙ୍କ ଆଗରେ ଆଣି ଛିଡ଼ା କରିଦେବ। ଆପଣଙ୍କ ଚିନ୍ତା ବଢ଼ିପାରେ। ବନ୍ଧୁ ଠାରୁ ଆର୍ଥିକ ସହାୟତା ପାଇବେ। ଘରୋଇ ପରିବେଶ ଭଲ ରହିବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/09/gata-kali-rasi-4-1.jpg)