publive-imageମେଷ: ଜ୍ଞାନ ଓ ଭଲ ବିଚାରରେ ବୃଦ୍ଧି ହେବ। କୌଣସି ନୂଆ ଦାୟିତ୍ବ ଆପଣଙ୍କ ପାଖକୁ ଆସିପାରେ। ଆର୍ଥିକ ସ୍ଥିତିରେ ସୁଧାର ହେବ। ପରିବାର ସହିତ ଆନନ୍ଦପୂର୍ବକ ସମୟ ଅତିବାହିତ କରିବେ।

Advertisment

publive-imageବୃଷ: କାର୍ଯ୍ୟକ୍ଷେତ୍ରରେ ଅଶାନ୍ତିର ସମ୍ମୁଖୀନ ହୋଇପାରନ୍ତି। ଇଂଜିନିୟରଙ୍କ ଲାଗି ଦିନଟି ଲାଭପ୍ରଦ ରହିବ। ପ୍ରେମିକ ପ୍ରେମିକା ବାହାରକୁ ବୁଲି ଯିବେ। ବାଣିଜ୍ୟ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।

publive-imageମିଥୁନ: କାମ ପାଇଁ ଚେଷ୍ଟାରେ ସଫଳ ହେବେ। କଳାକାରଙ୍କୁ ଫିଲ୍ମରେ ସୁଯୋଗ ମିଳିପାରେ। ଆପଣଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ। ଛାତ୍ରଙ୍କୁ ପଢ଼ିବା କ୍ଷେତ୍ରରେ ଲାଭ ମିଳିବାର ସମ୍ଭାବନା।

publive-image

କର୍କଟ: ଆପଣଙ୍କ ଲାଗି ଭଲ ଦିନଟିଏ। ଆପଣଙ୍କୁ ପ୍ରଚୁର ସମ୍ମାନ ପ୍ରାପ୍ତି ହେବ। ବେପାରରେ ଯୋଜନାବଦ୍ଧ ରୂପେ କାମ କରିପାରନ୍ତି। ଦାମ୍ପତ୍ୟ ଜୀବନ ମଧୁରତାରେ ପୂର୍ଣ୍ଣ ରହିବ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ।

publive-imageସିଂହ: କାହାରି ଉପରେ ଭରସା କରିବାରେ ନିବୃତ୍ତ ରୁହନ୍ତୁ। ଆପଣଙ୍କ ସମସ୍ୟାର ସମାଧାନ ବାହାରିବ। ଜୀବନସାଥୀ ସହିତ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ। ଛାତ୍ରଙ୍କୁ ଖୁସି ଖବର ମିଳିବ।

publive-imageକନ୍ୟା: ପେସାଦାର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ରହିବ। କଳା କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କର ସମାଜରେ ପ୍ରସିଦ୍ଧି ବଢ଼ିବ। ବେକାରଙ୍କୁ ରୋଜଗାର ମିଳିବାର ସମ୍ଭାବନା। ପ୍ରେମରେ ସଫଳତା ପାଇବେ।

publive-imageତୁଳା: ଆପଣଙ୍କର ସକାରାତ୍ମକ ଭାବନା ପାଇଁ ଆପଣଙ୍କୁ ଲାଭ ମିଳିବ। ପୁରୁଣା ବନ୍ଧୁ ସହିତ ମିଶିବା ପାଇଁ ମନରେ ଆଗ୍ରହ ବଢ଼ିବ। ଚାକିରିରେ ପଦୋନ୍ନତିର ସମ୍ଭାବନା। ପାରିବାରିକ ଜୀବନ ଶାନ୍ତିମୟ ହେବ।

publive-imageବିଛା: ସମାଜରେ ମାନ ପ୍ରତିଷ୍ଠା ବଢ଼ିବ। ଆପଣଙ୍କ ଯୋଗାଯୋଗ ଲିଷ୍ଟରେ କିଛି ନୂଆ ଲୋକ ଯୋଡ଼ିବେ। ବ୍ୟବସାୟରେ ଯଥେଷ୍ଟ ଲାଭ ହେବ। ସ୍କୁଲ ଶିକ୍ଷକ ନିଜ କାମରେ ଖୁସି ରହିବେ।

publive-image
ଧନୁ: ପରିବାର ସହିତ ଅଧିକ ସମୟ ବିତିବ। ବେପାରରେ ବୃଦ୍ଧି ହେବ। ନୂଆ କାମ କରିବା ପାଇଁ ଯୋଜନା କରିପାରନ୍ତି। ଅଫିସରେ ଆପଣଙ୍କ ପ୍ରଦର୍ଶନର କତୃପକ୍ଷ ଖୁସି ହେବେ। ପ୍ରେମ ଜୀବନ ଭଲ ରହିବ।

publive-image

ମକର: ଆପଣଙ୍କୁ କିଛି ଏଭଳି ହାସଲ ହେବ ଯାହା ଦୀର୍ଘଦିନ ଅପେକ୍ଷାରେ ଥିଲେ। ପ୍ରସାଧନ ଦୋକାନୀଙ୍କ ଲାଗି ଦିନଟି ଭଲ ରହିବ। ଅଫିସରେ ସହକର୍ମୀଙ୍କ ସହଯୋଗରେ ଆରାମ ଅନୁଭବ କରିବେ।

publive-image

କୁମ୍ଭ: ସମାଜରେ ମାନ ପ୍ରତିଷ୍ଠା ବୃଦ୍ଧି ହେବ। କୋର୍ଟର ଫଇସଲା ଆପଣଙ୍କ ପକ୍ଷରେ ହୋଇପାରେ। ବ୍ୟବସାୟୀଙ୍କୁ ଧନଲାଭ ହେବ। ପାରିବାରିକ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ।

publive-image

ମୀନ: କିଛି ନୂଆ କାମ କରିବା ପାଇଁ ବିଚାର କରିବେ। ଅନ୍ୟମାନଙ୍କ ସମ୍ମୁଖରେ ନିଜର କଥା ଭଲଭାବେ ରଖିପାରିବେ। ଆୟରେ ବୃଦ୍ଧି ହେବ। ବ୍ୟବସାୟ କାମରେ ଦୂରସ୍ଥାନକୁ ଯାଇପାରନ୍ତି।