publive-imageମେଷ: କରିଆସୁଥିବା ପ୍ରୟାସର ଫଳ ପାଇବେ। ଆପଣଙ୍କୁ ନେତୃତ୍ବ ନେବାକୁ ପଡ଼ିପାରେ। ଜୀବନସାଥୀଙ୍କ ସହିତ ମନାନ୍ତର ହୋଇପାରେ।

Advertisment

publive-imageବୃଷ: ଆପଣଙ୍କର ଆକର୍ଷଣୀୟ ସ୍ବଭାବ ଅନ୍ୟମାନଙ୍କୁ ଆକୃଷ୍ଟ କରିବ। ନୂଆ ଜମି କିଣିବା ପୂର୍ବରୁ ବଡ଼ଙ୍କ ସମ୍ମତି ନିଅନ୍ତୁ। ବରିଷ୍ଠ ଓକିଲଙ୍କ ପରାମର୍ଶ ଭଲ ପ୍ରମାଣିତ ହେବ।

publive-imageମିଥୁନ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଲକ୍ଷ୍ୟର ଯଥେଷ୍ଟ ନିକଟରେ ପହଞ୍ଚି ପାରିବେ। ଜରୁରୀ କାମ ଅନ୍ୟମାନଙ୍କ ଭରସାରେ ଛାଡ଼ନ୍ତୁ ନାହିଁ।

publive-imageକକର୍ଟ: ଆପଣଙ୍କ ଧ୍ୟାନ ଆଧ୍ୟାତ୍ମିକ ଦିଗରେ ଲାଗି ରହିବ। ନିଜ ଚାରିପାଖର ଗତିବିଧି ଉପରେ ଦୃଷ୍ଟି ରଖନ୍ତୁ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ।

publive-imageସିଂହ: ବ୍ୟବସାୟରେ ସକାରାତ୍ମକ ଫଳ ପାଇବେ। ଡାକ୍ତରଙ୍କର ସମାଜରେ ନାମ ଉଚ୍ଚା ରହିବ। ଏକାନ୍ତରେ ଅଧ୍ୟୟନ କରନ୍ତୁ, ପଢ଼ାରେ ମନ ଲାଗିବ।

publive-imageକନ୍ୟା: ପୂର୍ବ ନିବେଶରୁ ଲାଭ ହେବ। ରାଜନେତାଙ୍କ ସମାଜରେ ପ୍ରତିଷ୍ଠା ବୃଦ୍ଧି ହେବ। ପଇସା ଦେବାନେବା ବେଳେ ସାବଧାନ ରୁହନ୍ତୁ।

publive-imageତୁଳା: ଆପଣଙ୍କ ଉପରେ ଲୋକମାନଙ୍କର ଭରସା ବଢ଼ିବ। ଅଧୁରା କାମ ପୂରା କରିବା ଲାଗି ଭଲ ଦିନଟିଏ। ସ୍ବାସ୍ଥ୍ୟ ଠିକ୍ ରହିବ।

publive-imageବିଛା: ଆପଣଙ୍କର ରଚନାକୁ ଲୋକେ ପ୍ରଶଂସା କରିବେ। ଜୀବନସାଥୀ ସହିତ ମନୋମାଳିନ୍ୟ ଦୂର ହୋଇଯିବ। ସ୍ଥଗିତ କାମ ନେଇ ନୂଆ ମନ୍ତବ୍ୟ ମିଳିବ।

publive-imageଧନୁ: ଦୀର୍ଘ ଦିନର ବାଧା ଦୂର ହେବ। ଘର ଲୋକଙ୍କ ସହିତ କୌଣସି ଧାର୍ମିକ କାର୍ଯ୍ୟରେ ମନ ଲଗାଇବେ। ମହିଳାମାନେ ରୋଷେଇ ସମୟରେ ସାବଧାନ ରୁହନ୍ତୁ।

publive-imageମକର: ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ ଅଧିକ ପରିଶ୍ରମ କରନ୍ତୁ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ନିଜ କାମର ଶ୍ରେୟ ଅନ୍ୟ କାହାରିକୁ ଦିଅନ୍ତୁ ନାହିଁ।

publive-image

କୁମ୍ଭ: ନୂଆ ବିଚାରରେ ପରିପୂର୍ଣ୍ଣ ରହିବେ। ଯେଉଁ କାମ ହାତକୁ ନେବେ ସଫଳତା ପାଇବେ। ପ୍ରେମୀଯୁଗଳ ପରସ୍ପରଙ୍କ ଭାବନାକୁ ବୁଝିବାକୁ ଚେଷ୍ଟା କରନ୍ତୁ।

publive-imageମୀନ: ସମ୍ମାନିତ ଲୋକଙ୍କ ସହିତ ମିଶିବା ପାଇଁ ମଉକା ପାଇବେ। ମହିଳାମାନଙ୍କ ଲାଗି ଦିନଟି ଆରାମଦାୟକ। କଠିନ ବିଷୟ ନେଇ ଶିକ୍ଷକଙ୍କ ସହ ଆଲୋଚନା କରନ୍ତୁ।