ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ଆସିବ। ଆଶା କରୁଥିବା ଦିଗରୁ ଅର୍ଥ ପାଇବେ। ଘରକୁ କୌଣସି ବନ୍ଧୁ ଆସିପାରନ୍ତି।

ବୃଷ: ଆପଣଙ୍କର ଆତ୍ମବିଶ୍ବାସର ସ୍ତର ଉଚ୍ଚ ରହିବ। ଲୋକ କଲ୍ୟାଣ କାର୍ଯ୍ୟରେ ସମୟ ଦେବେ। ମହିଳାଙ୍କର ଅଫିସରେ ଉନ୍ନତି ହେବ।

ମିଥୁନ: ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ନିକଟସ୍ଥ ସହରକୁ ଯାତ୍ରାରେ ଯିବେ। ଭାବିଚିନ୍ତ ଖର୍ଚ୍ଚ କରନ୍ତୁ।

କର୍କଟ: ଆଧୢାତ୍ମିକ ଭାବନାରେ ସମୟ ବିତିବ। ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରିପାରନ୍ତି। ସାମାଜିକ କାର୍ଯ୍ୟରେ ମନ ଲାଗିବ। ବନ୍ଧୁଙ୍କ ଠାରୁ ସୁସମ୍ବାଦ ପାଇବେ।

ସି˚ହ: ସବୁ କାମ ସହଜରେ ପୂରା ହେବ। ନୂଆ ଲୋକଙ୍କ ସହିତ ମିଶିବାର ଅବସର ମିଳିବ। ପରିବାର ଲୋକଙ୍କ ସହିତ ପ୍ରେମଭାବ ବଢ଼ିବ।

କନ୍ୟା: ପୂଜାପାଠରେ ଅଧିକ ସମୟ ବିତିବ। ଜୀବନଶୈଳୀରେ ପରିବର୍ତ୍ତନ ପାଇଁ ବିଚାର କରିପାରନ୍ତି। ଅଫିସରେ ଆପଣଙ୍କ କାମର ପ୍ରଶ˚ସା ହେବ।

ତୁଳା: ଆପଣଙ୍କ ମନ କିଛି କହିବ ଆଉ ହୃଦୟ କିଛି କହିବ। ଇଷ୍ଟଦେବଙ୍କର ଆରାଧନା କରନ୍ତୁ, ଶୁଭ ହେବ। କାର୍ଯ୍ୟକ୍ଷେତ୍ରରେ ନୂଆ ଉପାୟ ମିଳିପାରେ।

ବିଛା: ଆପଣଙ୍କ ଜୀବନରେ ନୂଆ ପରିବର୍ତ୍ତନ ଆସିବ। ଗଣମାଧୢମ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନଙ୍କ ଲାଗି ଦିନଟି ଉତ୍ତମ। ଖୁସି ଖବର ପାଇବେ।

ଧନୁ: ସରକାରୀ କାମରେ ବଡ଼ ବ୍ୟକ୍ତିଙ୍କ ସାହାଯ୍ୟ ମିଳିପାରେ। କୌଣସି ଖୁସି ଖବର ପାଇବେ। ଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ମକର: ବିଶେଷ କାମ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ପୂରା ହୋଇଯିବ। ସାମାଜିକ କାର୍ଯ୍ୟରେ ଅଧିକ ସମୟ ଦେବେ। ପ୍ରିୟତମଙ୍କ ସହିତ ସମ୍ବନ୍ଧରେ ସୁଧାର ହେବ।

କୁମ୍ଭ: ରାଜନୀତିରେ ଆଗକୁ ବଢ଼ିବା ପାଇଁ ନୂଆ ରଣନୀତି ପ୍ରସ୍ତୁତ କରିବେ। କାରବାରରେ ଲାଭ ହେବ। ସୁସମ୍ବାଦ ପାଇବେ। ଘରକୁ ବନ୍ଧୁ ଆସିପାରନ୍ତି।

ମୀନ: ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ। ସରକାରୀ ଚାକିରିଆଙ୍କୁ ଲାଭ ମିଳିବ। ବନ୍ଧୁତାର ସମ୍ବନ୍ଧ ମଜଭୁତ ହେବ।

ସମ୍ବନ୍ଧିତ ଖବର